ରାଜ୍ୟ

ବିଜେଡି ବିଧାୟକଙ୍କ ଭାଇ ଭାଜପାର ଜିଲା ପରିଷଦ ପ୍ରାର୍ଥୀ

କେନ୍ଦୁଝର,  ୨୨।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବିଜେଡି ବିଧାୟକ ଜଗନ୍ନାଥ ନାଏକଙ୍କ ବଡ଼ଭାଇ ସତ୍ୟବ୍ରତ ନାଏକ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପା ଟିକେଟରେ ଉକ୍ତ ନିର୍ବାଚନମଣ୍ଡଳୀର ୨୧ ନଂ. ଜୋନ୍‌ରୁ ନାମାଙ୍କନପତ୍ର ଦାଖଲ କରିବା ଘଟଣା ଚର୍ଚ୍ଚାର ବିଷୟ...

ବିଜେଡି-ଭାଜପା ମୁହାଁମୁହିଁ

ଭଦ୍ରକ ଅଫିସ, ୨୨।୧ ଭଦ୍ରକ ଜିଲା ସଦର ବ୍ଲକରେ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲକୁ ନେଇ ବିଜେଡି ଓ ଭାଜପା ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ କରିବାକୁ ଆସୁଥିବା ବେଳେ ଭାଜପା କର୍ମୀମାନଙ୍କୁ ରାହାଞ୍ଜଠାରେ ପ୍ରତିପକ୍ଷ ବିଭିନ୍ନ ଆକ୍ଷେପ...

ରାସ୍ତା ପାଲଟିଲା ଜନସମୁଦ୍ର

ବାଲେଶ୍ୱର ଅଫିସ,  ୨୨।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୭ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟାର ଶୁକ୍ରବାର ଶେଷ ହୋଇଛି। ଶେଷ ଦିନରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ଅଫିସ ଏମିତିକି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀମାନେ...

ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ କରିବାକୁ ନିବେଦନ

ବାଲେଶ୍ୱର ଅଫିସ,  ୨୨।୧ ବାଲେଶ୍ୱର ଜିଲାର ସର୍ବପୁରାତନ ଏବଂ ବୃହତ କାରଖାନା ବିର୍ଲା ଟାୟାର୍ସ ଦୀର୍ଘଦିନ ଧରି ବନ୍ଦ ରହିଥିବାରୁ ଏହା ଉପରେ ପ୍ରତ୍ୟକ୍ଷ ବା ପରୋକ୍ଷରେ ନିର୍ଭର କରୁଥିବା ୨୦ରୁ ୨୫ହଜାର ପରିବାର ଭୋକ ଉପାସରେ ଜୀବନ ଅତିବାହିତ...

ମଣ୍ଡିରେ ପଡ଼ି ରହିଛି ଧାନ

ପଦ୍ମପୁର,  ୨୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ସମିତି ଓ ସ୍ବୟଂସହାୟକ ଗୋଷ୍ଠୀଠାରୁ ଧାନ ଉଠାଉ ନାହାନ୍ତି ସହବନ୍ଧିତ ମିଲର। ବ୍ଲକର ୨୦ଟି ସେବା ସମବାୟ ସମିତି ଓ ୭ଟି ସ୍ବୟଂ ସହାୟକ ଗୋଷ୍ଠୀ ଚାଷୀମାନଙ୍କଠାରୁ...

‘ଡ. ବିଧାନଚନ୍ଦ୍ର ପରପିଢ଼ି ପାଇଁ ଆଦର୍ଶ’

ଢେଙ୍କାନାଳ ଅଫିସ, ୨୨।୧ଡ. ବିଧାନ ଚନ୍ଦ୍ର ମିଶ୍ର ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଜଣେ ସୁସଙ୍ଗଠକ, ଶିକ୍ଷାବିତ୍‌, ସାହିତି୍ୟକ, ଆଇନଜୀବୀ ଭାବେ ବିଭିନ୍ନ ବିଭାଗରେ ତାଙ୍କର ଦଖଲ ଥିଲା। ସେ ଥିଲେ ଜଣେ ସ୍ପଷ୍ଟବାଦୀ ଏବଂ ସାଲିସବିହୀନ ବ୍ୟକ୍ତି। ଜିଲାର...

ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ବଇଣ୍ଡା,୨୨।୧ (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଶୁକ୍ରବାର ଏକ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଲଲିତ ମୋହନ ବେହେରାଙ୍କ ସଭାପତିତ୍ୱରେ ଏହି ବୈଠକରେ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନ, ଆଠମଲ୍ଲିକ ଥାନା ଆଇଆଇସି ନିରୋଦ...

ଗଡ଼ିଲା କୋଭିଡ୍‌ ଟିକା ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ,୨୨।୧ ଅନୁଗୋଳ ଜିଲାରେ କୋଭିଡ୍‌ ଟିକାକରଣକୁ ଶତ ପ୍ରତିଶତ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଜିଲା କାର୍ଯ୍ୟାଳୟ ପରିସରରୁ ଟିକା ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଛି। ଜିଲାରେ ବୁଲି ବୁଲି ସଚେତନ ସହ ଟିକାକରଣରୁ ବଞ୍ଚିତ ଲୋକଙ୍କୁ ଟିକା ଦେବାକୁ ୧୨ଟି...

ରାଜ୍ୟରେ ସାମାନ୍ୟ ଖସିଲା ସଂକ୍ରମଣ, ଆଜି ୮,୮୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୯୨୭ ଜଣ ପିଲା ଅଛନ୍ତି। କ୍ୱାରାଣ୍ଟାଇନ୍‌ରୁ ୫,୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୧୭...

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ମର୍ମନ୍ତୁଦ ଦୁର୍ଘଟଣା: ଗଲା ୫ ଜୀବନ

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଜିଲା ସୋନପୁର ମହାନଦୀ ସେତୁ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବଲେରୋ ଏବଂ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇ ୫ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୫ ଜଣ ଗୁରୁତର...

ବିପଦସଙ୍କୁଳ ଛାତ୍ରୀନିବାସରେ ଶହେ ଅନ୍ତେବାସୀ

ଯାଜପୁର ଅଫିସ,୨୨ା୧: ରାଜ୍ୟ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୧୦୦ଶର୍ଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ଉଦ୍‌ଘାଟନର ୪ ବର୍ଷ ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri