ରାଜ୍ୟ

ଆର୍‌ଆର୍‌ବି ପରୀକ୍ଷା ତ୍ରୁଟି ସଂଶୋଧନ ଦାବି

ଢେଙ୍କାନାଳ ଅଫିସ,୫ ।୨ ଆରଆର୍‌ବି ଏନ୍‌ଟିପିସି ପରୀକ୍ଷାରେ ହୋଇଥିବା ତ୍ରୁଟି ସଂଶୋଧନ କରିବା ପାଇଁ ଢେଙ୍କାନାଳ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାର ପ୍ରତିବାଦରେ ଦଳୀୟ କର୍ମକର୍ତ୍ତାମାନେ ସ୍ଥାନୀୟ ରେଳ ଷ୍ଟେଶନରେ ଶୁକ୍ରବାର ପ୍ରତିବାଦ କରିଛନ୍ତି। ଅଭିଯୋଗ...

ଶ୍ରୀଜୀଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୫।୨: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା...

ଖୋଲୁନି ରହସ୍ୟ, ବଢୁଛି ଦ୍ୱନ୍ଦ୍ୱ

ଢେଙ୍କାନାଳ ଅଫିସ, ୫।୨ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗାଁ ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତିସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩) ଅପହରଣ ମାମଲା ଅଦ୍ୟାବଧି ରହସ୍ୟାବୃତ ହୋଇ ରହିଛି। ଉଦ୍ଧାର ହୋଇଥିବା ସୁବ୍ରତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚୁରା...

୭ରୁ ଖୋଲିବ ଏମ୍ସ ଓପିଡି

ଭୁବନେଶ୍ୱର,୫।୧(ବ୍ୟୁରୋ): ଭୁବନେଶ୍ବର ଏମ୍ସର ଓପିଡି ଆସନ୍ତା ୭ରୁ ଖୋଲିବ । କୋଭିଡ ସ୍ଥିତିରେ ସୁଧାର ଆସିବା ଦେଖି ରୋଗୀସେବାକୁ ପ୍ରାଧାନ୍ୟ ଦେଇ ଏମ୍ସ ପକ୍ଷରୁ ଓପିଡି ଖୋଲିବାକୁ ନିଷ୍ପତି ହୋଇଥିବା କର୍ତ୍ତୃପକ୍ଷ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ କୋଭିଡ...

୮ରୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ପ୍ଲାନେଟାରିୟମଗୁଡିକୁ ପୁନଃ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲାସ୍ଥିତ ଡ. ଏପିଜେ ଅବଦୁଲ କଲାମ ପ୍ଲାନେଟାରିୟମ...

ଏମାର ମଠରେ ଖନନ, ମିଳିଲାନି ଗୁପ୍ତଧନ

ପୁରୀ ଅଫିସ, ୫ା୨: ପୁଣି ଚର୍ଚ୍ଚାରେ ସବୁଠାରୁ ବିତ୍ତଶାଳୀ ମଠ ପୁରୀର ଏମାର ମଠ। ପ୍ରାୟ ୫ମାସର ବ୍ୟବଧାନ ପରେ ପୁନର୍ବାର ଶୁକ୍ରବାର ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ କରାଯାଇଛି। ଏହି ମଠରେ ପୂର୍ବରୁ ରୁପାଇଟା ମିଳିଥିବାରୁ ଦ୍ୱିତୀୟ...

୭ରୁ ହାଇବ୍ରିଡ୍‌ ମୋଡ୍‌ରେ ଚାଲିବ ହାଇକୋର୍ଟ

କଟକ ଅଫିସ, ୫ା୨: ଆସନ୍ତା ୭ ତାରିଖରୁ ହାଇକୋର୍ଟ ହାଇବ୍ରିଡ(ଭର୍ଚୁଆଲ ଓ ଫିଜିକାଲ) ମୋଡ୍‌ରେ ଚାଲିବ। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜୁୁଡିସିଆଲ ଶୁକ୍ରବାର ନିର୍ଦ୍ଦେଶ ଜାରି କରିଛନ୍ତି। ୭ ତାରିଖରୁ ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ହାଇକୋର୍ଟରେ ମାମଲାର...

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ତାଙ୍କ ଅଭିଯୋଗ କ୍ରମେ ନୂଆପଡା ଜିଲାରେ କାର୍ଯ୍ୟରତ ଡାକ୍ତର...

ଆଜି ଶ୍ରୀକ୍ଷେତ୍ରରେ ରଥକାଠ ଅନୁଗୂଳ

ପୁରୀ ଅଫିସ,୫।୧: ଆଜି ପବିତ୍ର ଶ୍ରୀପଞ୍ଚମୀ। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯିବ। ସରସ୍ବତୀ ପୂଜାରେ ରଥ ନିର୍ମାଣର ଏହା ପାରମ୍ପରିକ ବିଧି ରହିଛି । ବଡ଼ଦାଣ୍ଡ ରଥଖଳାରେ ୩ ଖଣ୍ଡ ଧଉରା କାଠର...

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌

ବାରିପଦା ଅଫିସ,୫ା୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ସ୍ଥିତ ଅମର୍ଦ୍ଦା ଏୟାରଷ୍ଟିପ୍‌ ପୁନଃ କାର୍ଯ୍ୟକ୍ଷମ କରିବାକୁ ଭାରତୀୟ ବାୟୁ ଅଧିକାରୀଙ୍କ ସହ ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ବର ଟୁଡୁ ଆଲୋଚନା କରିଛନ୍ତି। ଏହି...

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମୁଖ୍ୟଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୫ା୨(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ମିଳିଛି। ଉକ୍ତ ସମ୍ପତ୍ତିର ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ...

ହାଇଓ୍ବେ ପାଟ୍ରୋଲିଂ ପ୍ରଦର୍ଶନ ଅତି ଖରାପ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟ ସରକାର ଗତ କିଛିଦନ ହେଲା ଓଡ଼ିଶାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ହାର ହ୍ରାସ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସବୁ ଜିଲାର ଏସ୍‌ପି ଏବଂ ଜିଲାପାଳଙ୍କୁ ପରିବହନ ବିଭାଗ ସଚିବ ବିଷ୍ଣୁପଦ ସେଠୀ ଦୁଇଥର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri