ରାଜ୍ୟ

ସୁବର୍ଣ୍ଣପୁର ହସ୍ପିଟାଲରେ ଶିଶୁ ବଦଳ ଅଭିଯୋଗ

ସୋନପୁର,୩୦।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁପୁତ୍ର ବଦଳ କରାଯାଇଥିବା ବୁଧବାର ଅଭିଯୋଗ ହୋଇଛି। ଘଟଣାର ୫ ଦିନ ପରେ ଏ ନେଇ ଉଲୁଣ୍ଡା ଥାନା ଗଣ୍ଡପାଲିର ବିଶିକେଶନ ଝାଙ୍କର ସୋନପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ହସ୍ପିଟାଲକୁ ଯାଇ...

‘ଆଗ ଓବିସିଙ୍କୁ ସଂରକ୍ଷଣ ଦିଅ, ପରେ ନିର୍ବାଚନ’

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆବର୍ଗ ତଥା ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରାଯାଉ। ତା’ପରେ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବାକୁ ଭାଜପା ବିଧାୟକମାନେ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ...

ଶିଳ୍ପ ସମୃଦ୍ଧ ଜିଲାରେ ବେକାରଙ୍କ ସଂଖ୍ୟା ବଢୁଛି

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍‌.ଏ.),୩୦।୧୨: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିତ୍କରଣ ଓ ଯାଜପୁର ଜିଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ବ୍ୟାସନଗର ସ୍ବୟଂଶାସିତ କଲେଜ ପରିସରରେ ଏକ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ତେବେ ଏଠାରୁ କଳିଙ୍ଗନଗର ଶିଳ୍ପାଞ୍ଚଳର ଦୂରତା ମାତ୍ର...

ଆରପାରିରେ ‘ଖଇରୀ’ର ପାଳିତା ମା’

କଟକ ଅଫିସ/ବାରିପଦା ଅଫିସ , ୩୦ା୧୨: ଶିମିଳିପାଳ ଅଭୟାରଣ୍ୟର ବାଘୁଣୀ ‘ଖଇରୀ’କୁ ପାଳିପୋଷି ବଡ଼ କରିଥିବା ନୀହାର ନଳିନୀ ସ୍ବାଇଁ(୮୮)ଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଜୀବଜନ୍ତୁ ପ୍ରେମୀ ତଥା ଖଇରୀର ପାଳିତା ମା’ ଭାବେ ନଳିନୀ ବେଶ୍‌...

ଆରପାରିରେ ବାଘୁଣୀର ପାଳିତ ମା’

ବାରିପଦା ଅଫିସ,୨୯ା୧୨- ବହୁଚର୍ଚ୍ଚିତ ଶିମିଳିପାଳ ଅଭୟାରଣ୍ୟର ବାଘୁଣୀ ‘ଖଇରୀ’କୁ ପାଳିପୋଷି ବଡ଼ କରିଥିବା ନିହାର ନଳିନୀ ସ୍ବାଇଁ(୮୮)ଙ୍କର ମଙ୍ଗଳବାର ରାତି ୧ଟାରେ କଟକଠାରେ ପରଲୋକ ହୋଇଯାଇଛି। ଜୀବଜନ୍ତୁ ପ୍ରେମୀ ତଥା ଖଇରୀର ପାଳିତା ମା’ ଭାବେ ସେ ବେଶ୍‌ ପରିଚିତ...

ମହିଳାଙ୍କ ଆକାଉଣ୍ଟରୁ ଗାଏବ ହୋଇଗଲା ୧୨.୪୫ ଲକ୍ଷ

ବାଲେଶ୍ୱର ଅଫିସ, ୨୯।୧୨: ବାଲେଶ୍ୱର ଜିଲାରେ ଏକ ବଡ଼ଧରଣର ସାଇବର ଠକେଇ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କ ଇଣ୍ଡସ୍‌ଇଣ୍ଡ ବ୍ୟାଙ୍କ, ବାଲେଶ୍ୱର ବ୍ରାଞ୍ଚରେ ଥିବା ଫିକ୍ସଡ୍‌ ଡିପୋଜିଟ୍‌ (ଏଫ୍‌ଡି) ୧୦ଲକ୍ଷ ଏବଂ ସେଭିଂ ଆକାଉଣ୍ଟରୁ ୨ଲକ୍ଷ ୪୫ହଜାର ଟଙ୍କା ଗାଏବ...

ବାଘରାଣୀ ‘ଖଇରୀ’କୁ ପାଳି ଚର୍ଚ୍ଚାରେ ଥିବା ସାହସୀ ମହିଳାଙ୍କ ପରଲୋକ

କଟକ ଅଫିସ,୨୯ା୧୨: ବାଘରାଣୀ ‘ଖଇରୀ’କୁ ଘରେ ପାଳି ଚର୍ଚ୍ଚାରେ ରହିଥିବା ସାହସୀ ମହିଳା ନିହାର ନଳିନୀ ସ୍ବାଇଁଙ୍କର ପରଲୋକ ହୋଇଛି। କଟକ ସିଦ୍ଧେଶ୍ୱର ସାହିଠାରେ ଥିବା ଏକ ବୃଦ୍ଧା ଆଶ୍ରମରେ ମଙ୍ଗଳବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।...

ଆଧାରକାର୍ଡ ନ ଥିଲେ ସ୍କୁଲ ଆଇ କାର୍ଡରେ ନେଇ ପାରିବେ ଟିକା

ଭୁବନେଶ୍ବର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଏ ନେଇ ସ୍କୁଲରେ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି...

ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପିଲାଙ୍କୁ ଟିକା

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ପିଲାଙ୍କୁ ଟିକା ଦିଆଯିବ । ସାରା ଦେଶରେ ୧୫ ରୁ ୧୮ ବର୍ଷର ପିଲାଙ୍କୁ ଏହି ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଯେଉଁଠି ପିଲାଙ୍କ ପାଇଁ ଟିକାକରଣ...

ବଦଳିପାରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିପାରେ। ଏ ନେଇ ଡିଏମ୍‌ଇଟି ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ସରକାର ପୂର୍ବ ସ୍ଥିତି ଦେଖି ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ। ସେତେବେଳେ ରାଜ୍ୟକୁ ଓମିକ୍ରନ ଆସି ନ ଥିଲା କି ସଂକ୍ରମଣ...

ଆଜି ବି ବର୍ଷିବ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ମଙ୍ଗଳବାର ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ବୁଧବାର ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବୁଧବାର ଓ...

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଡିସେମ୍ବର ୩୧ ସକାଳ ୬ରୁ ଜାନୁୟାରୀ ୨...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri