ବଢିଲା ହୋମଗାର୍ଡ ପଦବୀ: ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ରାଜ୍ୟରେ ଏବେ ଗୃହରକ୍ଷୀ(ହୋମଗାର୍ଡ) ନିଯୁକ୍ତି ଚାଲିଥିବା ବେଳେ ସୃଷ୍ଟି ହୋଇଛି ଅତିରିକ୍ତ ୨,୫୦୦ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା...