ରାଜ୍ୟ

କବି ପ୍ରମୋଦ କୁମାର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପ୍ରମୋଦ କୁମାର...

ପରପାରିରେ କବି ପ୍ରମୋଦ କୁମାର ମହାନ୍ତି

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ୧୯୬୭ଠାରୁ ସେ ତାଙ୍କର କାବ୍ୟଯାତ୍ରା ଆରମ୍ଭ କରିଥିଲେ । କିନ୍ତୁ ୧୯୮୨ରେ ‘ଦେବୀପାଦ’ ହିଁ ତାଙ୍କୁ କବି ଭାବରେ ପ୍ରତିଷ୍ଠା କରିଥିଲା । ସେ ଦୀର୍ଘ ଚାରି ଦଶନ୍ଧି...

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍‌ ଅଫିସର ବିନୋଦ କୁମାର

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର କରିଛନ୍ତି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବାରୁ ତାଙ୍କୁ ଚାକିରୀରୁ ବିଦା କରାଯାଇଥିବା ନେଇ...

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୪୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ...

ଗାଁରେ ରହୁନି ନେଟ୍‌ୱର୍କ

କେନ୍ଦୁଝର, ୨।୨: (ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟୱର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ଏ ନେଇ ପୂର୍ବରୁ ଜିଲାପାଳଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ...

ଖୋଲିଲା ଆଖଣ୍ଡଳମଣି ମନ୍ଦିର

ଆରଡି,୨।୨(ଡି.ଏନ.ଏ.) କୋଭିଡ୍‌ କଟକଣା ଯୋଗୁ ବନ୍ଦ ଥିବା ଭଦ୍ରକ ଜିଲା ଆରଡ଼ିସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ମଙ୍ଗଳବାର ଖୋଲିଛି। ଭୋର ୫ଟାରେ ମଙ୍ଗଳ ଆଳତି ପରେ ବାବାଙ୍କୁ ଦିଗମ୍ବର ବେଶରେ ସଜ୍ଜିତ କରାଯାଇଥିଲା। ସକାଳ ୬ଟାରେ ସର୍ବସାଧାରଣ...

ଧସିଲା ବୈତରଣୀ ନଦୀବନ୍ଧ

ଆରଡ଼ି,୨।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ନିକଟରେ ବୈତରଣୀ ନଦୀ ମଧ୍ୟକୁ ମଙ୍ଗଳବାର ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ଧସି ଯାଇଛି। ଏଥି ସହିତ ୨ଟି ତାଳଗଛ ମଧ୍ୟ ନଦୀଗର୍ଭକୁ ଚାଲିଯାଇଛି। କ୍ରମାଗତ ଭାବେ ପ୍ରତିବର୍ଷ...

ଧାନକିଣାରେ ଅବ୍ୟବସ୍ଥା

ଖଇରା, ୨।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ୧୪ଟି ସେବା ସମବାୟ ସମିତି ଅଧୀନରେ ଚାଷୀମାନଙ୍କଠାରୁ ଉତ୍ପାଦିତ ଶସ୍ୟ କିଣିବାରେ ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସରକାରଙ୍କ ଯୋଗାଣ ବିଭାଗ ଇସ୍ୟୁ କରିଥିବା ସମସ୍ତ...

୩ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୩୪୫୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ...

ବିଜେଡି ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ: ଭାଜପା

ଭୁବନେଶ୍ୱର, ୨।୨(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡିକୁ ହାରିଯିବା ଭୟ ଘାରିଛି ା ହତାଶ ହୋଇ ବିଜେଡି ବିରୋଧୀଙ୍କ ପ୍ରତି ହିଂସାପରାୟଣ ହୋଇପଡ଼ିଛି ବୋଲି ଭାଜପାର ଏକ ପ୍ରତିନିଧି ଦଳ ମଙ୍ଗଳବାର ନିର୍ବାଚନ କମିଶନଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।...

ସଂକ୍ରମିତ ହେଲେ ୭ ଦିନ ମିଳିବ ଛୁଟି

ଭୁବନେଶ୍ୱର,୨।୨(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ...

ଏଣିକି ପୂର୍ଣ୍ଣ ସାମର୍ଥ୍ୟରେ ଚାଲିବ ଅଫିସ; ସଂକ୍ରମିତ ହେଲେ ମିଳିବ ୭ ଦିନ ଛୁଟି

ଭୁବନେଶ୍ୱର,୧ା୨(ବ୍ୟୁରୋ):  କୋଭିଡ୍‌-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri