ରାଜ୍ୟ

ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ...

କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ପକ୍ଷରୁ ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗରେ ଏକ ବୃହତ୍‌ ଷ୍ଟିଲ୍‌ପ୍ଲାଣ୍ଟ ସ୍ଥାପନ ହେବ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ପଡ଼ିଶା ଘର ଆଗରେ ପରିସ୍ରା କରିବାରୁ ଗଲା ଜୀବନ

ଜଗତ୍‌ସିଂହପୁର,୧୮।୧୨: ଘର ଆଗରେ ପରିସ୍ରା କରିବାରୁ ପଡ଼ୋଶୀଙ୍କୁ ହତ୍ୟା କରିଛନ୍ତି ଜଣେ ୩୫ ବର୍ଷୀୟ ଯୁବକ। ଏଭଳି ଘଟଣା ଘଟିଛି ଜଗତ୍‌ସିଂହପୁରର ନିମାପଡ଼ା ଗାଁରେ। ମୃତକ ହେଲେ ୪୦ ବର୍ଷୀୟ ଅଭୟ କୁମାର ନାୟକ। ପେଶାରେ ସେ ଜଣେ ଅଟୋ...

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି...

ଓଲଟିଲା ମାଲବାହୀ ଟ୍ରେନ ବଗି

କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି ଏହି ଲାଇନରେ ଯାଉଥିବା ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ରେଳ ବିଭାଗ ବାତିଲ...

ଟିକା ନେବା ପରେ ଗଲା ୨ ଜୀବନ

କୁଳିଅଣା,୧୭ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଧୀନ କେଶରପୁର ବିଦ୍ୟାଳୟ ଟିକାକରଣ କେନ୍ଦ୍ରରେ ଗୁରୁବାର ପ୍ରଥମ ଡୋଜ୍‌ କୋଭିସିଲ୍ଡ ଟିକା ନେବାର କିଛି ସମୟ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିପିନ ମହାନ୍ତ। ଟିକା ନେଇ...

ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା...

ସଂକ୍ରମଣ ବଢ଼ିଲେ ଖୋଲିବ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ...

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ ଛାତରୁ ଖସି ବଅଁରପାଳ ଥାନା ଗୋତମରା ଗ୍ରାମର ପଦ୍ମଚରଣ ବିଶ୍ୱାଳଙ୍କ ପୁଅ ଚିକୁନ...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri