ରାଜ୍ୟ

ଖୁବ୍‌ଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା!

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ...

ଫସଲ କ୍ଷୟକ୍ଷତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୧୩।୧୨ (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ/ଜଗତ୍‌ସିଂହପୁର ଅଫିସ ବାତ୍ୟା ‘ଜୱାଦ’ଜନିତ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଟିମ୍‌ ରବିବାର କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାକୁ ଯାଇ ସ୍ଥିତି ପରଖିଛି। କେନ୍ଦ୍ରୀୟ...

ଚାଷୀଙ୍କ କ୍ଷତିଭରଣା ପୂର୍ବରୁ ଆରମ୍ଭ ରାଜନୈତିକ ଟଣାଓଟରା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରତ୍ୟେକ ଥର ବାତ୍ୟା ପରେ ସହାୟତା ଏବଂ କ୍ଷତିପୂରଣ ମିଳିବା ପୂର୍ବରୁ କେନ୍ଦ୍ରୀୟ ଟିମ୍‌ ଆସିବା ପରେ ଯେପରି ରାଜନୀତି ଜୋର୍‌ ଧରେ ଏଥର ମଧ୍ୟ ତାହା ଦେଖିବାକୁ ମିଳିଛି। ବିଜେଡି କହିଛି ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଭରଣା ଲାଗି...

ଜୀବିକା ପାଲଟିଛି ଝୋଟ ଶିଳ୍ପ

ବାଲେଶ୍ୱର ଅଫିସ,୧୩|୧୨: ବାଲେଶ୍ୱର ଜିଲାରେ ମିଶନ ଶକ୍ତି ଦ୍ୱାରା ପରିଚାଳିତ ମହିଳା ଉତ୍ପାଦକ ଗୋଷ୍ଠୀମାନଙ୍କୁ ଝୋଟ ଶିଳ୍ପର ବିକାଶ ନିମନ୍ତେ ସରକାର ବିଭିନ୍ନ ସହାୟତା ଯୋଗାଇ ଦେଉଛନ୍ତି। ବାହାନଗା ବ୍ଲକ ପଣପଣା ପଞ୍ଚାୟତ ଅନ୍ତର୍ଗତ ମାଳଦାପଡ଼ା ଗାଁରେ ୭ଟି ଏସ୍‌ଏଚ୍‌ଜି...

କଟକ ଗସ୍ତରେ ମୁଖ୍ୟମନ୍ତ୍ରୀ; ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡର ହେବ ଶୁଭାରମ୍ଭ

କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିବା ବେଳେ ସୋମବାର କଟକ ଜିଲାରେ...

ରାଜଧାନୀରେ ଆନ୍ତଃରାଜ୍ୟ କାର ଚୋରି ର଼୍ୟାକେଟ୍‌

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍‌ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍‌ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି।...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ବରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ...

୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍‌ସିସି ପତାକା

ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି)ର କ୍ୟାଡେଟ୍‌ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର ୧୬ହଜାର ୫୦୦ ଫୁଟ ଉଚ୍ଚ ପର୍ବତାରୋହଣ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ...

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩...

ଆଗେଇପାରୁନି ପ୍ରସ୍ତାବିତ ୩ ବନ୍ଦର କାମ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ ଏକ ନଦୀଭିତ୍ତିକ ବନ୍ଦର ସ୍ଥାପନ ଲାଗି ପ୍ରସ୍ତାବ ରହିଛି। ହେଲେ ଏଯାଏ...

ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ...

ରାଜ୍ୟରେ ବଢୁଛି ବେରୋଜଗାରୀ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ି ମଧ୍ୟରେ ବେରୋଜଗାରୀ ସମସ୍ୟା ଗୁରୁତର ଭାବେ ବୃଦ୍ଧି ପାଇଥିବା ଦେଖାଯାଇଛି। ନିକଟରେ ପ୍ରକାଶିତ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍‌ଆଇଇ)ର ତ୍ରୈମାସିକ ରିପୋର୍ଟ (ମେ’-ଅଗଷ୍ଟ ୨୦୨୧)ରୁ ଏହା ଜଣାପଡ଼ିଛି। ଉକ୍ତ ରିପୋର୍ଟରେ ମଧ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri