ରାଜ୍ୟ

ବନ୍ଦ ହେଲା ଲକ୍ଷ୍ମୀ ବସ୍‌!, ଏହି ଜିଲାରେ ବନ୍ଦ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର,୩।୮:ବନ୍ଦ ହେଲା ଲକ୍ଷ୍ମୀ ବସ୍‌! ଆଉ ଗଡିବନି ଲକ୍ଷ୍ମୀ ଏସି ବସ୍‌। ମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ। ୬ଟି ରୁଟରେ ବସ ଚଳାଚଳ ବାତିଲ କରାଯାଇଛି। ଆରଟିଓ ବସ ଚଳାଚଳ ପରମିଟ ବାତିଲ କରିଛନ୍ତି। ସବୁ ବସ...

ମେଟଲ୍‌ ମିଟ୍‌ ପୂର୍ବରୁ କ୍ୱିଜ ମାଷ୍ଟର ଅଜୟ ପୁନିଆଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର...

କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର...

ଶିକ୍ଷକଙ୍କ ନାଁରେ ମାମଲା, ରାତି ୧୨ଟାରେ ଛାତ୍ରୀଙ୍କୁ କ୍ୱାର୍ଟର୍ସକୁ ଡାକି…

କାଲିମେଳା, ୩ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଜାତି ଓ ଜନଜାତି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜନୈକ ଶିକ୍ଷକ ବଳାତ୍କାର କରିବା ସହ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ...

ବିଡିଓଙ୍କୁ କୋର୍ଟ ଚାଲାଣ, ସରକାରୀ ଗାଡ଼ିରୁ ୪.୯୨ ଲକ୍ଷ ଜବତ କରିଥିଲା ଭିଜିଲାନ୍ସ

ଭବାନୀପାଟଣା,୩ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଭିଜିଲାନ୍ସ ବିଭାଗ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଏଥିସହ ବିଭାଗ ପକ୍ଷରୁ ତାଙ୍କ ନାଁରେ ମାମଲା(ନଂ.୧୪/୨୦୨୪) ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ...

ମମତାଙ୍କ ଇସ୍ତଫା ପରେ ବିଜେଡିର ଚେତା ପଶିଲା, ଦଳୀୟ ନେତାଙ୍କୁ ପରାମର୍ଶ ଦେଇ ନବୀନ କହିଲେ…

ଭୁବନେଶ୍ୱର,୩।୮ (ଅନିଲ ଦାସ): ମୟୂରଭଞ୍ଜ ଜିଲା ବିଜେଡି ନେତୃବୃନ୍ଦ ଶୁକ୍ରବାର ସନ୍ଧ୍ୟାରେ ନବୀନ ନିବାସଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଜିଲାର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲାର ସାମଗ୍ରିକ ବିକାଶ କ୍ଷେତ୍ରରେ ବିଜେଡି...

ଆଜିଠୁ ବର୍ଷା ପ୍ରଭାବ କମିବ

ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ...

ଶ୍ରେଣୀଗୃହରୁ ଭିଡ଼ିଆଣି ୨ ଛାତ୍ରଙ୍କୁ ମାଡ଼

ନୟାଗଡ଼,୩।୮(ଲୋକନାଥ ମିଶ୍ର): ଛୁଁଆ ଅଛୁଁଆ ଭେଦଭାବକୁ ନେଇ ନୟାଗଡ଼ ସଦର ଥାନା ଅନ୍ତର୍ଗତ ମାଛିପଡ଼ାସ୍ଥିତ ଗୋଟିଏ କ୍ୟାମ୍ପସରେ ଥିବା ଚନ୍ଦ୍ରଶେଖର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସର କିଛିଦିନ ହେଲା ଅଶାନ୍ତ ହୋଇପଡ଼ିଛି। କେତେଜଣ ସବର୍ଣ୍ଣ...

ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ, ହୋଇପାରନ୍ତି ପରବର୍ତ୍ତୀ ଡିଜିପି!

ଭୁବନେଶ୍ୱର,୨।୮: କେନ୍ଦ୍ରରୁ ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ । ବିଏସଏଫ ସ୍ପେଶାଲ ଡିଜି ୱାଇ.ବି ଖୁରାନିଆ କେନ୍ଦ୍ରରୁ ଫେରଛନ୍ତି । ଏନେଇ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ଅନୁମୋଦନ କରିଛି । ଖୁରାନିଆଙ୍କ ପ୍ରତ୍ୟାବର୍ତ୍ତନ ପରେ ସେ ପରବର୍ତ୍ତୀ ପୋଲିସ...

ଭାଜପାରେ ମମତା, ବିଜେଡିରେ ଚହଳ, ହଠାତ୍‌ ଶଙ୍ଖ ଭବନରେ ହଲଚଲ…

ଭୁବନେଶ୍ୱର,୨।୮: ମମତା ମହାନ୍ତ ଅଚାନକ ରାଜ୍ୟ ସଭା ଏମପି ପଦ ଓ ଦଳରୁ ଇସ୍ତଫା ଦେବା ପରେ, ବିଜେଡି ଶିବିରରେ ହଇଚଇ ସୃଷ୍ଟି ହୋଇଛି। ସବୁଠାରୁ ବଡ କଥା ହେଉଛି, ୨୪ ଘଣ୍ଟା ଭିତରେ ମମତା ବିଜେଡି ଛାଡି ଭାଜପାରେ...

ପାରାଦୀପରେ ମତ୍ସଜୀବୀ ନିଖୋଜ ଘଟଣା: ଉଦ୍ଧାର ହେଲେ ୭ଜଣ

ଭୁବନେଶ୍ୱର,୨।୮: ପାରାଦୀପ ନେହେରୁବଙ୍ଗଳାରେ ମୁହାଁଣରେ ଫସିଥିବା ଟ୍ରଲର ଉଦ୍ଧାର ହୋଇଛି। ଦୁଇ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି ୭ଜଣ ମତ୍ସ୍ୟଜୀବୀ। ଟ୍ରଲରକୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏସଆରସି। ସୂଚନାଥାଉ କି, ସ୍ଥାନୀୟ ନେହେରୁବଙ୍ଗଳା ମୁହାଣ ମୁହଁରେ ଶୁକ୍ରବାର ଘଟିଛି...

ଆସନ୍ତା ସୋମବାର ହେବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri