ରାଜ୍ୟ

ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କରୋନା ଟେଷ୍ଟିଂ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): କୌଣସି ଲକ୍ଷଣ ନ ଥିଲେ କୋଭିଡ୍‌-୧୯ ଟେଷ୍ଟିଂ କରନ୍ତୁ ନାହିଁ। ପଜିଟିଭ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଯଦି ଆପଣଙ୍କ ପାଖରେ ଲକ୍ଷଣ ନାହିଁ, ତେବେ ଟେଷ୍ଟିଂ କରିବା ଆବଶ୍ୟକ ନାହିଁ । କେନ୍ଦ୍ର ସରକାରଙ୍କ ନୂଆ...

ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି ଅଦିନିଆ ବର୍ଷା

ପଦ୍ମପୁର/ବନ୍ତ, ୧୫ା୧(ଡି.ଏନ.ଏ.) ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଚାଷ ଆରମ୍ଭରେ ଅନିୟମିତତା ବର୍ଷା, ସାରର ଅଭାବୀ ବିକ୍ରି ପରେ ଲଘୁଚାପ ଜନିତ ବର୍ଷା ଏବଂ ଏବେ ଅମଳ ସମୟରେ କଟାଯାଇଥିବା ପାଚିଲା ଧାନ ବିଲରେ ଭିଜୁଛି। ଏହାକୁ...

ଫିକା ପଡ଼ିଲା ମକର

କେନ୍ଦୁଝର/ପାଟଣା, ୧୫ା୧ (ସ୍ବ.ପ୍ର.) କୋଭିଡ୍‌ କଟକଣା ଓ ଅଦିନିଆ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଅନ୍ୟତମ ପ୍ରମୁଖ ପର୍ବ ମକର ଫିକା ପଡ଼ିଯାଇଛି। ବିଭିନ୍ନ ପୀଠ ଓ ଜଳାଶୟ ଖାଁ ଖାଁ ଲାଗିଥିଲା। ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ସମେତ...

‘ବିକାଶରେ ସାମିଲ ହୁଅ’

ଢେଙ୍କାନାଳ ଅଫିସ,୧୫ା୧ ଓଡ଼ିଶା କ୍ରୀଡ଼ା ଓ ଯୁବ ବିକାଶ ପରିଷଦ ଢେଙ୍କାନାଳ ଶାଖା ପକ୍ଷରୁ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ସୌମ୍ୟବ୍ରତ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ସାମାଜିକ କର୍ମୀ ବିରଞ୍ଚତ୍ ନାରାୟଣ...

ଗିରଫଦାରି ଚିତ୍ର ଅସ୍ପଷ୍ଟ

ଢେଙ୍କାନାଳ ଅଫିସ୍‌/ ରାସୋଳ(ଡି.ଏନ୍‌.ଏ.), ୧୫ା୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାକୁ ଶୁକ୍ରବାର ୩ଦିନ ବିତିଥିବାବେଳେ ଗିରଫଦାରି ସମ୍ପର୍କରେ ପୋଲିସ ସ୍ପଷ୍ଟ ସୂଚନା ଦେଉନାହିଁ। ଏହି ଘଟଣାର ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା...

ଆରମ୍ଭ ହେଲାଣି ଅଙ୍କକଷା

ଢେଙ୍କାନାଳ ଅଫିସ, ୧୫ା୧ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ଢେଙ୍କାନାଳ। ରାଜ୍ୟ ରାଜନୀତିର ଅନ୍ୟତମ ପାଓ୍ବାର କରିଡର କୁହାଯାଉଥିବା ଏହି ଶିଳ୍ପ ଜିଲାରେ ଗତ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ବିଜେଡି-ଭାଜପା ମଧ୍ୟରେ ହୋଇଥିଲା...

ଖସିବ ପାରଦ: ଆଜିଠୁ ପୁଣି ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଆଜିଠୁ ପୁଣି ଶୀତ ବଢ଼ିବ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ପୂର୍ବାନୁମାନ କରାଯାଇଛି। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ । କିଛି ସ୍ଥାନରେ...

ରାଜ୍ୟରେ ପୁଣି ଦୁଇ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଦୁଇ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ...

ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ ,ଚିହ୍ନଟ ହେଲେ ୧୦,୮୫୬ ପଜିଟିଭ୍‌

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୦ହଜାର ୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୬୨୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫୬୩ ଜଣ...

ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁୁବନେଶ୍ୱର,୧୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରେ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ତେବେ ନିର୍ବାଚନ ସୁରୁଖୁରୁରେ ହେବା ନେଇ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।...

ବସଷ୍ଟାଣ୍ଡରେ ପ୍ରେମିକାଙ୍କୁ ଛାଡି ପ୍ରେମିକ ଫେରାର

ଅମରପାଲି,୧୫ା୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବସଷ୍ଟାଣ୍ଡରେ ଜଣେ ଯୁବକ ପ୍ରେମିକାଙ୍କୁ ଛାଡି ଫେରାର ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବତୀ ଜଣକ ଗର୍ଭବତୀ ଥିବା ବେଳେ ନ୍ୟାୟ ପାଇଁ ନିବେଦନ କରିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ...

କଂଗ୍ରେସ ପାଇଁ ସ୍ଥିତି ସୁଧାରିବାକୁ ସୁଯୋଗ

ଯାଜପୁର ଅଫିସ,୧୫ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆଉ ୨ଦିନ ପରେ ଆରମ୍ଭ ହେବ। ଏହି ନିର୍ବାଚନର ଫଳାଫଳ ୨୦୨୪ ସାଧାରଣ ନିର୍ବାଚନର ଦର୍ପଣ ସାଜିବ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଉଛି। ଏପରି କି ରାଜନୈତିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri