ରାଜ୍ୟ

ଭକ୍ତଙ୍କ ପାଇଁ ଖୋଲିବ କି ଶ୍ରୀମନ୍ଦିର!

ପୁରୀ ଅଫିସ, ୨୮।୧: ଶ୍ରୀମନ୍ଦିର ଖୋଲିବା ନେଇ ଆଜି ବସିବ ବୈଠକ । ମୁଖ୍ୟ ପ୍ରଶାସକ କ୍ରିଶନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା...

ଉଦ୍‌ଘାଟନ ହେଲା ବୋଟ୍‌ ଆମ୍ବୁଲାନ୍ସ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୨୮।୧(ଡି.ଏନ୍‌.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ଅବସରରେ ବୁଧବାର ବୋଟ୍‌ ଆମ୍ବୁଲାନ୍ସ ସେବା ଉଦ୍‌ଘାଟିତ ହୋଇଯାଇଛି। ଜାନବାଇ ବିଏସ୍‌ଏଫ୍‌ କ୍ୟାମ୍ପ ପକ୍ଷରୁ ଗୁରୁପ୍ରିୟା ସେତୁ ନିକଟରେ ବିଏସ୍‌ଏଫ୍‌ ଡିଆଇଜି ସଞ୍ଜୟ କୁମାର ସିଂ ଏହି ସେବାକୁ...

ଦେଶ,ରାଜ୍ୟର ଉନ୍ନତି ଲାଗି ସଙ୍କଳ୍ପ ନେବାକୁ ଆହ୍ବାନ

ବାରିପଦା ଅଫିସ,୨୮।୧ ମୟୂରଭଞ୍ଜ ଜିଲା ବାରିପଦା ରିଜର୍ଭ ପୋଲିସ ପଡ଼ିଆଠାରେ ୭୩ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ବିଭାଗର ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ...

ଧାନକିଣା ବନ୍ଦ କଲେ ଲ୍ୟାମ୍ପ୍‌ସ କର୍ମଚାରୀ

ଚମ୍ପୁଆ,୨୮।୧(ଡି.ଏନ.ଏ) ଉପଯୁକ୍ତ ମାସ ଦିଆ ନ ଯିବାରୁ ଧାନ କିଣା ସମୟରେ ହଇରାଣ ହେଉଥିବା ଅଭିଯୋଗରେ ଚମ୍ପୁଆ ଲ୍ୟାମ୍ପସର ସମସ୍ତ କର୍ମଚାରୀ ଧାନକିଣା ବନ୍ଦ କରିଛନ୍ତି। ଏ ନେଇ ସହକାରୀ ନିବନ୍ଧକ ସମବାୟସମିତି ସମୁହ, ପ୍ରଶାସକ, ଚମ୍ପୁଆ ଲ୍ୟାମ୍ପ ସମେତ...

ଆଜି ରାଜ୍ୟରୁ ୫୦୫୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୦୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୯୩୨ ଜଣ ଚିହ୍ନଟ...

ରାତିଅଧିଆ ରାସ୍ତା ମରାମତି

ବଇଣ୍ଡା,୨୮।୧(ଡି.ଏନ.ଏ.) କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ଶିକ୍ଷକପଡା ଗ୍ରାମ ରାସ୍ତାରେ ମଙ୍ଗଳବାର ରାତିରେ ମାଟି ପକାଯାଇ ମରାମତି କରାଯାଇଛି। ଏହି ରାସ୍ତାକୁ ପିଚୁ କିମ୍ବା ପକ୍କା କରିବାକୁ ଦୀର୍ଘ ୫ ବର୍ଷ ହେବ ଦାବି କରାଯାଉଥିଲେ ମଧ୍ୟ ସୁଫଳ ମିଳି...

‘ଗାନ୍ଧୀ ବିଚାରର ଅନ୍ତ ଅସମ୍ଭବ’

ଅନୁଗୋଳ ଅଫିସ, ୨୮।୧ ଗାନ୍ଧିବାଦୀ ସଙ୍ଗଠନଗୁଡ଼ିକ ପକ୍ଷରୁ ଦେଶବ୍ୟାପୀ ଚାଲିଥିବା ”ରାଷ୍ଟ୍ରପିତାଙ୍କ ଅପମାନ-ସହିବ ନାହିଁ ହିନ୍ଦୁସ୍ଥାନ“ ଶୀର୍ଷକ ପ୍ରଚାର ଅଭିଯାନ ଅନୁଗୋଳ ଗାନ୍ଧୀ ପାର୍କଠାରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲା ଗାନ୍ଧୀ ଶାନ୍ତି ପ୍ରତଷ୍ଠାନର ଅଧ୍ୟକ୍ଷ ଶରତ କୁମାର ସାହୁ...

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା ଅଫିସ,୨୮ା୧: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁରସ୍ଥିତ ଘରେ ଚଢ଼ାଉ...

ନାମାଙ୍କନ ପାଇଁ ପୁନଃ ବିଜ୍ଞପ୍ତି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଯେଉଁ ନିର୍ବାଚନମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି କିମ୍ବା ସମସ୍ତ ପ୍ରାର୍ଥିପତ୍ର ଖାରଜ ହୋଇଛି, ସେଠାରେ ନାମାଙ୍କନ ପାଇଁ ପୁଣି ସୁଯୋଗ ଦିଆଯାଇଛି। ପୁଣି ଥରେ ନାମାଙ୍କନ ଦାଖଲ କରିବା ପାଇଁ ଜିଲାସ୍ତରରେ ଗୁରୁବାର ପୁନଃ ବିଜ୍ଞପ୍ତି...

ସ୍ବର୍ଗଦ୍ୱାରରୁ ଶବଦାହ କଟକଣା ହଟିଲା

ପୁରୀ ଅଫିସ,୨୮।୧: ପୁରୀ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୁରୀ ଜିଲା ବାହାର ଲୋକଙ୍କୁ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ପାଇଁ ପୁରୀ ପ୍ରଶାସନ ପୁଣି ଅନୁମତି...

ପଞ୍ଚାୟତ ନିର୍ବାଚନ ପ୍ରତି ଅନାଗ୍ରହ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲାର ୨୩୫ ୱାର୍ଡ ସଭ୍ୟ ପଦବୀ ପାଇଁ କେହି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ଏହାବାଦ୍‌ ୧୫୧୧ ୱାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ କରିବାକୁ କ୍ରମଶଃ ଅନାଗ୍ରହ ଦେଖା ଦେଉଥିବା ଏଥିରୁ...

ପରିବେଶ କ୍ଷୟକ୍ଷତି ଭରଣା ପାଇଁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ ଠାରୁ ତାଳଚେର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବିପୁଳ ପରିମାଣର ମୋରମ୍‌ ଲୁଟ୍‌ ହୋଇଛି। ଏହାସହ ୨୦୧୫ରୁ ୨୦୧୭ ପର୍ଯ୍ୟନ୍ତ ମୋରମ୍‌ ବ୍ୟବହାରରେ ପରିବେଶଗତ ଅନୁମତିର କ୍ଷତିଭରଣା ଏବଂ ଆବଶ୍ୟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri