ରାଜ୍ୟ

ଏବର୍ଷ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହାଁ। କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ...

‘ଏବେବି ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ’

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ସହ ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ ରହିଛି। କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଏହା ଜଣାପଡିଛି। ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍‌ଟା ରହିଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି...

ଭାଜପା ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ବାଇକ୍‌ରେ ଉଠାଇନେଇ ସାଙ୍ଘାତିକ ମାଡ଼

ଗଞ୍ଜାମ,୨୯।୧(ଡି.ଏନ୍‌.ଏ.): ଆଉ ମାତ୍ର କେଇଟା ଦିନପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ନିର୍ବାଚନ ପୂର୍ବରୁ ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ରମ୍ଭା ଅଞ୍ଚଳରେ ରାଜନୈତିକ ହିଂସା ଘଟିଥିବା ଜଣାପଡିଛି। ଜଣେ ଭାଜପା ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ସାଙ୍ଘାତିକ ମାଡ଼...

ସୀମାନ୍ତ ଗ୍ରାମ କୁହାକୁଣ୍ଡାରେ ଝାଡ଼ାବାନ୍ତି: ଜଣେ ମୃତ, ୧୭ ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ, ୨୯।୧: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କନକତୋର ପଞ୍ଚାୟତ ସୀମାନ୍ତବର୍ତ୍ତୀ କୁହାକୁଣ୍ଡା ଗ୍ରାମରେ ଶୁକ୍ରବାର ଝାଡ଼ାବାନ୍ତିରେ ୧୭ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଲଖନପୁର ଓ ଝାରସୁଗୁଡ଼ାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ...

ଧାନକିଣାକୁ ନେଇ ଉତ୍ତେଜନା

ଚମ୍ପୁଆ, ୨୯।୧ (ଡି.ଏନ.ଏ.) ଧାନକିଣାକୁ ନେଇ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି। ଚାଷୀ ଟୋକନ ପାଇ ନିର୍ଦ୍ଧାରିତ ଦିନରେ ଧାନ ବିକିବାକୁ ଆସୁଥିବା ବେଳେ ଟାର୍ଗେଟ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର କେନ୍ଦୁଝର...

ଦୁର୍ଗାପ୍ରସାଦବାସୀଙ୍କ ଭୋଟ ବର୍ଜନ ଚେତାବନୀ

ଢେଙ୍କାନାଳ ଅଫିସ,୨୯।୧ ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମକୁ ନୂତନ ରାଜସ୍ବ ମୌଜା ଘୋଷଣା କରାଯାଉନାହିଁ। ଫଳରେ ଚଳିତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଅଞ୍ଚଳବାସୀ। ଏ ନେଇ ଶୁକ୍ରବାର ଗ୍ରାମବାସୀ ଜିଲାପାଳଙ୍କୁ ଭେଟି...

କିରୋସିନ ବଣ୍ଟନରେ ଅନିୟମିତତା

ବାସୁଦେବପୁର, ୨୯।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ରିଟେଲର କିରୋସିନ ବଣ୍ଟନରେ ଅନିୟମିତତା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ହିତାଧିକାରୀମାନେ ଗୁରୁବାର ସନ୍ଧ୍ୟାରେ କଣ୍ଟ୍ରୋଲ ଦୋକାନ ଆଗରେ ହୋହଲ୍ଲା କରିଥିଲେ। ଫଳରେ କିରୋସିନ...

କମୁଛି ସଂକ୍ରମଣ, ଆଜି ୪୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଦୈନିକ କରୋନା ସଂକ୍ରମଣ ଏବେ ତଳମୁହାଁ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ ନୂଆ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭୧ ଜଣ ପିଲା ଅଛନ୍ତି। ୨୮୦୯ଜଣ କ୍ୱାରାଣ୍ଟାଇନ୍‌ ଥିବା ବେଳେ ୨୦୩୩ ଲୋକାଲ...

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୩ ମହାନଗର ମେୟର ପଦବୀ ପାଇଁ ପ୍ରକାଶ ପାଇଲା ଚୂଡାନ୍ତ ତାଲିକା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର, ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ।...

ବିପର୍ଯ୍ୟସ୍ତ ଦର୍ପଣ-ସମିଆଁ ରାସ୍ତା

ଯାଜପୁର ଅଫିସ,୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ପ୍ରସଙ୍ଗ ଉଠିଥାଏ। ବିଶେଷକରି ଗମନାଗମନ, ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌ ଆଦି ମୌଳିକ ସମସ୍ୟା ଉପରେ ପ୍ରତିଶ୍ରୁତି ଦେଇ ପ୍ରାର୍ଥୀ ନିର୍ବାଚନୀ ବୈତରଣୀ ପାର ହେବାକୁ ଚେଷ୍ଟା କରିଥାନ୍ତି।...

ଭାଜପାର ଉତ୍ଥାନ: ବିଜେଡିକୁ ଚ୍ୟାଲେଞ୍ଜ

ଯାଜପୁର ଅଫିସ,୨୯ା୧: ଯାଜପୁର ଜିଲା ବିଜେଡି ଗଡ଼ରେ ଭାଜପାର ଉତ୍‌ଥାନକୁ ନେଇ ରାଜନୈତିକ ମହଲରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଲାଣି। ରାଜ୍ୟରେ ବିଜେଡି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାକୁ ଗ୍ରାମାଞ୍ଚଳ ଲୋକଙ୍କ ପାଖରେ ପହଞ୍ଚାଇବାରେ ଜିଲାର ମନ୍ତ୍ରୀ, ବିଧାୟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri