ରାଜ୍ୟ

ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡ଼ିଶା

ଭୁବନେଶ୍ୱର, ୨୫।୧(ବ୍ୟୁରୋ):  ବିଭିନ୍ନ ରାଜ୍ୟରୁ ମିଳିଥିବାରୁ ତଥ୍ୟ ଅନୁସାରେ ଦେଶରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା କେନ୍ଦ୍ର ସରକାର କହିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏ ନେଇ ପ୍ରତିକ୍ରିୟା ରଖିଛି। ସୋମବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର...

ଡାକ୍ତରୀ ଶିକ୍ଷାରେ ସଂରକ୍ଷଣ ଦେବାକୁ କିଏ ମନା କରିଛି: ଭାଜପା

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ସବୁ ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିବାବେଳେ ଓଡ଼ିଶାରେ ତାହା ଦିଆଯାଉନାହିଁ। ଡାକ୍ତରୀ ଶିକ୍ଷାରେ ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେବା ପରେ ଉଚ୍ଚତମ ନ୍ୟାୟାଳୟ ମଧ୍ୟ ଏହି...

ଜାଲ୍‌ ଜାତି ପ୍ରମାଣପତ୍ରରେ ନାମାଙ୍କନ

ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍‌ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍‌ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍‌ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି ଅଭିଯୋଗ ଆଣି ପ୍ରାର୍ଥୀ ଜଟାଧାରୀ ଦାସଙ୍କ ବିରୋଧରେ କଂଗ୍ରେସ ସୋମବାର ରାଜ୍ୟ ନିର୍ବାଚନ...

୨ସ୍ତ୍ରୀ, ୯ ସନ୍ତାନ ଥାଇ ପ୍ରାର୍ଥତ୍ପତ୍ର କାଏମ

କୁଆଁରମୁଣ୍ଡା,୨୫।୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ...

ଧରାପଡ଼ିଲେ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌

ବଲାଙ୍ଗୀର ଅଫିସ,୨୫ା୧: ନେପାଳ ସୀମାକୁ ଲାଗିଥିବା ବିହାରରୁ ୩୦ଲକ୍ଷ ଟଙ୍କାର ଚୋରି ମୋବାଇଲ ଜବତ କରିବା ସହ ଏକ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌ର ୩ ଲୁଟେରାଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏ ସଂକ୍ରାନ୍ତରେ ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର...

ଓଡ଼ିଶା ପାଇକ ରେଜିମେଣ୍ଟ ଗଠନ ଦାବି

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଦେଶର ସୁରକ୍ଷା କ୍ଷେତ୍ରରେ ପଞ୍ଜାବ ରେଜିମେଣ୍ଟ, ଗୁର୍ଖା ରେଜିମେଣ୍ଟ, ଆସାମ ରେଜିମେଣ୍ଟ ଆଦି ଗଠନ ହୋଇଛି। ହେଲେ ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହ ନାମରେ ଓଡ଼ିଶା ପାଇକ ରେଜିମେଣ୍ଟ ଗଠନ ନ ହେବା ଅତ୍ୟନ୍ତ ଦୁଃଖ...

‘ମାଓବାଦୀ ସଙ୍ଗଠନରେ ଯୋଗଦେଉନାହାନ୍ତି ଯୁବଗୋଷ୍ଠୀ’

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଓଡ଼ିଶାର ମାଓବାଦୀ ପ୍ରଭାବିତ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରୁ ବହୁ ପ୍ରତୀକ୍ଷିତ ବୋଟ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ ହେବ। ଫଳରେ ଜଳବନ୍ଦୀ ଅଞ୍ଚଳର ୧୫୧ ଗ୍ରାମର ବାସିନ୍ଦା ଉପକୃତ ହେବେ। ଲାଲ୍‌ବାହିନୀ...

ଫୁଲ୍‌ ଡ୍ରେସ୍‌ ପରେଡ୍‌ ଅଭ୍ୟାସ ନିରୀକ୍ଷଣ କଲେ ଡିଜିପି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ମହାତ୍ମାଗାନ୍ଧୀ ମାର୍ଗରେ ବୁଧବାର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହେବ। ଏଥିପାଇଁ ଶନିବାରଠାରୁ ପରେଡ଼ ଅଭ୍ୟାସ କରାଯାଉଛି। ସୋମବାର ଫୁଲ୍‌ଡ୍ରେସ୍‌ ପରେଡ଼ ଅନୁଷ୍ଠିତ ହୋଇଥିଲା। ପୋଲିସ ଡିଜି ସୁନୀଲ ବଂଶଲ ଯୋଗଦେଇ ପରେଡ଼ ଅଭ୍ୟାସକୁ ନିରୀକ୍ଷଣ କରିଥିଲେ। ଏହି...

ଅଭିଯୁକ୍ତଙ୍କୁ ଖୋଜି ବୁଲୁଛି ପୋଲିସ

ପୁରୀ/କଟକ ଅଫିସ,୨୫।୧: ପୁରୀର ୫ବର୍ଷୀୟା ଶିଶୁକନ୍ୟା ବଳାତ୍କାର ମାମଲାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତ ମହେଶ୍ୱର ମହାନ୍ତିଙ୍କୁ ପୋଲିସ ଗିରଫ କରିପାରିନାହିଁ। ଅଭିଯୁକ୍ତ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସର ୪ ଟିମ୍‌ ୮ରୁ ଊର୍ଦ୍ଧ୍ୱ ସ୍ଥାନରେ...

ଗାଁକୁ ରାସ୍ତା ନାହିଁ ତ ଭୋଟ୍‌ ନାହିଁ

ମହାକାଳପଡ଼ା ,୨୫ା୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ପେଟଛେଲା ପଞ୍ଚାୟତ ୧୪ ନଂ. ୱାର୍ଡ ଜ୍ୱାଇଁପଡ଼ା ଗାଁକୁ ସବୁଦିନିଆ ରାସ୍ତା ନାହିଁ। ଗ୍ରାମବାସୀ ବର୍ଷା ଦିନରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ବିରୋଧରେ ସୋମବାର...

ନାଉଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଉପରେ ନଜର

ଜଗତ୍‌ସିଂହପୁର ଅଫିସ, ୨୫ା୧: ପଞ୍ଚାୟତ ନିର୍ବାଚନ ନେଇ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ଘୋଷଣା ସରିଛି। ୨୫ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ତା’ପରେ ପ୍ରାର୍ଥୀମାନେ ରଣାଙ୍ଗନରେ ଅବତୀର୍ଣ୍ଣ ହେବେ। ଏହି...

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା। ଏହାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ୍‌ ଖାନୱିଲକର ଓ ବିଚାରପତି ସିଟି ରବି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri