ରାଜ୍ୟ

ଦାଦନ ଶ୍ରମିକଙ୍କ ଉପରେ ପ୍ରାର୍ଥୀଙ୍କ ଆଖି

କେନ୍ଦ୍ରାପଡ଼ା ଅଫିସ,୩୧ା୧: କେନ୍ଦ୍ରାପଡ଼ା ଜିଲାର ଦାଦନ ସମସ୍ୟାରେ ପୀଡିତ ଶ୍ରମିକଙ୍କ ଉପରେ ପଞ୍ଚାୟତ ନିର୍ବାଚନର ପ୍ରର୍ଥୀଙ୍କ ଆଖି ପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ସେମାନଙ୍କୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। ଏକ ବେସରକାରୀ...

ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ

ଜଗତ୍‌ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ଚଳିତ ଥର ଏହି ଆସନ ପାଇଁ ବିଜେଡି ଓ...

୧୫ମାସ ପରେ ମାଟିତଳୁ କଙ୍କାଳ ଉଦ୍ଧାର

କଣ୍ଟାବାଞ୍ଜି,୩୧ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ପୋଲିସ ଓ ଜିଆରପି ଦୀର୍ଘ ୧ବର୍ଷ ୩ ମାସ ପରେ ଝାରଖଣ୍ଡର ଲତିଫ୍‌ ଅନସାରୀ (୧୯) ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। କଣ୍ଟାବାଞ୍ଜି-ତୁରେକେଲା ରେଲୱେ ଜମିରୁ ଜେସିବିରେ ମାଟିଖୋଳି ରବିବାର ମୃତଙ୍କ ହାଡକଙ୍କାଳ ଉଦ୍ଧାର...

ନିର୍ବାଚନ ପାଇଁ ପିସିସି ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ନିର୍ବାଚନ ପରିଚାଳନା ପାଇଁ କଂଗ୍ରେସ ତା’ର ସାଙ୍ଗଠନିକ ଜିଲା ପାଇଁ ସଂଯୋଜକ ନିଯୁକ୍ତ କରିଛି। ପିସିସିର ପଞ୍ଚାୟତ ଓ ପୌର ନିର୍ବାଚନ ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ ଏହି ନିଯୁକ୍ତି ଦିଆଯାଇଛି। ଅନୁଗୋଳ ଜିଲା ପାଇଁ ରାମଚନ୍ଦ୍ର ଖୁଣ୍ଟିଆ,...

ଲିଙ୍ଗରାଜଙ୍କ ଜମିରେ ନିର୍ମାଣକୁ ଲାଗିଲା ରୋକ୍‌

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ଏୟାରପୋର୍ଟ ନିକଟସ୍ଥ ଲିଙ୍ଗରାଜଙ୍କ ଜମିରେ ଏକ ଘରୋଇ ସଂସ୍ଥା ଚଳାଇଥିବା ନିର୍ମାଣ କାର୍ଯ୍ୟକୁ ରବିବାର ଖୋର୍ଦ୍ଧା ଜିଲା ପ୍ରଶାସନ ବନ୍ଦ କରିଛି। ଉକ୍ତ ଜମିରେ ଭୂମି ପୂଜନ କରାଯାଉଥିବାବେଳେ ଭୁବନେଶ୍ୱର ତହସିଲଦାର ଓ ଅତିରିକ୍ତ ତହସିଲଦାର ଉକ୍ତ ବିବାଦୀୟ...

ସର୍ବକନିଷ୍ଠ ସରପଞ୍ଚ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ

ଶେରଗଡ଼,୩୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ ବ୍ଲକର ଦୁଇଟି ପଞ୍ଚାୟତ ଖିରିଡା ଓ ଧନନ୍ତରରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱି ରହିଛନ୍ତି। ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଧନନ୍ତର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ରାଜେଶ ଜେନା ବ୍ଲକରେ...

ବଜେଟକୁ ନେଇ ଆଶା, ଆଶଙ୍କା

ଭୁବନେଶ୍ୱର, ୩୧।୧ (ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ସଂସଦରେ ବଜେଟ ଉପସ୍ଥାପନ କରିବେ। ମହାମାରୀ କରୋନା ପାଇଁ ସମଗ୍ର ଦେଶ ଏବେ ସଙ୍କଟ ସ୍ଥିତିରେ ଗତି କରୁଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି, ବେକାରି,...

ଫ୍ୟାଶନ୍‌ ମଡେଲିଂରୁ ସରପଞ୍ଚ ପ୍ରାର୍ଥୀ

ବଲାଙ୍ଗୀର ଅଫିସ,୩୧ା୧: ଚଳିତ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚୂଡାପାଲି ଗ୍ରାମ ପଞ୍ଚାୟତ ଭିନ୍ନ ଏକ ଦିଗରୁ ଚର୍ଚ୍ଚାର ପରିସରକୁ ଆସିଛି। ଏହି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଫ୍ୟାଶନ୍‌ ମଡେଲ...

ଜିଅନ୍ତା ମାଛ ଧରି ସରପଞ୍ଚ ପ୍ରାର୍ଥିନୀଙ୍କ ପ୍ରଚାର

ନବରଙ୍ଗପୁର,୩୧ା୧(ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭଗବତୀ ଭତରା(ମାଛଚିହ୍ନ), ହରପ୍ରିୟା ନାୟକ(ସୂର୍ଯ୍ୟ), ଲକ୍ଷ୍ମୀ ଜାନୀ(ଖୋଲାଛତା) ଓ ପୂର୍ଣ୍ଣିମା ଜାନୀ (ବହି) ଚିହ୍ନରେ ପ୍ରଚାର ଚଳାଇଛନ୍ତି। ପଞ୍ଚାୟତରେ...

ଅବକାରୀ ବିଭାଗର ସ୍ପେଶାଲ ଡ୍ରାଇଭ: ୨୮ ଦିନରେ ୩୧୪୩ ମାମଲା

କଟକ ଅଫିସ, ୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ଓ ନିଶାମୁକ୍ତ କରିବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ରବିବାର କଟକ ସିଡିଏ ସେକ୍ଟର-୨ସ୍ଥିତ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅବକାରୀ ବିଭାଗ...

ଆଚରଣ ବିଧି ଉଲ୍ଲଂଘନ, ପିଇଓ ନିଲମ୍ବିତ

ବରଗଡ଼ ଅଫିସ୍‌,୩୧।୧: ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ରାଜନୈତିକ ଉଷ୍ମତା ବଢ଼ି ଚାଲିଛି। ଏଭଳି ସମୟରେ ବରଗଡ଼ ବ୍ଲକ ଖଣ୍ଡହଥା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଗୋଲାପ ନାଏକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ...

ବସି ପାରିଲାନି ବୈଠକ, ସନ୍ଦେହରେ ପ୍ରସଙ୍ଗ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପାର୍ଲାମେଣ୍ଟର ବଜେଟ୍‌ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏଥର କେନ୍ଦ୍ର ସରକାର ବଜେଟ୍‌ରେ କେଉଁସବୁ ଦିଗ ଉପରେ ଗୁରୁତ୍ୱ ଦେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ମୁଖ୍ୟତଃ ତ୍ତତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ଉତ୍ତରାଖଣ୍ଡ ଓ ମଣିପୁରରେ ନିର୍ବାଚନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri