ରାଜ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ...

ଜଳଜୀବନ ମିଶନ୍‌ରେ ଓଡ଼ିଶାକୁ ୮୩୧ କୋଟି

ଭୁବନେଶ୍ୱର, ୧।୧(ବ୍ୟୁରୋ): ଓଡ଼ିଶାରେ ଜଳଜୀବନ ମିଶନକୁ ତ୍ୱରାନ୍ବିତ କରିବା ପାଇଁ କେନ୍ଦ୍ର ସରକାର ୮୩୦ କୋଟି ୮୫ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଆଗାମୀ ୨୦୨୪ ସୁଦ୍ଧା ଓଡିଶା ‘ହର୍‌ ଘର ଜଲ’ ରାଜ୍ୟ ହେବା ପାଇଁ ଲକ୍ଷ୍ୟ ରଖିଛି। ରାଜ୍ୟରେ...

‘ମାଧୋ ସିଂଙ୍କ ବୀରତ୍ୱର କାହାଣୀ ଦେଶବାସୀ ଜାଣନ୍ତୁ’

ଭୁବନେଶ୍ୱର, ୧।୧(ବ୍ୟୁରୋ): ବ୍ରିଟିଶ ଶାସକଙ୍କ କବଳରୁ ଭାରତମାତାକୁ ରକ୍ଷା କରିବା ପାଇଁ ଅନେକ ବୀର ଜୀବନ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଶହୀଦ ମାଧୋ ସିଂ ଅନ୍ୟତମ। ୧୮୫୭ ମସିହାରେ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ବ୍ରିଟିଶ ଶାସକଙ୍କ...

୧୫ଦିନ ସୁଯୋଗ ଦେଲା ବିଏମ୍‌ସି

ଭୁବନେଶ୍ୱର,୧।୧(ବ୍ୟୁରୋ): ଅନଧିକୃତ ନିର୍ମାଣକୁ ନିୟମିତ କରାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନା ଅଧୀନରେ ଆସିଥିବା ଦରଖାସ୍ତଗୁଡ଼ିକରେ ଯେଉଁସବୁ ଆବଶ୍ୟକ ନଥିର ଅଭାବ ରହିଛି ସେହି ବାବଦରେ ବହୁ ପୂର୍ବରୁ ମହାନଗର...

‘ଲୋକଙ୍କ ସେବା, ସୁରକ୍ଷାକୁ ପ୍ରାଥମିକତା’

କଟକ ଅଫିସ,୧ା୧: ଓଡ଼ିିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ୧୯୮୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସୁନୀଲ କୁମାର ବଂଶଲ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ ଅବସରରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା।...

ରୌପ୍ୟ ପଦକ ଜିତିଲେ ପ୍ରମିଳା କିସାନୀ

ବୁଗୁଡ଼ା,୧ା୧(ଡି.ଏନ.ଏ.): ଆନ୍ଧ୍ର ପ୍ରଦେଶର ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ୱବିଦ୍ୟାଳୟଠାରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ୍‌ କଲେଜ ଛାତ୍ରୀ ପ୍ରମିଳା କିସାନୀ ରୌପ୍ୟ ପଦକ ଜିତି ଓଡ଼ିଶାର ନାମ ଉଜ୍ଜ୍ୱଳ କରିଛନ୍ତି। ଡିସେମ୍ବର ୨୭ରୁ...

ଭୁଲ୍‌ ସତ୍ୟପାଠ ଦାଖଲ କଲେ ଜେଲ

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନରେ ସଂଶୋଧନ ପାଇଁ ୩ଟି ଅଧ୍ୟାଦେଶକୁ ଅନୁମୋଦନ କରାଯାଇଛି। ଓଡ଼ିଶା ଗ୍ରାମପଞ୍ଚାୟତ ଅଧିନିୟମ-୧୯୬୪, ଓଡ଼ିଶା ପଞ୍ଚାୟତ ସମିତି ଅଧିନିୟମ-୧୯୫୯ ଏବଂ ଓଡ଼ିଶା ଜିଲା ପରିଷଦ...

ପିଲାଙ୍କୁ ଟିକା: ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର, ୧।୧(ବ୍ୟୁରୋ):  ଆସନ୍ତା ୩ ତାରିଖରୁ ରାଜ୍ୟରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହେଇଛନ୍ତି ସେମାନେ କୋଭାକ୍ସିନ ଟିକା...

ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ନେଇ ଅସନ୍ତୋଷ

କଳିଙ୍ଗନଗର,୧ା୧(ଡି.ଏନ.ଏ.): ଦାନଗଦି ପଞ୍ଚାୟତ ସମିତିର ୧୦ମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗରେ ଦେଖା ଦେଇଥିବା ଅବ୍ୟବସ୍ଥାକୁ ନେଇ ପଞ୍ଚାୟତ ଜନପ୍ରତିନିଧି ଅସନ୍ତୋଷ ପ୍ରକାଶ କରିଥିଲେ। ଗ୍ରାମ୍ୟ ପାନୀୟ...

‘ପ୍ରଥମେ ପଛୁଆ ବର୍ଗଙ୍କୁ ସଂରକ୍ଷଣ, ପରେ ନିର୍ବାଚନ କର’

ଭୁବନେଶ୍ୱର,୧।୧(ବ୍ୟୁରୋ): ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ଦାବିକୁ ଦୋହରାଇଛି କଂଗ୍ରେସ। ଶୁକ୍ରବାର ପ୍ରଦେଶ କଂଗ୍ରେସ କମିଟିର ୩ଜଣିଆ ପ୍ରତିନିଧି ଦଳ ଲୋକସେବା ଭବନକୁ ଯାଇ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଭେଟି ଏନେଇ...

ସାଙ୍ଗ ପାଇଁ ଦେଲେ ଜୀବନ

ଆନନ୍ଦପୁର,୩୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଢିଙ୍କିଆ ଗ୍ରାମର ଜଣେ ଯୁବକ ଶୁକ୍ରବାର ସାଙ୍ଗଙ୍କୁ ଉଦ୍ଧାର କରିବାକୁ ଯାଇ ରେମାଳ ଡ୍ୟାମ୍‌ରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଗ୍ରାମର କାଳନ୍ଦୀ ସାହୁଙ୍କ ପୁଅ ସୁବ୍ରତ(୨୧)। ସୂଚନା ଅନୁଯାୟୀ,...

ବର୍ଷ ଆରମ୍ଭରୁ ପିଲାଙ୍କ ପଞ୍ଜିକରଣ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩ ତାରିଖରୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନେ ଟିକା ନେବା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri