ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…
ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ ଦେଓଗାଁ ନିକଟ ଏକ ହୋଟେଲରେ ଗୁଳିକାଣ୍ଡ ଘଟିଛି। ଦେଓଗାଁର ମା’ ତାରିଣୀ...