ରାଜ୍ୟ

ନନ୍ଦନକାନନର ଧଳା ବାଘୁଣୀ ବିଜୟାର ଛୁଆ ରକି ଅସୁସ୍ଥ

ବାରଙ୍ଗ,୧୦।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ବିଜୟାର ୧୦ ମାସର ଛୁଆ ରକି ଅସୁସ୍ଥ ହୋଇପଡିଛି। ୪ ଦିନ ହେଲା ରକିର ତରଳ ଝାଡା ହେବା ସହ ଦେହରେ ତାତି ରହୁଛି । ଓୟୁଏଟି ବିଶେଷଜ୍ଞ ଡା. ନିରଞ୍ଜନ ସାହୁଙ୍କ ନେତୃତ୍ୱରେ...

ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ନେଇ ଗୁରୁବାର ସର୍କିଟ ହାଉସ୍‌ରେ ବସିବ ସର୍ବଦଳୀୟ ବୈଠକ । ଏଡିଏମ୍‌ଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ବୈଠକରେ ନିର୍ବାଚନ ସମ୍ପର୍କିତ...

ସୁନ୍ଦରଗଡ଼ରୁ ୧୨ ମୁଣ୍ଡ ନେଲା କରୋନା; ଆଖି ବୁଜିଲେ ୨୧

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ୨୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୨ଜଣ ଥିବା ବେଳେ ବାଲେଶ୍ୱରରୁ ଜଣେ, ଭଦ୍ରକରୁ ୨, ଭୁବନେଶ୍ୱରରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ଜଣେ, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏନେଇ...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୪୮୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮୬୨ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୧୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩୩୪ ପିଲା ଥିବା ନେଇ ଗୁରୁବାର ରାଜ୍ୟ ସୂଚନା...

ବର୍ଦ୍ଧମାନ ରାଜକୁମାରଙ୍କ ହାତ ଧରିଲେ ପୁରୀ ରାଜକୁମାରୀ

ଭୁବନେଶ୍ୱର(ବ୍ୟୁରୋ)/ ପୁରୀ ଅଫିସ, ୧୦।୨: ପୁରୀ ଗଜପତି ଦିବ୍ୟସିଂହ ଦେବଙ୍କ କନିଷ୍ଠା କନ୍ୟା ଦେବେଶୀ ଦେବୀଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ ରାଜକୀୟ ପରମ୍ପରାରେ ବିବାହ ଅନୁଷ୍ଠିତ ହୋଇଯାଇଛି। ହରିୟାଣା ଗୁରୁଗ୍ରାମର ରାଜୀବ କେହେରଙ୍କ ପୁଅ ତଥା ବର୍ଦ୍ଧମାନ...

ଭାଜପା ଗଡ଼କୁ ବିଜେଡିର ଦଖଲ ଉଦ୍ୟମ

ନୟାଗଡ଼ ଅଫିସ,୧୦।୨: ଗୋତିସାହି, ହରିହରପୁର, ମଗରବନ୍ଧ, ପଞ୍ଚରିଡ଼ାମାନପୁର, ଶରଣକୁଳ, ସୋଲପଟା, ଗୋଡ଼ିପଲ୍ଲୀ ପଞ୍ଚାୟତକୁ ନେଇ ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ୩ନଂ. ଜୋନ୍‌ ଗଠିତ । ଏଠାରେ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। କୁମାରୀ ପାତ୍ର ଭାଜପାରୁ ପ୍ରାର୍ଥୀ ହୋଇଥିବାବେଳେ...

ଦୁଇ ଆସନରେ ୧୨ ପ୍ରାର୍ଥୀ

ନିରାକାରପୁର, ୧୦ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜମି ଆସିଲାଣି ପ୍ରଚାର। ପ୍ରାର୍ଥୀମାନେ ନିଜସ୍ବ ଢଙ୍ଗରେ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି। ପ୍ରତି ଗାଁ, ଓ୍ବାର୍ଡରେ ବସୁଛି ଘନ ଘନ ବୈଠକ। ଗାଁ ଓ୍ବାର୍ଡର ସମସ୍ୟା ବୁଝୁଛନ୍ତି। ସମାଧାନ...

ପ୍ରଚାର ମଇଦାନରେ ବିଦେଶୀ ବୋହୂ

ପୁରୀ ଅଫିସ,୧୦।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରାର୍ଥୀମାନେ ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। କେହି କେହି ଦୀର୍ଘଦିନ ଧରି ପଞ୍ଚାୟତରେ ରହିଥିବା ଅନେକ ସମସ୍ୟାର ସମାଧାନ ପାଇଁ ଲୋକଙ୍କ ପାଖରେ...

‘ନକଲି ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁ ନାହିଁ’

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ନକଲି ଏସ୍‌ସି, କେଉଟ, କୈବର୍ତ୍ତ, ଧୀବର ପ୍ରାର୍ଥୀଙ୍କୁ ଭୋଟ ନ ଦେବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ଉଠିଛି। ସଂରକ୍ଷଣକୁ ହଡ଼ପ କରିଥିବା ନକଲି ପ୍ରାର୍ଥୀଙ୍କୁ ଭୋଟ ନ ଦେଇ ଦଳିତ...

ଟଙ୍କା ନ ନେବାରୁ ଭୋଟରଙ୍କୁ ଧମକ: ରାଶନ୍‌ କାର୍ଡ଼, ଭତ୍ତା କାର୍ଡ଼ କାଟିଦେବୁ

ଯାଜପୁର ଅଫିସ,୧୦ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଟଙ୍କା ବାଣ୍ଟିବା ଘଟଣାକୁ ଭୋଟର ନାପସନ୍ଦ କରିଛନ୍ତି। ଏନେଇ ମାମଲା ଥାନା ପର୍ଯ୍ୟନ୍ତ ଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ବ୍ରହ୍ମବରଦା ଫାଣ୍ଡି ଅଧୀନ କୋଠଢ଼ିହ ଦଳିତ ସାହିରେ ଭୋଟରଙ୍କ ମଧ୍ୟରେ...

ଓଡ଼ିଶାରେ ହେଲିକପ୍ଟର ସେବା କେବେ: ଉତ୍ତର ଦେଲାନି କେନ୍ଦ୍ର

ନୂଆଦିଲ୍ଲୀ,୧୦ା୨: ଓଡ଼ିଶାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଆହତଙ୍କୁ ଏୟାରଲିଫ୍ଟିଂ ପାଇଁ ନିରବଚ୍ଛିନ୍ନ ହେଲିକପ୍ଟର ସେବାକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେବାକୁ ଆବଶ୍ୟକ ମଣିନାହିଁ କେନ୍ଦ୍ର। ରାଜ୍ୟ ସଭାରେ ବିଜେଡି ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପ୍ରଶ୍ନକୁ...

ଭାଜପା, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୦ା୨: କେନ୍ଦ୍ରାପଡ଼ା ବ୍ଲକ ୬ ନଂ. ଜୋନ୍‌ରେ ଆସନ୍ତା ୨୨ରେ ନିର୍ବାଚନ ହେବ। ପ୍ରାର୍ଥୀମାନଙ୍କ ପ୍ରଚାର ଦିନକୁ ଦିନ ଜୋରଦାର ହୋଇଛି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍‌ ଉଭୟ ଶାସକ ବିଜେଡି ଓ ଭାଜପା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri