ରାଜ୍ୟ

ଉଠାଦୋକାନୀଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଉଠା ଦୋକାନୀଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ...

କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୫-ଟି ଉପକ୍ରମ ଅଧୀନରେ ମା’ଙ୍କର ଏହି...

ଜିରୋ ନାଇଟ୍‌ ସେଲିବ୍ରେଶନକୁ ବାରଣ କଲେ ସରକାର

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ...

ଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

କଟକ ଅଫିସ,୨୪।୧୨: ରାଜ୍ୟରେ ସୂଚାରୁ ରୂପେ ଧାନ ସଂଗ୍ରହ ଚାଲିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି । ଟୋକନ ବ୍ୟବସ୍ଥା ଓ ଟେକ୍ନୋଲୋଜି ଦୃଷ୍ଟିରୁ ଧାନ ସଂଗ୍ରହ ଠିକ୍‌ ଭାବେ...

ପୁରୀରେ ଖୋଲିଲା ‘ନିମନ୍ତ୍ରଣ’

ପୁରୀ ଅଫିସ,୨୪।୧୨: ଓଡ଼ିଆ ପାରମ୍ପରିକ ଖାଦ୍ୟର ପ୍ରଚାର ଓ ପ୍ରସାର ପାଇଁ ପୁରୀରେ ଖୋଲିଛି ‘ନିମନ୍ତ୍ରଣ’ ରେସ୍ତୋରାଁ। ସୁସ୍ବାଦୁ, ସ୍ବାସ୍ଥ୍ୟ ଅନୁକୂଳ ପରିବେଶରେ ଓଡ଼ିଆ ଖାଦ୍ୟ ସହ ଚାଇନିଜ ଖାଦ୍ୟ ମଧ୍ୟ ମେନ୍ୟୁରେ ସ୍ଥାନ ପାଇବ ବୋଲି ସୂଚନା ମିଳିଛି।...

ଯୁକ୍ତ ୨ ବାର୍ଷିକ ପରୀକ୍ଷା: ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା...

ଜାନୁୟାରୀ ୧୫ ସୁଦ୍ଧା ପ୍ରଥମ ଡୋଜ୍‌ ସାରିବାକୁ ଲକ୍ଷ୍ୟ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ବର,୨୪।୧୨(ବ୍ୟୁରୋ): ରାଜ୍ୟରେ ଏବେ ଘରକୁ ଘର ଟିକାକରଣ ଜାରି ରହିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି । ସେହିପରି ୩୭...

୫ ମହାନଗର ନିଗମ ଉଠା ଦୋକାନୀଙ୍କୁ କୋଭିଡ୍‌ ସହାୟତା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): କରୋନା ବିଶ୍ୱର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି । ମହାମାରୀ ଦ୍ୱାରା ରାସ୍ତାକଡ଼ର ଉଠା ଦୋକାନୀ ସବୁଠାରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠା ଦୋକାନୀଙ୍କୁ ୩ ହଜାର ଟଙ୍କାର ସହାୟତା ରାଶି...

ଢେଙ୍କାନାଳରେ ଲାଗୁ ହେବ ୧୪୪ ଧାରା

ଢେଙ୍କାନାଳ ,୨୪।୧୨: ଢେଙ୍କାନାଳରେ ବଡଦିନ ପାଇଁ ସମ୍ଭାବ୍ୟ ଭିଡ ଆଶଙ୍କାରେ ଜିଲାର ପ୍ରମୁଖ ଧର୍ମାନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀରେ ୧୪୪ ଧାରା ଲାଗୁ କରାଯିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ତେବେ ଡିସେମ୍ବର ୨୫ ରୁ...

ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ...

ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍‌ ତଳେ ପଡ଼ି ଯାଇଥିବା ବେଳେ ଘରେ...

ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ କରିଛନ୍ତି। ସେ ଜଣେ ଅତ୍ୟନ୍ତ ପରୋପକାରୀ, ଲୋକପ୍ରିୟ ରାଜନେତା ଥିଲେ। ତାଙ୍କ ବିୟୋଗରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri