ରାଜ୍ୟ

ଗାଁରେ ନାହିଁ ନେଟୱର୍କ

କେନ୍ଦୁଝର, ୧୮।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟଓ୍ବାର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ବଣପାହାଡ଼ ଘେରା ଏହି ଦୁର୍ଗମ ଅଞ୍ଚଳରେ ଅନଲାଇନ ପାଠପଢା ଏବଂ ପରୀକ୍ଷା ବାଧାପ୍ରାପ୍ତ...

ଖୋଲିଲା ବାଙ୍କିଶୋଳ କୋଭିଡ୍‌ ହସ୍ପିିଟାଲ

ବାରିପଦା ଅଫିସ,୧୮।୧ ମୟୂରଭଞ୍ଜ ଜିଲାରେ କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟସେବା ନିମନ୍ତେ ବାରିପଦା ଉପକଣ୍ଠ ବାଙ୍କିଶୋଳସ୍ଥିତ ଘରୋଇ କୋଭିଡ୍‌ ହସ୍ପିିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହାକୁ ଉଦ୍‌ଘାଟନ କରିବା ସହ ରୋଗୀଙ୍କ ନିମନ୍ତେ ପ୍ରସ୍ତୁତ ହୋଇଥିବା ୱାର୍ଡ,...

ଭୋଟ୍‌କେନ୍ଦ୍ରରେ ସଂକ୍ରମିତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୮।୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ମତଦାନ କେନ୍ଦ୍ରରେ...

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ ଏଥିଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର...

ବର୍ଜ୍ୟବସ୍ତୁରୁ ବଗିଚା

କାମାକ୍ଷାନଗର, ୧୭।୧(ଡି.ଏନ୍‌.ଏ.) ଅଗଣାରେ ହସୁଛି ରଙ୍ଗବେରଙ୍ଗ ଫୁଲ। କେଉଁଠି ସେବତୀ, ଗେଣ୍ଡୁ, ସଦାବିହାରୀ ତ ଆଉ କେଉଁଠି ଡାଲିଆ, ବରବିନା, ଦାଇଁଥସ୍‌, ପେଟୁନିଆ, ଇମ୍ପ୍ରେସନ, ଜେର୍‌ବେରା, ଗାଜାନିଆ, ଭିନକା ଭଳି ବିଦେଶୀ ଫୁଲ। କେବଳ ଫୁଲଗଛ ନୁହେଁ, ଲଙ୍କା, ବାଇଗଣ,...

୫୪୫ ପ୍ରାର୍ଥିପତ୍ର ଦାଖଲ କଲେ ଆଶାୟୀ

ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୨ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବ ଓ ୨୫ରେ ଚୂଡ଼ାନ୍ତ ତାଲିକା ପ୍ରକାଶ...

ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧...

ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ ଜୋନ୍‌ର ୬ ଟି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ...

ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍‌ରେ ଲୋକଙ୍କୁ ହସାଇବାରେ କୌଣସି ମୋଉକା ଛାଡନ୍ତି ନାହିଁ। ସୋସିଆଲ ମିଡିଆରେ ତାଙ୍କ ଏକ ଫଟୋ ଏବଂ ରିଙ୍ଗ...

ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ...

ବାଲି ଚୋରା ଚାଲାଣରୁ ରାଜ୍ୟ ହରାଉଛି ୧୪ ହଜାର କୋଟି: ଭାଜପା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଚୋରା ବାଲି ମାଫିଆଙ୍କ ରାଜ୍‌ ବଢୁଛି। ରାଜ୍ୟ ସରକାର ଏବଂ ଶାସକ ଦଳର ମନ୍ତ୍ରୀ, ବିଧାୟକ ତଥା ନେତାମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପୃଷ୍ଟପୋଷକତାରେ ଅବାଧ ବାଲି ଚୋରି ହେଉଛି।ଏହି ବାଲି ଚୋରି ଯୋଗୁ ରାଜ୍ୟ ସରକାର...

‘ମୁକ୍ତ, ଅବାଧ, ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଅ’

ଭୁବନେଶ୍ୱର,୧୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପେକ୍ଷୀରେ ସୋମବାର ବିଭିନ୍ନ ଜିଲା ଲାଗି ନିଯୁକ୍ତ ନିର୍ବାଚନ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri