ରାଜ୍ୟ

ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବସିବ ବୈଠକ

ପୁରୀ ଅଫିସ, ୨୭।୧: ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବୈଠକ ବସିବ। ମୁଖ୍ୟ ପ୍ରଶାସକ କ୍ରିଶନ କୁମାର ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହି ବୈଠକରେ ବିଭିନ୍ନ ସେବାୟତ ନିଯୋଗର...

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଯୁକ୍ତ ୨ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଗର୍ଜିଲେ ଯୁକ୍ତ ୨ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ର। ଅଫଲାଇନ୍‌ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଗୁରୁବାର ରାଜରାସ୍ତାକୁ ସେମାନେ ଓହ୍ଲାଇ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହାପରେ ଶତାଧିକ ଛାତ୍ରୀଛାତ୍ର ନବୀନ ନିବାସ ମୁହାଁ ହେବା...

ରାଜ୍ୟରେ ପିକ୍‌ ଛୁଇଁ ସାରିଛି ସଂକ୍ରମଣ!

ଭୁବନେଶ୍ବର,୨୭।୧(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି,ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି। ଦୈନିକ ସଂକ୍ରମଣ ମଧ୍ୟ କମୁଛି। ରାଜ୍ୟରେ ଏବେ ସଂକ୍ରମଣ ତଳମୁହାଁ ରହିଛି ।...

ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୯୦୧ ଆକ୍ରାନ୍ତ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫,୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩,୪୧୯ ଚିହ୍ନଟ ହୋଇଥିବାବେଳେ ୨,୪୮୨ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ୦ରୁ ୧୮ ବର୍ଷ ମଧ୍ୟରେ ୭୩୯...

କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ୮୦ ବର୍ଷୀୟ ବୃଦ୍ଧ ଥିବା ବେଳେ ଭୁବନେଶ୍ୱରର ୮୨ ବର୍ଷୀୟ ବୃଦ୍ଧ, କେନ୍ଦୁଝରର ୬୪ ବର୍ଷୀୟ ବୃଦ୍ଧା, କୋରାପୁଟର ୪୫ ବର୍ଷୀୟ ବ୍ୟକ୍ତି,ରାୟଗଡ଼ାର ୪୫ ବର୍ଷୀୟ...

ନିର୍ଦ୍ୱନ୍ଦ୍ୱରେ ଜିତିଲେ ୩୬ ହଜାର ୫୨୩ ୱାର୍ଡ ମେମ୍ବର ପ୍ରାର୍ଥୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ପ୍ରଚାର ମଧ୍ୟ ଆରମ୍ଭ କରିଦେଇଛନ୍ତି ପ୍ରାର୍ଥୀ । ଆଉ ରାଜ୍ୟର କିଛି ସ୍ଥାନରେ କେତେକ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଛନ୍ତି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି...

ଗଞ୍ଜାମ ପଞ୍ଚାୟତ ନିର୍ବାଚନ ରଣାଙ୍ଗନରେ ୧୩,୬୭୫ ପ୍ରାର୍ଥୀ

ଛତ୍ରପୁର,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ୫୦୩ ପଞ୍ଚାୟତ ପାଇଁ ସମୁଦାୟ ବିଭିନ୍ନ ପଦବୀ ନିମନ୍ତେ ୧୩ ହଜାର ୬୭୫ ପ୍ରାର୍ଥୀ ମୈଦାନରେ ରହିଛନ୍ତି। ସେଥି ମଧ୍ୟରୁ ୨୫୬ ଜିଲା...

ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା...

କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର

କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ...

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ...

ମିନିଟ୍ରକ୍‌ ଧକ୍କାରେ ରାସ୍ତା ତଳକୁ ଖସିଲା କାର୍‌

ଢେଙ୍କାନାଳ ଅଫିସ,୨୬।୧: ଢେଙ୍କାନାଳ ଜିଲା ସଦର ଥାନା ବାରଦା ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍‌ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ମିନିଟ୍ରକ୍‌ ସହିତ ଧକ୍କା ହୋଇଥିଲା। ଏଥିରେ...

‘କରୋନାର କେବେ ଅନ୍ତ ହେବ ନାହିଁ ’

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,କରୋନାର କେବେ ବି ଅନ୍ତ ହେବ ନାହିଁ । ଭାଇରସର ଗୋଟିଏ ପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri