ରାଜ୍ୟ

ଅଭିଯୁକ୍ତ ଟିଉଶନ ସାର୍‌ ଗିରଫ

ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍‌ ସାର୍‌ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ଗିରଫ କରିଛି। ଏଥିସହ ଛାତ୍ରୀଦ୍ୱୟଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଟିଉଶନ ସାର ଏବଂ...

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ

ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁଘରେ ଧାରଣା ଜାରି ରଖିଛନ୍ତି। ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ...

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପ ବଦଳିବ। ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ କାମ କରାଯିବ। ଏହି ପରିପ୍ରେକ୍ଷୀରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଜିଲା ଶିକ୍ଷାଧିକାରୀଙ୍କ...

ଅଭିଯୁକ୍ତ ରାଜେଶ ର’ ଅଫିସର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ୮୦କୋଟିର ନକଲି କାର୍ଯ୍ୟାଦେଶ ଦେଇ ଜଣେ ବ୍ୟବସାୟୀଙ୍କଠାରୁ ୧କୋଟି ୧୭ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇଥିବା ରାଜେଶ କୁମାର ଓରଫ ରାଜେଶ ଗେହେଲଟ ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଉଇଙ୍ଗ(ର’)ର ଅଧିକାରୀ...

ପାଣି ପାଇଁ ଲଢ଼େଇ

ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ ସ୍ଥାନୀୟ ଲୋକମାନେ ୧୪୪ ଧାରା ସତ୍ତ୍ୱେ ବରୁଣାଡିହାରେ ନିର୍ମାଣାଧୀନ ପ୍ରକଳ୍ପର ବିଭିନ୍ନ ସାମଗ୍ରୀ ଭଙ୍ଗାରୁଜା କରିବା ସହ...

ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନିର୍ଦ୍ଦେଶ

କଟକ ଅଫିସ,୨୩ା୧୨: ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ। ଏଥିସହିତ ସଂରକ୍ଷଣ ସମ୍ପର୍କିତ ଏକ ସାନି ବିଜ୍ଞପ୍ତି ଡିସେମ୍ବର ୨୭ସୁଦ୍ଧା ଜାରି କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...

ଆଜି ଢେଙ୍କାନାଳ, ଅନୁଗୋଳ, ତାଳଚେରକୁ ବସ୍‌ ବନ୍ଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ମଙ୍ଗୁଳିଠାରୁ ଅନୁଗୋଳକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୋହରୀକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଦୀର୍ଘ ୩ ବର୍ଷ ହେବ ରାସ୍ତା ନିର୍ମାଣ ଶେଷ ହେଉନାହିଁ। ଖାଲଖମାରେ ଭର୍ତ୍ତି ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି...

ଭୁବନେଶ୍ବରରେ ମିଶନ ଶକ୍ତି ବଜାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏହାସହିତ ଭୁବନେଶ୍ବର ଏସ୍‌ଆଇଆର୍‌ଡି କ୍ୟାମ୍ପସ୍‌ରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହିପରି ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର...

ମାସକ ପରେ ଟ୍ରକ୍‌ ଡ୍ରାଇଭରଙ୍କ ହତ୍ୟା ଉପରୁ ହଟିଲା ପର୍ଦ୍ଦା

ବାଙ୍ଗିରିପୋଷି,୨୨ା୧୨(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଭାଲୁପାହାଡ଼ି ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ଗତ ନଭେମ୍ବର ୨୧ରେ ବିହାର ରାଜ୍ୟର ସାରଣ ଅରୁଣ ରାୟ ନାମକ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତଦେହ ଜବତ ଘଟଣାର...

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୨।୧୨: ବହୁ ଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁ ଘରେ ଧାରଣା ଜାରି ରଖିଛନ୍ତି। ଅନ୍ୟପକ୍ଷେ ତପସ୍ବିନୀଙ୍କ ଓକିଲ...

ବଳାତ୍କାରୀଙ୍କୁ ୧୦ ବର୍ଷ, ସହଯୋଗୀଙ୍କୁ ୬ ବର୍ଷ ଜେଲ୍‌

ବାରିପଦା ଅଫିସ,୨୨।୧୨: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଦୋଷୀ ଶିବାନୀ...

ଫିଲ୍ମ ଦେଖିବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଧିମା ଚଳାଇଲେ ଡ୍ରାଇଭର

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇବା ପାଇଁ ସରକାରଙ୍କ ଦ୍ୱାରା ନିୟୋଜିତ କରାଯାଇଛି ୧୦୮ ଆମ୍ବୁଲାନ୍ସ। ବିଭିନ୍ନ ସମୟରେ ୧୦୮ ଆମ୍ବୁଲାନ୍ସ ପ୍ରଶଂସନୀୟ କାର୍ଯ୍ୟ କରି ପ୍ରଶଂସା ସାଉଁଟିଥିବା ବେଳେ ନିଟକରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହାକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri