ରାଜ୍ୟ

ପଞ୍ଚାୟତ ପରେ ହୋଇପାରେ ପୌର ଭୋଟ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇ ରବିବାର ସୁଦ୍ଧା ନାମାଙ୍କନ କାଏମ ତାଲିକା ପ୍ରକାଶ ପାଇସାରିଛି। ସବୁଦଳର ପ୍ରାର୍ଥୀ ତୃଣମୂଳସ୍ତରରୁ ଭୋଟ ହାତେଇବା ଲାଗି ନିଜର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ କରିଦେଲେଣି।...

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୨୫କୁ ବୃଦ୍ଧି

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏହି କିଛିଦିନ ହେବ ୧୦ ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ସୋମବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ପ୍ରମୁଖ ଦଳ ମଧ୍ୟରେ ହେବ ଲଢ଼େଇ

ଖୋର୍ଦ୍ଧା ଅଫିସ,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ପରେ ରବିବାର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲା ପରିଷଦ ଜୋନରେ ଦଳୀୟ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୯୨ଜଣ ପ୍ରାର୍ଥିପତ୍ର ଦାଖଲ...

ନିଆରା ଢଙ୍ଗରେ ଭୋଟ୍‌ ପ୍ରଚାର

ଯାଜପୁର ଟାଉନ,୨୪ା୧(ଡି.ଏନ.ଏ.): ଯାଜପୁର ବ୍ଲକ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତରେ ପ୍ରଚାର ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀପ୍ରାର୍ଥିନୀ ଘରଘର ବୁଲି ଭୋଟରଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ତେବେ ବ୍ଲକ ଅଧୀନ ଏରବାଙ୍କ ପଞ୍ଚାୟତରେ ନିଆରା ଢଙ୍ଗର ପ୍ରଚାର ଦେଖିବାକୁ ମିଳିଛି। ପଞ୍ଚାୟତର...

ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ବଦଳୁଛି ସମୀକରଣ

ଯାଜପୁର ଅଫିସ,୨୪ା୧: ଦୀର୍ଘବର୍ଷ ହେଲା ହରିଜନ ଓ ଆଦିବାସୀ ମହିଳା, ଖଟିଖିଆ, ଗରିବ, ନିରକ୍ଷର, ଦିନ ମଜୁରିଆଙ୍କ ମୁହଁରେ ବିଜେଡିର ସ୍ବର ଶୁଭୁଥିଲା ।  କିନ୍ତୁ ଚଳିତ ପଞ୍ଚାୟତ ନିର୍ବାଚନ ଚୂଡ଼ାନ୍ତ ସଂରକ୍ଷଣ ତାଲିକାରେ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷ,...

ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ନେତାଙ୍କ ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ଜିଲା ପରିଷଦ ଜୋନ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଭ୍ୟ ପଦବୀ ପାଇଁ ୩୮୪୦ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୬ଟି ଜିଲା ପରିଷଦ...

ଯୁକ୍ତ୨ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ ହେଲେ ବିକଳ୍ପ ପଦ୍ଧତିରେ ଫଳ ପ୍ରକାଶ ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଯୁକ୍ତ୨...

ପ୍ରାର୍ଥିପତ୍ର ଯାଞ୍ଚରେ ଚଞ୍ଚକତା ଅଭିଯୋଗ

ଖମାର,୨୪ା୧(ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବଡସଡ଼ା ପଞ୍ଚାୟତର ସମିତି ସଭ୍ୟ ପଦବୀ ପାଇଁ ଦାଖଲ ହୋଇଥିବା ୮ ପ୍ରାର୍ଥିପତ୍ର ଯାଞ୍ଚ ବେଳେ ରବିବାର ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି। ବ୍ଲକ ପକ୍ଷରୁ ପୂର୍ବାହ୍ନ ୧୧ଟାରେ ଲଗାଯାଇଥିବା ଗୋଟିଏ ନୋଟିସରେ...

ଭୋଟ ପ୍ରଚାରରେ ଆସି ବିଧାୟକ ହଟହଟା

ନୟାଗଡ଼ ଅଫିସ,୨୪।୧: ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କୁ ନିଜ ନିର୍ବାଚନମଣ୍ଡଳୀରେ ବିରୋଧ କରାଯାଇଛି। ରବିବାର ପଞ୍ଚାୟତ ନିର୍ବାଚନ ପାଇଁ ସେ ପ୍ରଚାରକୁ ଆସିଥିବା ବେଳେ ଏହି ଘଟଣା ଘଟିଛି। ଗତ ୩ ବର୍ଷ ତଳେ ବୃତ୍ତଙ୍ଗ ପୋଲ ନିର୍ମାଣ କରିବାକୁ...

୧୩ ଜିଲାକୁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା,...

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ...

ସରିଲା ଯାଞ୍ଚ: ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥିପତ୍ର କାଏମ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି । ଯାଞ୍ଚ ବେଳେ ୮ହଜାର ୬୪୮ନାମାଙ୍କନପତ୍ର କଟିଥିବା ବେଳେ ୨ଲକ୍ଷ ୨୦ହଜାର ୪୧୪ ପ୍ରାର୍ଥିପତ୍ର କାଏମ ରହିଛି । ସରପଞ୍ଚ ପଦ ପାଇଁ ୩୨ହଜାର ୮୬୦...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri