ରାଜ୍ୟ

ଧାରା ୩୦୭ରେ ମାମଲା ଦାବିକଲା କଂଗ୍ରେସ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ସନ୍‌ସାଇନ ପବ୍ଲିକ୍‌ ସ୍କୁଲ୍‌ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡରେ ସଂପୃକ୍ତି ଦର୍ଶାଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ସହ ହାଇକୋର୍ଟ ଜଜ୍‌ଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ ଦାବିରେ ଶୁକ୍ରବାର ଛାତ୍ର...

ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଆଉ ୪ ମାସ ଲାଗି ମାଗଣାରେ ଅଧିକ ୫ କିଲୋ ଚାଉଳ ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହି ଘୋଷଣା କରିଛନ୍ତି। ରାଶନ କାର୍ଡ ହିତାଧିକାରୀମାନଙ୍କୁ ୨୦୨୧ ଡିସେମ୍ବରରୁ...

ପାଣିରେ ପଡ଼ିଲା ଚେକ୍‌ଡ୍ୟାମ ଟଙ୍କା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପୁଳାପୁଳା ଚେକ୍‌ଡ୍ୟାମ ନିର୍ମାଣ କରୁଛନ୍ତି। ମାତ୍ର ସେଗୁଡ଼ିକ ଚାଷୀଙ୍କ କାମରେ ଆସୁନାହିଁ। ବର୍ଷାଦିନେ ବି ପାଣି ଟୋପାଏ ରହୁନାହିଁ। ଚେକ୍‌ଡ୍ୟାମ ନିର୍ମାଣ କରି ବିଭାଗୀୟ ଅଧିକାରୀ, ଠିକାଦାର...

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଭଦ୍ରକ ଜିଲାର। ତେବେ ଆଜି ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୯୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୬ ଜଣ...

୨୦୦ ଫୁଟ ତଳକୁ ଓଲଟିଲା ପିକ୍‌ଅପ୍‌ ଭ୍ୟାନ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଗୁରୁତର ଆହତ...

ଦୁର୍ଘଟଣାରେ ଗଲା ୩ ଜୀବନ

ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର ଜିଲା ଡାବୁଗାଁ – ଉମରକୋଟ ୩୯ ନମ୍ବର ରାଜ ପଥ ସରାଗୁଡା ଛକ...

‘ ମୋ ସ୍ବାମୀଙ୍କୁ ଖୋଜିକି ଆଣନ୍ତୁ’

ଆସିକା,୧୧।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ଚିନିଶିଳ୍ପ ଅତିଥି ଭବନରେ ସ୍ତ୍ରୀ ତପସ୍ବିନୀ ଦାସଙ୍କୁ ଏକାକୀ ଛାଡ଼ି ଡାକ୍ତର ସ୍ବାମୀ ସୁମିତ ସାହୁ କେଉଁଆଡ଼େ ପଳାଇଛନ୍ତି। ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୩ ତାରିଖରୁ ତପସ୍ବିନୀ ଓ ସୁମିତ ଏକାଠି...

ମୃତ ହେଟାବାଘର ନଖ କାଟିନେଲେ

କୋକସରା:୧୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ସାଗରପଡ଼ା ନିକଟରେ ଏକ ଗାଡି ଧକ୍କାରେ ଏକ ହେଟାବାଘର ମୃତ୍ୟୁ ଘଟିଛି। ବାଘଟି ରାସ୍ତା ପାରି ହେଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ...

ବିଜେଡିର ହାତ ଧରିଲେ ଧନୁର୍ଜୟ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସବୁ କଳ୍ପନା ଜଳ୍ପନା ଅନ୍ତ ଘଟାଇ ଶନିବାର ପୂର୍ବତନ ଚମ୍ପୁଆ ବିଧାୟକ ଧନୁର୍ଜୟ ସିଦ୍ଧୁ ବିଜେଡିର ହାତ ଧରିଛନ୍ତି। ଭୁବନେଶ୍ୱରରେ ଦଳୀୟ ଅଫିସରେ ଏକ କାର୍ଯ୍ୟକ୍ରମରେ ତାଙ୍କ ସହିତ ଭାଜପା ଓବିସି ମୋର୍ଚ୍ଚାର ସଭାପତି ମିତ୍ରଭାନୁ ମହାକୁଡ, ସାଧାରଣ...

ଏୟାରଲିଫ୍ଟ ହେଲେ ବିଧାୟକ ବଦ୍ରି ନାରାୟଣ ପାତ୍ର

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଫଳରେ ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର...

ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri