ରାଜ୍ୟ

ଟ୍ରାଫିକ୍‌ ଆଇଆଇସିଙ୍କ ବିରୋଧରେ ମାମଲା

ଯାଜପୁର ଅଫିସ,୨୨ା୧୨: ଟ୍ରାଫିକ ନିୟମ ଖିଲାପ କରି ନ ଥିବା ସତ୍ତ୍ବେ ଜଣେ ଆଇନଜୀବୀଙ୍କ ନାମରେ ଅନ୍‌ଲାଇନ ଚାଲାଣ କଟାଯିବା ଘଟଣା ଚଣ୍ଡିଖୋଲ ଟ୍ରାଫିକ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। ଏଥିନେଇ ସମ୍ପୃକ୍ତ ଆଇନଜୀବୀ ଚଣ୍ଡିଖୋଲ ଜେଏମ୍‌ଏଫ୍‌ସିଙ୍କ କୋର୍ଟରେ ଏକ...

ସେତୁ ଶିଳାନ୍ୟାସକୁ ନେଇ ବିବାଦ ବରୁହାଁ-ବାଲିଚନ୍ଦ୍ରପୁର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୨ା୧୨ (ଡି.ଏନ.ଏ./ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ବାଲିଚଦ୍ରପୁର ପଞ୍ଚାୟତ ଅଧୀନ ବରୁହାଁ-ବାଲିଚନ୍ଦ୍ରପୁର ପୂର୍ତ୍ତ ବିଭାଗ ରାସ୍ତାର ରୁକୁଟିପାଟଠାରେ ବିରୂପା ନଦୀରେ ନିର୍ମାଣ ହେବାକୁ ଥିବା ସେତୁକୁ ନେଇ ବିବାଦ ଉପୁଜିଛି। ବୁଧବାର ପୂର୍ତ୍ତ ବିଭାଗ ତରଫରୁ ଏହି...

ସରକାରଙ୍କ ଜମି ଅଧିଗ୍ରହଣ, ପଟ୍ଟାରେ ଠିକା ସଂସ୍ଥା

କେନ୍ଦ୍ରାପଡ଼ା ଅଫିସ, ୨୨ା୧୨: ଭଦ୍ରକ ଜିଲାର ୪ ବ୍ଲକ ଓ ୩ ଏନ୍‌ଏସି ଅଞ୍ଚଳବାସୀଙ୍କୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଚାନ୍ଦବାଲି ବ୍ଲକ ନୂଆହାଟଠାରେ ମେଗା ପ୍ରକଳ୍ପ ନିର୍ମାଣ ହେଉଛି। ରାଜ୍ୟ ସରକାର ବସୁଧା ଯୋଜନାରେ ଏଥିପାଇଁ...

ଆସୁଛି ବଡ଼ଦିନ: ଜମିଲାଣି ବଜାର

ଆସୁଛି ବଡ଼ଦିନ। ରାଜଧାନୀରେ ଧୀରେ ଧୀରେ ଜମିଲାଣି ସାନ୍ତାକ୍ଲଜ, କ୍ରିସ୍‌ମାସ ଟ୍ରି, ଲାଇଟିଂ ଷ୍ଟାର ଓ ସାଜସଜ୍ଜା ସାମଗ୍ରୀର ବେପାର। ଭଳିକି ଭଳି ସୁସ୍ବାଦୁ କେକ୍‌ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଭିନ୍ନ ଚର୍ଚ୍ଚକୁ ମଧ୍ୟ ସଜ୍ଜିତ କରାଯାଉଛି। କରୋନା ମହାମାରୀ...

ବ୍ୟାଙ୍କରୁ ୧ କୋଟି ୧୬ ଲକ୍ଷ ଠକେଇ

ଭୁବନେଶ୍ୱର, ୨୨ା୧୨(ବ୍ୟୁରୋ): ଏକ ଘରୋଇ ବ୍ୟାଙ୍କର ଆସିଷ୍ଟାଣ୍ଟ ମ୍ୟାନେଜର ବିଭିନ୍ନ ଗ୍ରାହକଙ୍କ ଆକାଉଣ୍ଟରୁ ୧ କୋଟି ୧୬ ଲକ୍ଷ ଟଙ୍କାର ଲୋନ୍‌ ଉଠାଇନେଇଛନ୍ତି। ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଫିକ୍ସ ଡିପୋଜିଟ୍‌ରୁ ୭ଲକ୍ଷ ଟଙ୍କା ଲୋନ୍‌ ନେଇଥିବା ଜଣାପଡ଼ିବା ପରେ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ...

ଜାଡ଼ରେ ଥରୁଛି ରାଜ୍ୟ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହି ଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୩ ରୁ ୪ ଦିନ ଧରି ଓଡ଼ିଶା...

ଜାଡ଼ରେ ଥରୁଛି ତେଲକୋଇ

ତେଲକୋଇ, ୨୨।୧୨ ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ପାହାଡି ଅଞ୍ଚଳରେ ଶୀତର ଲହରି ଜାରି ରହିଥିବାରୁ କେହି ଘରୁ ବାହାରି ପାରୁନାହାନ୍ତି। ଏପରିକି ଜଙ୍ଗଲ ଅଞ୍ଚଳରେ ଥିବା ଯୁଆଙ୍ଗ ଓ ଭୁୟାଁ ଜନଜାତି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ...

ଜଳେଶ୍ୱରରେ ଛତିଶଗଡ଼ ପୋଲିସ

ଜଳେଶ୍ୱର, ୨୨।୧୨(ଡି.ଏନ.ଏ.) ଗ୍ରୀନ୍‌-ରେ ଚିଟ୍‌ଫଣ୍ଡ ସମଗ୍ର ଦେଶରୁ ୨ହଜାର କୋଟିରୁ ଅଧିକ ଟଙ୍କା ଲୁଟିଥିବା ବେଳେ ଓଡ଼ିଶାରୁ ପ୍ରାୟ ୫୦୦ କୋଟି ଟଙ୍କା ଲୁଟି ନେଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଜଳେଶ୍ୱରଠାରେ ଥିବା ଏହାର ମୁଖ୍ୟ କାଯର୍‌ୟାଳୟକୁ ୨୦୧୩...

୩୨ ବର୍ଷ ବିତିଲା, ମିଳୁନି ଜମିପଟ୍ଟା

ବାରିପଦା ଅଫିସ,୨୨।୧୨ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ତଟବର୍ତ୍ତୀ ମଧୁବନ ଅଞ୍ଚଳରେ ଗୃହ ଓ ସହରୀ ବିକାଶ ନିଗମ(ହୁଡକୋ) ପକ୍ଷରୁ ଗୃହ ଯୋଗାଇ ଦିଆଯାଇଥିବା ହିତାଧିକାରୀଙ୍କୁ ଜମିପଟ୍ଟା ଦେବାକୁ ବାରିପଦା ଟାଉନ କଂଗ୍ରେସ ପକ୍ଷରୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ଟାଉନ...

ନିର୍ଦ୍ଦେଶ ଉଲ୍ଲଂଘନ କରି ବଦଳ

ଅନୁଗୋଳ ଅଫିସ, ୨୨।୧୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରଙ୍କ ନିର୍ଦ୍ଦେଶକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରାଯାଉ ନାହିଁ। କେତେବେଳେ ବଦଳି ନିର୍ଦ୍ଦେଶର ପାଳନ ହେଉ ନାହିଁ ତ ପୁଣି କେବେ ବଦଳି ନ କରିବାକୁ ଚିଠି ଆସିଥିବା ସତ୍ତ୍ୱେ...

ବସୁନ୍ଧରା ଯୋଜନାରେ ଜାଗା ମିଳୁ

ତାଳଚେର,୨୨।୧୨(ନି.ପ୍ର.) ସରକାରଙ୍କ ବସୁନ୍ଧରା ଯୋଜନାରେ ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତର ଭୂମିହୀନ ପଛୁଆ ବର୍ଗ ପରିବାରଙ୍କୁ ଜାଗା ଯୋଗାଇ ଦେବାକୁ ତାଳଚେର ଜନ ବିକାଶ କଲ୍ୟାଣ ସଂଘ ପକ୍ଷରୁ ଦାବି କରାଯାଇଛି। ଏ ନେଇ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri