ରାଜ୍ୟ

ନିୟମିତ ହେବେ ବହୁଭାଷୀ ଶିକ୍ଷା ସହାୟକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ନିୟମିତ ହେବେ ୩୩୨୮ ବହୁଭାଷୀ ଶିକ୍ଷା ସହାୟକ। ୬ ବର୍ଷ ପରେ ସେମାନଙ୍କୁ ସହକାରୀ ଶିକ୍ଷକ ମାନ୍ୟତା ମିଳିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଆଦିବାସୀ ଅଧ୍ୟୁଷିତ...

ଓଡ଼ିଶାରେ ସ୍ବାଧୀନତା ସଂଗ୍ରାମ ୫ ପର୍ଯ୍ୟାୟରେ ହୋଇଥିଲା

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶା ଓ ମହାରାଷ୍ଟ୍ର ପତ୍ର ସୂଚନା କାର୍ଯ୍ୟାଳୟ ଏବଂ ଆଞ୍ଚଳିକ କ୍ଷେତ୍ରପ୍ରଚାର ବ୍ୟୁରୋ ପକ୍ଷରୁ ଶୁକ୍ରବାର ସ୍ବାଧୀନତା ସଂଗ୍ରାମରେ ଓଡ଼ିଶା ଓ ମହାରାଷ୍ଟ୍ରର ଅବଦାନ ଉପରେ ଏକ ଜାତୀୟ ୱେବିନାର...

ରେଙ୍ଗାଲି ଭୂତଳ ଜଳସେଚନ, ସାଳନ୍ଦୀ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର,୨୫ା୧୨ (ବ୍ୟୁରୋ): ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ରେଙ୍ଗାଲି ଭୂତଳ ପାଇପ ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ କରାଯାଇଛି। ଏଥିପାଇଁ ୪୪୩.୨୨ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏହାର ସମସ୍ତ ଖର୍ଚ୍ଚ ବହନ କରିବେ। ୨୦୨୩ ଡିସେମ୍ବର...

ସୁମିତଙ୍କ ପରିବାରର ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ତପସ୍ବିନୀ-ସୁମିତ ମାମଲାରେ ଶୁକ୍ରବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ହସ୍ତକ୍ଷେପ କରିଛନ୍ତି। ତପସ୍ବିନୀ ଶାଶୁଘରେ ରହିବାକୁ ଜିଦ ଧରିବା ଓ ଏନେଇ ତପସ୍ବିନୀଙ୍କ ସପକ୍ଷରେ ମହିଳାମାନେ ଗେଟ୍‌ ଭାଙ୍ଗି ସୁମିତଙ୍କ ଘରେ ପଶିବା ପରେ ତାଙ୍କ...

ପୂରଣ ହେବ ରାମିଆଳ ସେତୁ ସ୍ବପ୍ନ

ଭୁବନ, ୨୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଦେଇ ପ୍ରବାହିତ ରାମିଆଳ ନଦୀ ଉପରେ ନିର୍ମାଣ ହେବ ସେତୁ। ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଶୁକ୍ରବାର ଏହାର ଭୂମିପୂଜନ କରିଛନ୍ତି। ୧୧ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ୧୦୧ ମିଟର...

ତିନି ଲେୟାର, ଏନ୍‌-୯୫ ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ଓଡ଼ିଶାରୁ ୪ଜଣ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବାପରେ ସତର୍କ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଗୋଟିଏ ଲେୟାର ମାସ୍କ ନ ପିନ୍ଧି ତିନି ଲେୟାର ମାସ୍କ କିମ୍ବା ଏନ୍‌-୯୫ ମାସ୍କ ପିନ୍ଧିବା ପାଇଁ ଡିଏମ୍‌ଇଟି ରମାରମଣ ମହାନ୍ତି ପରାମର୍ଶ...

୨୮୪୮ ଏକର ଜମି ଅଧିଗ୍ରହଣ ବାକି

ଯାଜପୁର ଅଫିସ,୨୫ା୧୨: ରାଜ୍ୟରେ ବର୍ତ୍ତମାନ ୧୧ଟି ରେଳପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଚାଲିଛି। କରୋନା ମହାମାରୀ ପାଇଁ ଜମି ଅଧିଗ୍ରହଣ କାମ କିଛି ମାତ୍ରାରେ ବିଳମ୍ବ ହୋଇଛି। କିନ୍ତୁ ପରବର୍ତ୍ତୀ ସମୟରେ ଜମି ଅଧିଗ୍ରହଣ କାମ ପୂର୍ଣ୍ଣମାତ୍ରାରେ ଚାଲୁ ରହିବା...

ବଦଳିଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାକୁ ବଦଳାଇଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସାନି ସଂରକ୍ଷଣ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଥିବା ସଂରକ୍ଷଣ ତାଲିକାରେ ପରିବର୍ତ୍ତନ...

ବଡ଼ଦିନ, ନୂଆବର୍ଷ ପାଇଁ କଟକଣା

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): କରୋନା ସଂକ୍ରମଣ ଜାରି ରହିଥିବାବେଳେ ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ଚିନ୍ତା ବଢ଼ିଛି। ସଂକ୍ରମଣ ଏଡାଇବାକୁ ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ଶନିବାର ଅର୍ଥାତ୍‌ ୨୫ ତାରିଖ ବଡ଼ଦିନ ଓ...

ପ୍ରେମିକାଙ୍କ ଘରକୁ ଡାକି ପ୍ରେମିକଙ୍କୁ ପିଟିଲେ

ଭଦ୍ରକ ଅଫିସ, ୨୪।୧୨- ପ୍ରେମ କରି ମନ୍ଦିରରେ ବିବାହ କରିଥିଲେ। କିନ୍ତୁ ପ୍ରତାରଣା ଦେଲେ ପ୍ରେମିକା। ଘରକୁ ଡକାଇ ପରିବାର ବର୍ଗଙ୍କ ହାତରେ ଧରା ପକାଇ ଦେଲେ ପ୍ରେମିକଙ୍କୁ। ପ୍ରେମିକାଙ୍କ ପ୍ରତାରଣାର ଶିକାର ହୋଇଥିବା ପ୍ରେମିକ ଶେଷରେ ମାଡ଼ ଖାଇ...

ବଦଳିଲା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା; ମହିଳାଙ୍କୁ ୫୦% ଆସନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ସାନି ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ପୂର୍ବରୁ ଥିବା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାରେ ପରିବର୍ତ୍ତନ କରାଯାଇଛି। ନୂତନ ପ୍ରକାଶିତ ଚିଠା ବିଜ୍ଞପ୍ତିରେ ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ...

ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri