ରାଜ୍ୟ

ବଳକା ରାଜ୍ୟରେ ଉପଭୋକ୍ତା ଶୋଷିତ

ଭୁବନେଶ୍ୱର, ୫ା୨(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍‌ରେ ବଳକା ରାଜ୍ୟ ବୋଲି ଶକ୍ତିମନ୍ତ୍ରୀ ବିଭିନ୍ନ ସମୟରେ ବିଧାନସଭାରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଉଛନ୍ତି। ହେଲେ ବଳକା ରାଜ୍ୟ ହୋଇ ମଧ୍ୟ ରାଜ୍ୟର ବିଦ୍ୟୁତ୍‌ ଉପଭୋକ୍ତା ଚଢ଼ାଦର ଦେବାକୁ ବାଧ୍ୟ ହେଉଛନ୍ତି। ଗତ ୨୦...

ଜୁଆଣିଆ ପଞ୍ଚାୟତରେ ୧ କୋଟି ଦୁର୍ନୀତି ଅଭିଯୋଗ

ଆଳି,୫ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଜୁଆଣିଆ ପଞ୍ଚାୟତରେ ବିକାଶ ନାମରେ ଆସୁଥିବା ଅର୍ଥ ତୋସରପାତ ହୋଇଥିବା ନେଇ ଅଭିଯୋଗ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ଜୁଆଣିଆ ପଞ୍ଚାୟତର ସଚେତନ ନାଗରିକଙ୍କ ପକ୍ଷରୁ ହଦୁଆ ଗଁାରେ ଏ ସମ୍ପର୍କରେ ଗ୍ରାମବାସୀଙ୍କ ପକ୍ଷରୁ...

୫ ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

କେନ୍ଦ୍ରାପଡ଼ା ଅଫିସ, ୫ା୨: କେନ୍ଦ୍ରାପଡ଼ା ଜିଲାରେ ଆସନ୍ତା ୨୨ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେବ। କେନ୍ଦ୍ରାପଡ଼ା ବ୍ଲକ ୫ ନଂ. ଜୋନ୍‌ ଜିଲା ପରିଷଦ ପଦବୀ ପାଇଁ ୩ ପ୍ରାର୍ଥୀ ନିର୍ବାଚନ ମଇଦାନକୁ...

ଭାଜପାକୁ ଟକ୍କର ଦେବାକୁ ବିରୋଧୀଙ୍କ ରଣନୀତି

ଜଗତ୍‌ସିଂହପୁର ଅଫିସ, ୫।୨: ଜଗତ୍‌ସିଂହପୁର ଜିଲାର ୨୬ ଜିଲା ପରିଷଦ ଆସନ ମଧ୍ୟରୁ ରଘୁନାଥପୁର ଜିଲା ପରିଷଦ ୧ନଂ. ଜୋନ୍‌ର ଗୁରୁତ୍ୱ ରହିଛି। କାରଣ ୨୦୧୭ ନିର୍ବାଚନରେ ଏହି ଜୋନ୍‌ରେ ବିଜେଡିକୁ ହରାଇ ଭାଜପା ପ୍ରାର୍ଥୀ ବିଜୟୀ ହୋଇଥିଲେ। ଏଥର...

ଜମି ହରାଇବା ଆଶଙ୍କାରେ ଚାଷୀ

କଳିଙ୍ଗନଗର,୫ା୨(ଡି.ଏନ.ଏ.): ଐତିହ୍ୟ ବ୍ୟାସସରୋବର ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରକିୟା ଆରମ୍ଭ ହୋଇଛି। ଏଥିଲାଗି ୨୯୪ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜିଲା ଖଣିଜ ନ୍ୟାସ ପାଣ୍ଠିରୁ ୬୪ କୋଟି ଟଙ୍କା ମଞ୍ଜୁର ମଧ୍ୟ କରିଛନ୍ତି। ତେବେ ଏହାକୁ...

୩ ଶିକ୍ଷକରେ ୧୦ ଶ୍ରେଣୀ

ଯାଜପୁର ଅଫିସ,୫ା୨: ଯାଜପୁର ଜିଲା ବ୍ୟାସନଗରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ବିଦ୍ୟାଳୟରେ ଭିତ୍ତିଭୂମି ସାଙ୍ଗକୁ ଶିକ୍ଷକ ଅଭାବ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ଶିକ୍ଷାକୁ ରସାତଳଗାମୀ କରିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୪୯୩ ଛାତ୍ରୀଛାତ୍ରଙ୍କ ପାଇଁ ଏବେ...

ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ରଘୁନାଥପୁର,୫ା୨(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ତରିକୁନ୍ଦ, ଜୟଶୋଳ ଓ ବରାଗୋଳ ପଞ୍ଚାୟତରେ ଦୀର୍ଘଦିନ ଧରି ରାସ୍ତାଘାଟ, ପାନୀୟଜଳ ଓ ଜନକଲ୍ୟାଣମୂଳକ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇନାହିଁ। ତରିକୁନ୍ଦ ପଞ୍ଚାୟତରେ ୩ଜଣ ସରପଞ୍ଚ ଓ ୫ଜଣ ସମିତିସଭ୍ୟ ପ୍ରାର୍ଥୀ...

ବଦଳୁଛି ୩ ଦଶନ୍ଧିର ସ୍ଥିତି

ଯାଜପୁର ଅଫିସ,୫ା୨: ଯାଜପୁର ଜିଲାର ଖଣି ଓ ଶିଳ୍ପ ସମୃଦ୍ଧ ସୁକିନ୍ଦା ନିର୍ବାଚନମଣ୍ଡଳୀରେ ୩ ଦଶନ୍ଧିର ରାଜନୈତିକ ରୂପରେଖ କ୍ରମଶଃ ବଦଳୁ ଥିବା ସ୍ପଷ୍ଟ ହୋଇଛି। ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭୋଟରଙ୍କ ମତଦାନ ହାରକୁ ଅବଲୋକନ...

ଦାଦାଙ୍କ ସହ ଦାଦାଗିରି କରିବେ ଅନୁଭବ

ଭୁବନେଶ୍ୱର,୫।୨: ସାରା ବିଶ୍ୱରେ ଦାଦା ଭାବେ ବେଶ୍‌ ଲୋକପ୍ରିୟତା ହାସଲ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଧିନାୟକ ସୌରଭ ଗାଙ୍ଗୁଲି। ଶନିବାର ଜୀ ସାର୍ଥକରେ ପ୍ରସାରିତ ହେବାକୁ ଥିବା ସ୍ବତନ୍ତ୍ର ଅଧ୍ୟାୟରେ ଦାଦାଙ୍କ ସହ ଦାଦାଗିରି କରିବେ ଅନୁଭବ। ଏଥର...

ଓଡ଼ଗାଁରୁ ଗଲା ରୁକୁଣା ରଥ କାଠ

ଓଡ଼ଗାଁ, ୫ା୨ (ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ ଓ ବାହାଡ଼ାଝୋଲା ସେକ୍ସନ ଡହଙ୍ଗୀ ଗାଁରୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ନିମନ୍ତେ କାଠ ସଂଗ୍ରହ କରାଯାଇଛି। ଗଁାରେ ବିଜେ ମା’ ବ୍ରାହ୍ମଣୀ ଦେବୀଙ୍କ ମନ୍ଦିର ପରିସରରେ ଥିବା ଶତାୟୁ ବେଲଗଛ...

ଖଣି କାର୍ଯ୍ୟାଳୟରେ ପୁରୁଣା ଫାଇଲ ପୋଡ଼ି

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୫ା୨: ଯାଜପୁରରୋଡ୍‌ର ଧବଳଗିରିସ୍ଥିତ ଖଣି ଉପନିର୍ଦ୍ଦେଶାଳୟ(ଡିଡିଏମ୍‌) କାର୍ଯ୍ୟାଳୟର ପଛପଟେ ର ଶତାଧିକ ସରକାରୀ ଫାଇଲ ପୋଡ଼ି ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଫାଇଲ ପୋଡ଼ା କାର୍ଯ୍ୟ ପ୍ରାୟ ୨ ଘଣ୍ଟା ଧରି ଚାଲିଥିଲା। ଜଣେ ଅଧିକାରୀ ୨...

ଓଡ଼ିଶା, ଛତିଶଗଡ଼କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ଭୁବନେଶ୍ୱର,୫।୨(ବ୍ୟୁରୋ): ହୀରାକୁଦ ନଦୀବନ୍ଧ ଯୋଜନା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ ସମ୍ପର୍କିତ ଏକ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଏବଂ ଛତିଶଗଡ଼ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ କରିଛନ୍ତି। ଏହି ଦୀର୍ଘ ଅସମାହିତ ପ୍ରସଙ୍ଗରେ ସମ୍ବଲପୁର,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri