ରାଜ୍ୟ

୨ ଆଦିବାସୀ ପରିବାର ଗାଁରୁ ବାସନ୍ଦ

ଯୋଡ଼ା,୪ ।୨(ଡି.ଏନ.ଏ.) କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ଧର୍ମାନ୍ତରୀକରଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗ୍ରାମର ୨ଟି ପରିବାରର ୧୬ଜଣ ୩ ମାସ ପୂର୍ବେ ଧର୍ମ ବଦଳାଇଥିଲେ। ଝାଡ଼ଖଣ୍ଡ ରାଜ୍ୟରୁ ଏକ ନିର୍ଦ୍ଦିଷ୍ଟ ଧର୍ମର...

ପ୍ରଧାନଶିକ୍ଷକ ନିଯୁକ୍ତି ଦାବିରେ ତାଲା

ବାଙ୍ଗିରିପୋଷି,୪ ।୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଛାତ୍ରୀଛାତ୍ର ଓ ଗ୍ରାମବାସୀ ଦାବି କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ନିର୍ଦ୍ଦେଶ ଦେଇ ଶିକ୍ଷା...

ଆରମ୍ଭ ହେଲା ଧାନ କିଣା

ବାରିପଦା ଅଫିସ,୪ ।୨ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶନୁସାରେ ଚଳିତ ଖରିଫ ଋତୁରେ ମୟୂରଭଞ୍ଜ ଜିଲାରୁ ଧାନ କିଣା ଆରମ୍ଭ ହୋଇଛି। ଜିଲାର ଶାମାଖୁଣ୍ଟା ଲ୍ୟାମ୍ପସ୍‌ ଜରିଆରେ ପଞ୍ଜୀକୃତ ଚାଷୀମାନଙ୍କ ଠାରୁ ସୋମବାର ଧାନ...

ଫି’ ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି

ଉଦଳା,୪ ।୨(ଡି.ଏନ.ଏ.) ବର୍ଦ୍ଧିତ ଫି’କୁ ନେଇ ମୟୂରଭଞ୍ଜ ଜିଲା ଉଦଳା କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏନେଇ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରମାନେ କଲେଜ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ଉପଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅନୁଯାୟୀ,...

ଦୀଘା ବେଳାଭୂମି ସିଲ୍‌

ଭୋଗରାଇ,୪ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ସୌନ୍ଦର୍ଯ୍ୟମୟୀ ଦୀଘା ବେଳାଭୂମିକୁ ସେଠାକାର ସରକାର କୋଭିଡ୍‌ ନିର୍ଦ୍ଦେଶିକା ମାନି ପ୍ରଶାସନ ସୋମବାରଠାରୁ ୧୫ତାରିଖ ପର୍ଯ୍ୟନ୍ତ ସିଲ୍‌ କରିଦେଇଛନ୍ତି। ଦୀଘା ବେଳାଭୂମି ସିଲ୍‌ ପରେ ଓଡ଼ିଶାରୁ ଯାଇଥିବା ବହୁ ପର୍ଯ୍ୟଟକ...

ପ୍ରଥମ ଦିନରେ ୩୪୭୭ଙ୍କୁ ଟିକା

ଅନୁଗୋଳ ଅଫିସ,୪ ।୨ ଅନୁଗୋଳ ଜିଲାରେ ସୋମବାରଠାରୁ ୧୫ରୁ ୧୮ ବର୍ଷର ପିଲାଙ୍କ ଟିକାକରଣ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌ ୨୪ଟି ଟିକାକରଣ କେନ୍ଦ୍ର କରାଯାଇଥିବାବେଳେ ପ୍ରଥମ ଦିନରେ ୩୪୭୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି। ପୂର୍ବ...

ଆରମ୍ଭରୁ ଅଚଳ ଆଲୋକୀକରଣ

ଢେଙ୍କାନାଳ ଅଫିସ, ୪ ।୨ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସରେ ଫେଲ୍‌ ମାରିଛି ଉଜ୍ଜ୍ୱଳ ଆଲୋକୀକରଣ ବ୍ୟବସ୍ଥା। ୨୦୨୧ ମାର୍ଚ୍ଚ ୧୧ ଜାଗରଯାତ୍ରା ଅବସରରେ ୧୪ ବିଦ୍ୟୁତ୍‌ ଖୁଣ୍ଟରେ ଏଲ୍‌ଇଡି ଲାଇଟ୍‌...

ମାଓବାଦୀ ନାଁରେ ବଟି ମାଗୁଥିଲେ

ରାୟଗଡ଼ା ଅଫିସ,୩ା୧: ମାଓବାଦୀଙ୍କ ନାଁରେ ଜଣେ ମିଲ୍‌ ମାଲିକଙ୍କୁ ଧମକାଇ ବଟି ମାଗିବା ଅଭିଯୋଗରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ କରିଛି। ସେ ହେଲେ ଶେଷଖାଲ ଥାନା ଅନ୍ତର୍ଗତ ମହାବେକାକେଲି ଗ୍ରାମର ଭରତ ବଚେଲି(୩୭)।...

ପାଣିଟାଙ୍କିକୁ ଚଢିଲା ବେଳେ ଇଞ୍ଜିନିୟରଙ୍କୁ ଆକ୍ରମଣ କଲେ ମହୁମାଛି

ପାପଡ଼ାହାଣ୍ଡି,୨।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମେଗା ଜଳସେଚନ ପ୍ରକଳ୍ପର ସାଇଡ ଇଞ୍ଜିନିୟର ସୁରଞ୍ଜନ ଦାସ ଓ ସୁଧାକର ବାବୁ ରବିବାର ମହୁମାଛି ଆକ୍ରମଣରେ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, କଣ୍ଟାସାରୁରେ ଚାଲିଥିବା ନବନିର୍ମିତ ପାଣିଟାଙ୍କି କାମ ତଦାରଖ...

ଭିମ୍‌ସାର ଗବେଷଣା ରିପୋର୍ଟକୁ ମିଳିଲା ଡବ୍ଲ୍ୟୁଏଚ୍‌ଓ ମାନ୍ୟତା

ସମ୍ବଲପୁର,୩ା୧(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରର ଏକ ଡାକ୍ତରୀ ଟିମ୍‌ ଟିକା ନେବା ପରେ ସଂକ୍ରମଣ ଏବଂ ଏକ ନିର୍ଦ୍ଦିଷ୍ଟ ବ୍ଲଡ୍‌ ଗ୍ରୁପ୍‌ରେ ସଂକ୍ରମଣ ବୃଦ୍ଧିକୁ ନେଇ ଗବେଷଣା କରିଥିଲେ। ଏହି ଗବେଷଣା ରିପୋର୍ଟକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମାନ୍ୟତା...

ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଭର୍ଚ୍ଚୁଆଲ...

ବାସୁଦେବପୁର ମାଟିରେ ଥାଇ ଆପଲ ବେର୍‌

ପଦ୍ମପୁର,୩।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ପଞ୍ଚାୟତର ତୁଳମତୁଳା ଗ୍ରାମର କେନାଲ କୂଳରେ ଅଧଏକର ଜମିରେ ହୋଇଛି ବଗିଚା। ଚାରିପଟେ ନିବୁଜ ବାଡ଼ ସାଙ୍ଗକୁ ପକ୍ଷୀ କବଳରୁ ଫସଲକୁ ରକ୍ଷା କରିବା ପାଇଁ ଜାଲ ଘେରାଯାଇଛି। ଲାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri