ରାଜ୍ୟ

ଅପରାହ୍ନରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ । ଏ ନେଇ ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହେବ । ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ଆର.କେ ଶର୍ମା,...

ତପସ୍ବିନୀ -ସୁମିତ ମାମଲା, ଆଜି ଶୁଣାଣି

ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ତୁଟିବାର ନା ନେଉନି। ସୁମିତଙ୍କ ପରିବାର ଉପରେ ତପସ୍ବିନୀ ଦେଇଥିବା ପିଟିଶନର ଆଜି ଶୁଣାଣି ଏସ୍‌ଡିଜେମ୍‌ କୋର୍ଟରେ ହେବାରେ ଅଛି ।...

ଦିନକୁ ଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ରାଜ୍ୟରୁ ୪୮୨୯ ଆକ୍ରାନ୍ତ ଚିହ୍ନଟ, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୪୮୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୫,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୨୩ ଜଣ ଚିହ୍ନଟ...

ବାଲେଶ୍ୱର ରେଳ ଡିଭିଜନ ପାଇଁ ରେଳମନ୍ତ୍ରୀଙ୍କୁ ପତ୍ର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବାଲେଶ୍ୱରରେ ରେଳ ଡିଭିଜନ ପ୍ରତିଷ୍ଠା ଓ ନୀଳଗିରିରୁ ମୟୂରଭଞ୍ଜ ପର୍ଯ୍ୟନ୍ତ ରେଳ ଲାଇନ ସମ୍ପ୍ରସାରଣ କରିବାକୁ ଦାବି କରିଛି କଂଗ୍ରେସ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନିକଟକୁ ପତ୍ର ଲେଖିଛି। ସେ ତାଙ୍କ...

ଆଜିଠୁ ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। କ୍ଲାସରୁମ ପାଠପଢ଼ା ସହ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି। ଗତ...

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର ଯୁବ ମାନବସମ୍ବଳ ବିଦେଶମୁହଁା ହେଉଥିବା ବେଳେ ମହିଳାମାନେ ମାଛଚାଷ ପ୍ରତି ଆଗ୍ରହ ପ୍ରକାଶ...

ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକଙ୍କ ଲାଭଖୋର୍‌ ମନୋଭାବ ଯୋଗୁ ଜିଲାର ଚାଷୀଙ୍କ...

ବାଧୁଛି ଅନ୍‌ଲାଇନ ପଢ଼ା ଖର୍ଚ୍ଚ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ଅଫ୍‌ଲାଇନ କ୍ଲାସ୍‌ ବଦଳରେ ଅନ୍‌ଲାଇନ କ୍ଲାସ୍‌ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ...

ଆଜିଠୁ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ କରୋନା ସ୍ଥିତି ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ସରକାର ଟିକାକରଣ ସମେତ ଟ୍ରାକିଂ, ଟ୍ରେସିଂ ଓ ଟେଷ୍ଟିଂକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ସଂକ୍ରମଣ ରୋକିବାର ନାଁ ଧରୁନି। ଏପରିକି ଡବଲ୍‌ ଡୋଜ୍‌ ଟିକା...

ରାଜ୍ୟ ଋଣ ଭାର ବଢ଼ୁଛି

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ ୨୦୨୧-୨୨ର ଅକ୍ଟୋବର ଶେଷ ବେଳକୁ ରାଜ୍ୟର ଋଣ ଭାର ୧,୦୩,୮୨୦.୭୧ କୋଟି ଟଙ୍କାରେ ପହଞ୍ଚତ୍ଥିବା ବେଳେ ତାହା ମାର୍ଚ୍ଚ ଶେଷ ସୁଦ୍ଧା ୧,୨୫,୦୦୫.୩୧ କୋଟି ଟଙ୍କାରେ ପହଞ୍ଚତ୍ବ ବୋଲି ରାଜ୍ୟ ସରକାର ଆକଳନ କରଛନ୍ତି।...

ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର ଆଗକୁ ନେଇଯାଇଥିଲା। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବସ୍‌ଟିର...

୧୧ରୁ ପୁଣି ବର୍ଷା

ଭୁବନେଶ୍ୱର,୯।୧(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ। ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏନେଇ ଆଞ୍ଚଳିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri