ରାଜ୍ୟ

୭ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୩ା୨(ବ୍ୟୁରୋ): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ସ୍କୁଲ ଖୋଲିବା ନେଇ ରାଜ୍ୟବାସୀ ଚିନ୍ତାରେ ଥିବା ବେଳେ ଆସନ୍ତା ୭ ତାରିଖରୁ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସ୍‌ମିଟ୍‌ରେ...

ଓଡ଼ିଶାକୁ ଇତିହାସରେ ସର୍ବାଧିକ ରେଳ ଅନୁଦାନ: ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଓଡ଼ିଶାକୁ ରେଳ ବଜେଟ ଅନୁଦାନ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରତିକ୍ରିୟା ରଖିଛନ୍ତି। ଖବରଦାତା ସମ୍ମିଳନୀରେ ରେଳ ବଜେଟକୁ ନେଇ ସେ କହିଛନ୍ତି, ଓଡ଼ିଶା ଇତିହାସରେ ସର୍ବାଧିକ ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଚଳିତ ବର୍ଷ ୯୭୨୩ କୋଟି...

ବେଲପାହାଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କଳାପତାକା ଦେଖାଇଲେ

ଝାରସୁଗୁଡ଼ା ଅଫିସ,୩।୨: ଝାରସୁଗୁଡ଼ା ଜିଲା ବେଲପାହାଡ଼ରେ ଅବହେଳିତ ସ୍ବାସ୍ଥ୍ୟସେବାକୁ ନେଇ ସ୍ଥାନୀୟ ଯୁବ କଂଗ୍ରେସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି ।...

ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇଲେ ବୃଦ୍ଧା, ଗୁହାରି କଲେ ଏମିତି

ସୋନପୁର,୩।୨(ନି.ପ୍ର.): ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇପଡ଼ିଲେ ବୃଦ୍ଧା। ଏଭଳି ଏକ ଘଟଣା ଘଟିଛି ସୂବର୍ଣ୍ଣପୁରରେ। ପ୍ରିୟ ଗାଈକୁ ଫେରାଇ ଆଣିବା ଲାଗି ସେ ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ସୂଚନାନୁଯାୟୀ, ସୁବର୍ଣ୍ଣପୁର ମେଡିକାଲ ବାରଣ୍ଡାରେ ୨୦ ବର୍ଷ...

ଲିଫ୍ଟ ଦେଇ ଲୁଟିନେଲେ, ସାହାଯ୍ୟ ମାଗି ମାଡ଼ ଖାଇଲେ ବାଙ୍ଗାଲୋର ଫେରନ୍ତା ଯୁବକ

ଭୁବନେଶ୍ୱର,୩।୨(ବ୍ୟୁରୋ): ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ନିଶା ଦେଇ ଲୁଟିଲେ ଲୁଟେରା। ପରେ ଯୁବକଜଣଙ୍କ ଉଦ୍ଧାର ପାଇଁ ସାହାଯ୍ୟ ମାଗିବାରୁ ନିର୍ଧୂମ ମାଡ଼ ଖାଇଲେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ। ଲିଫ୍ଟ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଯୁବକ...

ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା

ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ ହେଉଛି। ୬୦ ପରିବାର ଆଦିବାସୀ କନ୍ଧ ଓ ଅନ୍ୟ ସମ୍ପ୍ରଦାୟର ଲୋକେ ବସବାସ...

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୩।୧(ବ୍ୟୁରୋ): ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୩ା୨(ସ୍ବ.ପ୍ର.): ଯୁକ୍ତ ଦୁଇପରୀକ୍ଷା ବାତିଲ ଦାବିରେ ଅଲ୍‌ ଓଡ଼ିଶା ଷ୍ଟୁଡେଣ୍ଟ ୟୁନିଅନ ପକ୍ଷରୁ ଛାତ୍ରୀଛାତ୍ର ସ୍ଥାନୀୟ ଗାନ୍ଧୀ ଛକରେ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ଫଳରେ ଯାତାୟାତ ବ୍ୟାହତ ହୋଇଛି। ଏଥିରେ ଜିଲାର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର...

ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩।୨(ବ୍ୟୁରୋ): ଗଞ୍ଜାମ ଜିଲା ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡା. ଉଦୟ ନାରାୟଣ ସିଂହଦେଓଙ୍କ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ବିଧାୟକ ଉଦୟ...

‘ସ୍ଥିତି ଦେଖି ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନିଆଯିବ’

ଭୁବନେଶ୍ବର,୩।୨(ବ୍ୟୁରୋ) କରୋନା ସ୍ଥିତି ନେଇ ଜନ ସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓମିସିୟୋର କିଟ୍‌ରେ ହାରାହାରି ୩୧୬୬୬ ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୧୭୨୯ ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ...

ପୂର୍ବତନ ମୋହନା ବିଧାୟକଙ୍କ ପରଲୋକ

ଗଞ୍ଜାମ,୩।୨(ଡି.ଏନ୍‌.ଏ.): ସାନଖେମୁଣ୍ଡି ରାଜାସାହେବ ଡକ୍ଟର ଉଦୟ ନାରାୟଣ ସିଂହ ଦେଓଙ୍କ ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରାଜାସାହେବ ମୋହନା ନିର୍ବାଚନମଣ୍ଡଳୀରୁ ଥରେ ବିଧାୟକ ହୋଇଥିଲେ । ସେ ପକ୍ଷୀ ବିଷାରଦ ଭାବେ ସମଗ୍ର...

ଏବେ ବି ଖୋର୍ଦ୍ଧା ଶୀର୍ଷରେ

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୩,୬୨୯ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୫୧୫ ଜଣ ସଂକ୍ରମିତ ପିଲା ଥିବା ବେଳେ କ୍ୱାରାଣ୍ଟାଇନରୁ ୨୧୧୫ ଏବଂ ୧୫୧୪ ଲୋକାଲ କେସ୍‌ ରହିଛି ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri