ରାଜ୍ୟ

ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ

ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର...

କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଶନିବାର ଜମିପଟ୍ଟା ବଣ୍ଟନ କରିଛି।...

ପୁଣି ଫେରିଲା ଶୀତ: ଘନ କୁହୁଡ଼ି ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟକୁ ପୁଣି ଶୀତ ଲହରି ଫେରିଛି। ଦୁଇଦିନ ଧରି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଶନିବାର ବର୍ଷା ନ ଥିଲେ ମଧ୍ୟ ଦିନରେ ଖରା ସହ ଶୀତୁଆ ପବନ ଲାଗି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ...

ସୁଯୋଗ ପର୍ଯ୍ୟାପ୍ତ, ଉତ୍ପାଦନ ଦୁର୍ବଳ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଦିନକୁ ଦିନ ଶକ୍ତି ଚାହିଦା ବଢ଼ିବାରେ ଲାଗିଛି। ତାପଜ ଓ ଜଳବିଦ୍ୟୁତ୍‌ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ ବୃଦ୍ଧି ହେବା ସହ ଉତ୍ପାଦନ ଖର୍ଚ୍ଚ ବଢ଼ିଚାଲିଛି। ବିକଳ୍ପ ଭାବେ କ୍ଷୁଦ୍ର ଜଳବିଦ୍ୟୁତ୍‌ ଶକ୍ତି, ସୌର, ପବନ,...

ରେଙ୍ଗାଲି ପଞ୍ଚାୟତ: କିନ୍ନର, ଦିବ୍ୟାଙ୍ଗ ପ୍ରାର୍ଥିତ୍ୱକୁ ନେଇ ଚର୍ଚ୍ଚା

ସମ୍ବଲପୁର/ ରେଙ୍ଗାଲି, ୬ା୨(ବ୍ୟୁରୋ/ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଚର୍ଚ୍ଚାରେ ରହିଛି। ଝାଙ୍କରପାଲି ପଞ୍ଚାୟତର ସରପଞ୍ଚ ଆସନ ଲାଗି ୨୭ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ନେଇ ଚର୍ଚ୍ଚା ହୋଇଆସୁଥିଲା। ଏବେ ରେଙ୍ଗାଲି ପଞ୍ଚାୟତରେ କିନ୍ନର...

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୬।୨(ବ୍ୟୁରୋ): ବଜେଟ ଘୋଷଣା ପରେ ପ୍ରଥମଥର ଲାଗି କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। କେନ୍ଦ୍ରରେ ମୋଦି ସରକାରଙ୍କ ‘ଆତ୍ମନିର୍ଭର ଅର୍ଥ ବ୍ୟବସ୍ଥା’ ଓ ଗତ ୧...

ମାର୍ଚ୍ଚରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଥିଓରୀ ପରୀକ୍ଷା ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଥିବାବେଳେ ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ୨୨ ତଥା ଶେଷ ସପ୍ତାହରୁ ଆରମ୍ଭ ହେବ...

ରଥକାଠ ଅନୁକୂଳ

ପୁରୀ ଅଫିସ,୫ା୨: ଶ୍ରୀପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ପୂଜା କରାଯାଇଛି। ପରମ୍ପରା ଅନୁସାରେ ରାଜପୁରୋହିତ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫,୩୭୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୫,୩୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୩୪,୩୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

କିଏ ହାତେଇବ କୋକସରା ବ୍ଲକ ଅଧ୍ୟକ୍ଷା ପଦ, ଚାଲିଛି ଜୋରଦାର ଚର୍ଚ୍ଚା

କୋକସରା,୫ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଉଷ୍ଣତା ଏବେ ପଞ୍ଚାୟତରୁ ବ୍ଲକ ଯାଏ ଦେଖିବାକୁ ମିଳୁଛି। ଗାଁ ଗାଁରେ ସମିତିସଭ୍ୟ, ସରପଞ୍ଚ ପ୍ରାର୍ଥୀଙ୍କ ବ୍ୟାନର ପୋଷ୍ଟରରେ ଛାଇଗଲାଣି। ଏହି ରାଜନୈତିକ ବାତାବରଣ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ...

ଖବରଦାତା ରୋହିତଙ୍କ ପରିବାର ଲାଗି ୧୩ ଲକ୍ଷର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୫।୨(ବ୍ୟୁରୋ): ମାଓବାଦୀଙ୍କ ବିସ୍ଫୋରଣରେ ପ୍ରାଣ ହରାଇଥିବା ଖବରଦାତାଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁବ ଖବରଦାତା ରୋହିତ ବିଶ୍ୱାଳ(୪୭)ଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା ଦେବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ରାଜ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri