ରାଜ୍ୟ

ସହର ସୁରକ୍ଷାକୁ ଗୁରୁତ୍ୱ ନାହିଁ

ଅନୁଗୋଳ ଅଫିସ, ୨୨।୧୨ ବଜାର ମଧ୍ୟରେ ହେଉ କିମ୍ବା କଲୋନୀ, ଲୁଟ୍‌, ଛିନତାଇ କରି ସହଜରେ ଖସିଯାଉଛନ୍ତି ଦୁର୍ବୃତ୍ତ। ସର୍ବସମ୍ମୁଖରେ ଅପରାଧ ଘଟୁଥିଲେ ମଧ୍ୟ ରୋକିବାକୁ କେହି ନାହିଁ। ପୋଲିସ ପାଟ୍ରୋଲିଂ, ଗୋଇନ୍ଦା ଓ ସ୍ପେଶାଲ ସ୍କ୍ବାଡ୍‌ ଯେମିତି ଫେଲ...

ଛିଣ୍ଡୁନି ଅଡୁଆ, ବଢୁଛି ଚିନ୍ତା

ଢେଙ୍କାନାଳ ଅଫିସ, ୨୨।୧୨ ଅମଳ ହୋଇ ଖଳାରେ ପଡ଼ିଛି ଧାନ। ଝାଳବୁହା ପରିଶ୍ରମର ମୂଲ୍ୟ ପାଇବାକୁ ଜଗିରହିଛନ୍ତି ଚାଷୀ। ଅଥଚ ଢେଙ୍କାନାଳ ଜିଲାରେ ମଣ୍ଡି କେବେ ଖୋଲିବ ଏବଂ କିପରି ଧାନ କିଣାଯିବ ତାହା ସ୍ପଷ୍ଟ ହୋଇପାରୁନାହିଁ। ଏପଟେ ଟୋକନ...

ଟ୍ୟୁଶନ୍‌ ସାରଙ୍କ ନାଁରେ ୨ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଦୁଇ ଜଣ ଛାତ୍ରୀଙ୍କୁ ଜଣେ ଟ୍ୟୁଶନ୍‌ ମାଷ୍ଟର ଅପହରଣ କରିନେଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ଟ୍ୟୁଶନ୍‌ ସାର୍‌ଙ୍କ ନାଁରେ ଏକ ଅପହରଣ ମାମଲା (ନଂ.୪୩୫/୨୧) ରୁଜୁ କରି ତଦନ୍ତ ଆରମ୍ଭ...

ଦାରିଙ୍ଗବାଡ଼ି ପରେ କେନ୍ଦୁଝରରେ ତୁଷାରପାତ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଦାରିଙ୍ଗବାଡ଼ି ପରେ କେନ୍ଦୁଝର ଜିଲାରେ ମଧ୍ୟ ତୁଷାରପାତ ହେଉଛି। କେନ୍ଦୁଝର ଜିଲାର ତାପମାତ୍ରା ହ୍ରାସ ପାଇ ମଙ୍ଗଳବାର ସକାଳେ ୬.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସୋମବାର ୭.୪ ଡିଗ୍ରୀ ରହିଥିଲା। ବୁଧବାର ତାପମାତ୍ରା ଆହୁରି...

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ ନବୀନ ମୁଣ୍ଡା। ସୂଚନା ମୁତାବକ, ନାବାଳିକା...

କଏନ ନେବାକୁ ରାଜି ହେଲା ବ୍ୟାଙ୍କ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ଏଭଳି ଆଶ୍ୱାସନା ଦେଇଛନ୍ତି ଲିଡ...

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌; ରହିଛି ବମିଖାଲ-ଭିଏସ୍‌ଏସ୍‌ ନଗରର ଏସବୁ ଅଞ୍ଚଳ

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍‌। ଏକାଧିକ କୋଭିଡ୍‌ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି ମଙ୍ଗଳବାର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍‌ଏସ୍‌...

ଘର ମରାମତି ଲାଗି ଓଡ଼ିଶାର ୩୦ ଲକ୍ଷ ପରିବାରକୁ ମିଳିବ ସହାୟତା

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ଘର ମରାମତି ନେଇ ସହାୟତା ଦେବେ ରାଜ୍ୟ ସରକାର। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଏବଂ ଖଣି ଅଞ୍ଚଳ...

ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪ ଡିଗ୍ରୀ ରହିଥିଲା। ଦିନକୁ ଦିନ ପାରଦ ତଳକୁ ଖସୁଥିବା ଦାରିଙ୍ଗବାଡ଼ି ବିଡିଓ ଗଦାଧର...

ରାସନକାର୍ଡଧାରୀଙ୍କ ପାଇଁ ବଡ ଘୋଷଣା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ମିଳିବ । ଏଥିପାଇଁ ରାଜ୍ୟ...

ବଡ଼ଦିନ ଯାଏ ପ୍ରବଳ ଶୀତ: ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଓଡ଼ିଶା ପ୍ରବଳ ଶୀତରେ ଥରୁଛି। ଆଗାମୀ ଦୁଇ-ତିନି ଦିନ ଯାଏ ରାଜ୍ୟରେ ଶୀତ ଲହରି ଜାରି ରହିବା ନେଇ ପାଣିପାଗ ବିଭାଗ ସତର୍କ କରିଛି। ବଡ଼ ଦିନ ଯାଏ ଶୀତ ରହିବ। ସୋମବାର ରାତିରେ ଦାରିଙ୍ଗବାଡ଼ିକୁ ରାଜ୍ୟର ସବୁଠାରୁ...

ପିଟିପିଟି ଯୁବକଙ୍କ ଜୀବନ ନେଇଗଲେ

ରାଉରକେଲା ଅଫିସ,୨୧।୧୨: ସୁନ୍ଦରଗଡ଼ ଜିଲା ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ଅନ୍ତର୍ଗତ ନୟାବଜାର ସେକ୍ଟର ୨୧ ଅଞ୍ଚଳରେ ମଙ୍ଗଳବାର ଦିନ ଦ୍ରିପହରରେ ଜଣେ ଯୁବକଙ୍କୁ ଆକ୍ରମଣ କରି କିଛି ଦୁର୍ବତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri