ରାଜ୍ୟ

ବଞ୍ଚତ୍ବାକୁ କିଛି ସହାୟତା ଦିଅ

ଅନୁଗୋଳ ଅଫିସ, ୨୫ ।୧ ମା’ ବାପା ସ୍ବର୍ଗବାସୀ ହେବା ପରେ ୩ ମାସ ହେଲା ଦୁଇ ଭଉଣୀ ଅନାଥ, ଅସହାୟ ହୋଇପଡ଼ିଛୁ। କେମିତି ଜୀବନ ଧାରଣ କରିବୁ ଜାଣିପାରୁନୁ। ତେଣୁ ନିରାଶ ନ କରି ବଞ୍ଚତ୍ବାକୁ କିଛି ସହାୟତା...

କନ୍ୟାସନ୍ତାନଙ୍କ ସୁରକ୍ଷା ନେଇ ଆଲୋଚନା

ଅନୁଗୋଳ ଅଫିସ,୨୫ ।୧କନ୍ୟା ସନ୍ତାନର ଗୁରୁତ୍ୱକୁ ଉପଲବ୍ଧି କରିବା ଓ ସେମାନଙ୍କ ସଂଖ୍ୟା ପୁଅମାନଙ୍କ ତୁଳନାରେ କିପରି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ କନ୍ୟା ଦିବସ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ପାଳିତ ହୋଇଯାଇଛି।...

ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି

ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍‌ ବୋଝେଇ ଟ୍ରକ୍‌ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା...

ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା...

ଏସ୍‌ପିଙ୍କୁ ଘେରିଲେ ଅଭିଯୋଗକାରୀ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ସଦର ଥାନା ହରେକୃଷ୍ଣପୁର ଗ୍ରାମର ଲିସାରାଣୀ ନାୟକଙ୍କ ମୃତ୍ୟୁ ଅଦ୍ୟାବଧି ରହସ୍ୟଘେରରେ ରହିଛି। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଆନନ୍ଦ ଚରଣ...

୧୦ ଲକ୍ଷ ଟଙ୍କାର ଫୋନ୍‌ ପାଇ ଫେରାଇଦେଲେ ଡ୍ରାଇଭର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାସ୍ତା କଡ଼ରୁ ୧୦ ଲକ୍ଷ ଟଙ୍କାର ମୋବାଇଲ ଫୋନ ଏବଂ ଆସୋସରିଜ ପାଇ ଫେରାଇଦେଲେ ଡ୍ରାଇଭର। ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ଏକ୍ସପ୍ରେସ୍‌ କୋରିୟର ନାମକ ଏକ ସଂସ୍ଥା ବଲାଙ୍ଗୀରର ଏକ ଡିଷ୍ଟ୍ରିବ୍ୟୁଟର ପାଖକୁ ବସ୍‌ ଯୋଗେ ୧୧ଟି...

ଖସୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୫୮୯୧ ପଜିଟିଭ୍‌

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୮୯୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮୫୨ଜଣ ପିଲା ଅଛନ୍ତି। ୩୪୧୩ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୪୭୮ ଲୋକାଲ କେସ୍‌ ରହିଛି। ଏ...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ...

ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ଜିଲାଗୁଡ଼ିକରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନପତ୍ର ପ୍ରତ୍ୟାହାର କରାଯିବାକୁ ସମୟ ଧାର୍ଯ୍ୟ କରାଯାଇଛି। ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ଜାନୁୟାରୀ ୧୭ରୁ...

ବିକଶିତ ହେବ ଅଣଆକାଂକ୍ଷା ଜିଲା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଅନୁନ୍ନତ ଜିଲାର ବିକାଶ ପାଇଁ ଆଂକାକ୍ଷା ଯେଜନାରେ କେନ୍ଦ୍ର ସରକାର ଓଡ଼ିଶାର ୧୦ଜିଲାକୁ ସାମିଲ କରିଥିଲେ। ଏବେ ଏବେ ଅଣଆକାଂକ୍ଷା ଜିଲାର ସ୍ବତନ୍ତ୍ର ବିକାଶ ଉପରେ ଧ୍ୟାନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଜିଲାଗୁଡ଼ିକୁ ନୀତି ଆୟୋଗ ପ୍ରତ୍ୟକ୍ଷ...

ସ୍କୁଲ ପାଇଁ ୪୦ଲକ୍ଷ ଦେଲେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ରାଜ୍ୟର ଅନ୍ୟତମ ପୁରାତନ ଶିକ୍ଷାନୁଷ୍ଠାନ ୟୁନିଭର୍‌ସିଟି ହାଇସ୍କୁଲ ବାଣୀବିହାରର ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ୍‌ ଅଭିଯାନ’ରେ ସାମିଲ ହୋଇ ନିଜ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୪୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ବିଦ୍ୟାଳୟ...

ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇଥିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିଲେ ଏଣିକି ଛାତ୍ରୀଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ। ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନରେ ନାମ ଲେଖାଇଥିବା ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପ୍ରମାଣପତ୍ରର ପୁନଃ ଯାଞ୍ଚ କରାଯିବ। ଜାଲ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri