ରାଜ୍ୟ

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରୀ

ଜି.ଉଦୟଗିରି,୧୯ା୧୨(ଡି.ଏନ୍‌.ଏ.): ତିନିଦିନ ଧରି ପାରଦ ତଳମୁହାଁ ହେବାରେ ଲାଗିଛି। ଜି. ଉଦୟଗିରି ସହରରେ ଶନିବାର ଓ ରବିବାର ଦୁଇଦିନ ଧରି ପାରଦ ୬.୮ ଡିଗ୍ରୀ ସେଲ୍‌ସିୟସ ରହୁଛି ବୋଲି ଜି.ଉଦୟଗିରି କୃଷି ଗବେଷଣା ଅନୁଷ୍ଠାନ ପକ୍ଷରୁ ଜଣାଯାଇଛି। ଜି. ଉଦୟଗିରି...

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪ କୁ ବୃଦ୍ଧି ପାଇଛି। ୨ ମୃତକ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ଜଣେ ଥିବା ବେଳେ ବାଲେଶ୍ୱରରୁ ଜଣେ ଅଛନ୍ତି। ତେବେ...

ଅପାରଗତାରୁ ଇ-ସେବା ଫେଲ୍‌

ଭୁବନେଶ୍ୱର,୧୯ା୧୨(ବ୍ୟୁରୋ): ସବୁ କାର୍ଯ୍ୟ ଡିଜିଟାଲରେ ହେବ। ଲୋକମାନଙ୍କୁ ବାରମ୍ବାର ଅଫିସ ଦୌଡ଼ିବାକୁ ପଡ଼ିବ ନାହିଁ। ରାଜ୍ୟର ସମସ୍ତ ସହରାଞ୍ଚଳରେ ଲୋକମାନେ ଇ-ସେବା ପାଇପାରିବେ। ଜନ୍ମ ମୃତ୍ୟୁ ପଞ୍ଜୀକରଣଠାରୁ ଆରମ୍ଭ କରି ହୋଲ୍‌ଡିଂ ଟ୍ୟାକ୍ସ, ସମ୍ପତ୍ତି ଟିକସ, ପ୍ରମାଣପତ୍ର ଏବଂ ବିଭିନ୍ନ...

ବିଦ୍ୟୁତ୍‌ ବିଭାଗର ଚିଠିକୁ ତହସିଲର ଅଣଦେଖା

ନାଉଗାଁ,୧୯ା୧୨(ସ୍ବ.ପ୍ର.): ନାଉଗାଁ ବ୍ଲକରେ ଉପଭୋକ୍ତାଙ୍କୁ ସୁବିଧାରେ ବିଦ୍ୟୁତ୍‌ ଯୋଗାଇବାକୁ ୩ଟି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ନିର୍ମାଣ କରାଯାଇଛି। ବ୍ଲକ୍‌ର ଥାନା ଛକ, ଅଲଣାହାଟର ଭାତପଡ଼ା ଓ ଡେରିକିଠାରେ ଷ୍ଟ୍ରକ୍‌ଚର ରହିଛି। ଡେରିକିଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ଏପ୍ରିଲ ୨୦୨୧ରେ...

ସ୍ବଦେଶ ଦର୍ଶନ ଯୋଜନାରେ ଓଡ଼ିଶାକୁ ଅଣଦେଖା

ଯାଜପୁର ଅଫିସ,୧୯ା୧୨: ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକ ଆସିଲେ କେନ୍ଦ୍ର ସରକାର ମଧ୍ୟ ବିିଭିନ୍ନ ବାଟରେ ଆର୍ଥିକ ଲାଭବାନ୍‌ ହେଉଛନ୍ତି। କିନ୍ତୁ ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ଆଖିବୁଜି ଦେଉଛନ୍ତି। ଏ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସ୍ବଦେଶ ଦର୍ଶନ ଯୋଜନାକୁ ଉଦାହରଣ...

ଆଜି ରାଜ୍ୟରୁ ୧୯୩ ପଜିଟିଭ୍‌ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ଶିଶୁ

ଭୁବନେଶ୍ୱର,୧୯ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୮୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୨ ଜଣ ଚିହ୍ନଟ...

ପ୍ରାଣୀ ଚିକିତ୍ସକ ସୁରେନ୍ଦ୍ର ରାୟଙ୍କ ପରଲୋକ

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ବିଶିଷ୍ଟ ପ୍ରାଣୀ ଚିକିତ୍ସକ ଡା. ସୁରେନ୍ଦ୍ର କୁମାର ରାୟଙ୍କ ଶନିବାର ସକାଳ ପ୍ରାୟ ସାଢ଼େ ୮ଟାରେ ପରଲୋକ ଘଟିଛି। ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଭାଇ ଆର୍‌. କେ....

ଯୁକ୍ତ ୩ ପିଲା ପଢ଼ିବେ ନୈତିକତା ପାଠ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଯୁକ୍ତ୩ ପାଠ୍ୟ ଖସଡ଼ାରେ ‘ନୀତିଶାସ୍ତ୍ର ଓ ମୂଲ୍ୟବୋଧ (Ethics and Values)’ ଶିକ୍ଷାର ଏକ ନୂଆ ପାଠ୍ୟକ୍ରମ ସାମିଲ ହୋଇଛି। ଏହାକୁ ବାଧ୍ୟତାମୂଳକ ବିଷୟ ଭାବେ ରଖାଯାଇଛି। ସମ୍ପୂର୍ଣ୍ଣ ସିଲାବସ୍‌କୁ ୬ଟି ୟୁନିଟ୍‌ରେ ବିଭକ୍ତ କରାଯାଇଛି। ସମସ୍ତ ବିଜ୍ଞାନ,...

ଷ୍ଟାର୍ଟଅପ୍‌ ଚିଠାନୀତି ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଚନ୍ଦ୍ରଶେଖରପୁରଠାରେ ଓ-ହବ୍‌ ଷ୍ଟାର୍ଟଅପ୍‌ ସେଣ୍ଟରକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୁବ ଉଦ୍ୟୋଗୀଙ୍କ ସହ ଆଲୋଚନା କରିଛନ୍ତି। ଓ-ହବ୍‌ ଷ୍ଟାର୍ଟଅପ୍‌ ଓଡ଼ିଶା ଇନ୍‌କ୍ୟୁବେଶନ୍‌ ସେଣ୍ଟର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ...

ବେଦିକ କଲେଜରେ ବଢୁଛି ସଂକ୍ରମଣ

ସମ୍ବଲପୁର,୧୮ା୧୨(ବ୍ୟୁରୋ): ସମ୍ବଲପୁର ଶାସନସ୍ଥିତ ବେଦିକ କଲେଜରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ଶନିବାର ୯ରେ ପହଞ୍ଚିଛି। ସମସ୍ତ ଛାତ୍ର ଗୋଟିଏ ହଷ୍ଟେଲରେ ରହୁଥିବା ଜଣାପଡିଛି। ଖବର ପ୍ରଚାର ହେବା ପରେ କଲେଜ ପରିସରରେ ଭୟର ବାତାବରଣ ଖେଳିଯାଇଛି। ଏଡିଏମ୍‌ଓ...

‘ଓଡ଼ିଶାରେ ଦୈନିକ ଚିହ୍ନଟ ହେବେ ୩୦ରୁ ୫୦ ହଜାର’

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ପୁଣି ଡରାଇଲାଣି କରୋନା। ବାହାର ଦେଶରେ ସଂକ୍ରମଣ ବଢୁଥିବା ବେଳେ ଦେଶରେ ମଧ୍ୟ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଡିସେମ୍ବର ଶେଷ କିମ୍ବା ଜାନୁୟାରୀ ପ୍ରଥମ ସପ୍ତାହରେ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଜାନୁୟାରୀ ତୃତୀୟ ସପ୍ତାହ...

ଖସୁଛି ତାପମାତ୍ରା, ବଢୁଛି ଶୀତ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ରାଜ୍ୟରେ ତାପମାତ୍ରା କମୁଥିବା ବେଳେ ବଢ଼ି ଚାଲିଛି ଶୀତ। ପ୍ରବଳ ଶୀତରେ ଥରୁଛି ରାଜ୍ୟ। ଏପରିକି ରାଜ୍ୟର ୧୨ ସହରର ତାପମାତ୍ରା ୧୨ ଡିଗ୍ରୀ ତଳେ ରହିଛି। କ୍ରମାଗତ ଭାବରେ ଉତ୍ତର ଦିଗରୁ ଓଡ଼ିଶା ମଧ୍ୟକୁ ଥଣ୍ଡା ଏବଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri