ରାଜ୍ୟ

ଆଜି ରାଜ୍ୟରୁ ୨୬୯୭ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୬୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୨,୧୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୬୯୭ ଜଣ ଚିହ୍ନଟ...

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲାକୁ ୟେଲୋ...

ପରିତ୍ୟକ୍ତ ଅବସ୍ଥାରେ ଛାତ୍ରାବାସ

କଟକ ଅଫିସ,୪ା୨: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ କେଶରପୁର ଓ ବେପାରୀ ସାହି ମଧ୍ୟବର୍ତ୍ତୀ ସ୍ଥାନରେ ଥିବା ଗଣେଶ ପ୍ରସାଦ ଭଗତ ଛାତ୍ରାବାସ ପରିତ୍ୟକ୍ତ ହୋଇପଡିଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଛାତରୁ ପାଣି ଗଳିବା ସହ କାଠରେ ଉଇ ଲାଗି...

ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ,୪।୨: ରବି ଫସଲ ପାଇଁ ଚଳିତ ବର୍ଷ କେନାଲରେ ପାଣି ଛଡା ଯିବ ନାହିଁ। ଜଳ ସମ୍ପଦର ଏହି ନିଷ୍ପତ୍ତିକୁ କେନ୍ଦ୍ରାପଡ଼ା ଜିଲାର ଚାଷୀ ବିରୋଧ କରିଛନ୍ତି। ଏ ନେଇ ଏଡିଏମ୍‌ଙ୍କୁ ଗୁରୁବାର ଦାବିପତ୍ର ଦିଆଯାଇଛି। ଅପରପକ୍ଷରେ ଜଳ...

ହାତ ଟେକିଦେଲା ଭାଜପା

ଯାଜପୁର ଅଫିସ,୪ା୨: ଯାଜପୁର ସଦର ବ୍ଲକ୍‌ ୨୯ ନମ୍ବର ଜୋନ୍‌ରେ ଭାଜପା ପ୍ରାର୍ଥୀ ଭାସ୍କର ଜେନା ନିଜର ଅସୁସ୍ଥତା ଦର୍ଶାଇ ନିର୍ବାଚନରୁ ଓହରିଯିବା ପରେ ସେଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି ସ୍ପଷ୍ଟ ହୋଇଛି...

ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର

ବେଗୁନିଆ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ...

ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା

କଣ୍ଟାପଡା,୪ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର...

ଭିଜିଲାନ୍ସ ଜାଲରେ ଏସ୍‌ପିସିବିର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ କୋର୍ଟ ସ୍ପେସାଲ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ରବିଙ୍କ ଭୁବନେଶ୍ୱର ପଟିଆରେ ଥିବା ରେସିଡେନ୍‌ସିଆଲ୍‌ ଫ୍ଲାଟ,...

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ ୪୪୨୩.୩୭ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଗତ...

୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣା: କିଣ୍ଡୋଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୪।୨(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ବିଭିନ୍ନ ସଂସ୍ଥାରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ଦୀପକ କିଣ୍ଡୋ ଫେରାର ଅଛନ୍ତି। ସେ ଦେଶ ଛାଡ଼ି ପଳାଇଯିବାର ଆଶଙ୍କା ଥିବାରୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)...

ସରପଞ୍ଚ ପଦବୀ ଲାଗି ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ

ପାରଳାଖେମୁଣ୍ଡି,୩ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ ହେଉଛି। ଆଈ ମନୋରମା ଜେନା ଏବଂ ନାତୁଣୀ ଶିଳ୍ପା ପାତ୍ର ଉଭୟେ ନିଜ ନିଜ ଢଙ୍ଗରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି।...

ପରୀକ୍ଷା ବାତିଲ୍‌ ଦାବିରେ ତାତିଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୩।୨: ବାଲେଶ୍ୱର ଜିଲାର ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟର ଛାତ୍ରୀଛାତ୍ର ମହାମାରୀ କରୋନା ଯୋଗୁ ଯୁକ୍ତ ୨ ଫାଇନାଲ୍‌ ପରୀକ୍ଷା ବାତିଲ୍‌ କରିବା ପାଇଁ ଦାବି କରିଛନ୍ତି। ଗୁରୁବାର ଅଲ୍‌ ଓଡ଼ିଶା ଷ୍ଟୁଡ଼େଣ୍ଟ ୟୁନିଅନ୍‌ ଜିଲା ଶାଖା ନେତୃତ୍ୱରେ ସହରର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri