ରାଜ୍ୟ

ଅସନ୍ତୁଷ୍ଟ କର୍ମୀ, ନେତାଙ୍କ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର ଅଫିସ, ୩୦ା୧: ଜଗତ୍‌ସିଂହପୁର ଜିଲା ପରିଷଦର ୩ନଂ.ଜୋନ୍‌ରେ ସଭ୍ୟ ପଦ ପାଇଁ ବିଜେଡି, କଂଗ୍ରେସ, ଭାଜପା ଓ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ସେଠାରେ ବିଶେଷକରି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଆଲୋଚନା ହେଉଛି। ନିର୍ବାଚନରେ କଂଗ୍ରେସ ଓ...

ତୃଣମୂଳସ୍ତର ସ୍ଥିତି ପରଖୁଛନ୍ତି ନେତା, ଜୋର୍‌ଦାର୍‌ ହେବ ଲଢ଼େଇ

କେନ୍ଦ୍ରାପଡ଼ା ଅଫିସ, ୩୦।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଚାର ଆରମ୍ଭ ହୋଇଛି। ପ୍ରତି ଗ୍ରାମରେ ଭୋଜିଭାତ ଚାଲିଛି। ସମର୍ଥିତ ପ୍ରାର୍ଥୀଙ୍କ ସହ ରାଜନେତାମାନେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇ ତୃଣମୂଳସ୍ତରର ସ୍ଥିତି ପରଖୁଛନ୍ତି। ଆଞ୍ଚଳିକ ସମସ୍ୟା ସହ...

ବିରୋଧୀଙ୍କ ପାଇଁ ସୁଯୋଗ ଆଣିପାରେ ଦୁର୍ନୀତି; ଭୋଟରଙ୍କ ମତ ବଦଳୁଛି

ଯାଜପୁର ଅଫିସ,୩୦।୧: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ମାତ୍ର ୩ ସପ୍ତାହ ବାକି ଅଛି। ଏହି ପରିପ୍ରେକ୍ଷୀରେ ବିଞ୍ଝାରପୁର ବ୍ଲକରେ ରାଜନୈତିକ ତପତ୍ରତା ସରଗରମ ହୋଇଛି। ବ୍ଲକର ୨୫, ୨୬, ୨୭ ଓ ୨୮ ନମ୍ବର ଜିଲାପରିଷଦ ଜୋନ୍‌ରେ ଦଳୀୟ...

ଭୁବନେଶ୍ୱର, ବ୍ରହ୍ମପୁରରେ ମହିଳା, କଟକ ଅଣସଂରକ୍ଷିତ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପୌର ନିର୍ବାଚନ କରାଇବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ତାଲିକା ଚୂଡ଼ାନ୍ତ ହୋଇଛି। ଏନେଇ ଗୃହ ଓ ନଗର...

ଗଠନ ହେବ ଫ୍ଲାଏ ଆଶ୍‌ ମିଶନ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଓଡ଼ିଶାରେ କିଛିବର୍ଷ ହେଲା ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ଉତ୍ପାଦନ ବୃଦ୍ଧିପାଇଛି। ଶିଳ୍ପାଞ୍ଚଳରୁ ବାହାରୁଥିବା ଫ୍ଲାଏ ଆଶ୍‌ ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରୁଛି। ଶିଳ୍ପାୟନ ବଢୁଥିବାରୁ ଏହା ଭୂପୃଷ୍ଠ, ଜଳ ଓ ବାୟୁ ପ୍ରଦୂଷଣର କାରଣ...

ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ରହିଛି ଏସବୁ ସୁବିଧା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଓସେପା ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀରେ ଅଧ୍ୟୟନ କରୁଥିବା ଭିନ୍ନକ୍ଷମ...

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମୈଦାନରେ ବିଧାୟକ

କୋକସରା,୨୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଛାମୁଆ ନେତା ଭୋଟରଙ୍କ ଦୁଆର ମୁହଁରେ ମନାଇବାରେ ବ୍ୟସ୍ତ। ଯେତେ ରାଗ, ରୁଷା, ମାନ, ଅଭିମାନ, ଅଭିଯୋଗ ଥିଲେ ମଧ୍ୟ ଆଗକୁ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦,୨୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୦,୨୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ୧୧, ୮୪,୧୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ...

ଆଗ୍ରାରେ ଅଛନ୍ତି ଉତ୍ତମ ପଣ୍ଡା; ଫେରିବା ପରେ ଜଣାପଡ଼ିବ ସତ

ବାଲେଶ୍ୱର ଅଫିସ,୨୯।୧: ଚିଠି ଲେଖି ଘର ଛାଡ଼ି ପଳାଇଥିବା ଉତ୍ତମ କୁମାର ପଣ୍ଡା ଫେରିବେ। ତାଙ୍କୁ ନୂଆଦିଲ୍ଲୀ ପୋଲିସ ଉତ୍ତରପ୍ରଦେଶର ଆଗ୍ରା ସହରରୁ ଉଦ୍ଧାର କରିଛି। ଏନେଇ ଜଣାପଡ଼ିବା ପରେ ତାଙ୍କ ଶ୍ୱଶୁର ଏବଂ ଜଣେ ସମ୍ପର୍କୀୟ ଭାଇ ଆଗ୍ରା...

ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ

କେନ୍ଦୁଝର,୨୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକର ୮ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅନାଦି ଚରଣ ସିଂଙ୍କ ଶନିବାର ଆକସ୍ମିକ ମୃତ୍ୟୁ ହୋଇଛି। ଆଜି ସକାଳେ ସେ ଘରେ ଥିବା ସମୟରେ ଅସୁସ୍ଥ ଅନୁଭବ କରିବାରୁ ପ୍ରଥମେ...

୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ପଡ଼ୋଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଅକ୍ଷୟ ପରିଡ଼ା(୨୮)। ଏନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri