ରାଜ୍ୟ

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ଜଣେ ଯବାନ ନିଜ ସର୍ଭିସ ରାଇଫଲ୍‌ରୁ ଗୁଳି ଫୁଟାଇ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ। ପୋଟେରୁ ପୋଲିସ କ୍ୟାମ୍ପ୍‌ରେ ନିୟୋଜିତ ଥିବା ଜଣେ ଯବାନ ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି। ମୃତ...

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ...

ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶର ଆଜି ଚତୁର୍ଥ ଦିନ। ଆଜି ବି ବିଧାନସଭା ଆରମ୍ଭରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ...

ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ’!

ଭୁବନେଶର,୪।୧୨(ବ୍ୟୁରୋ) : ବାତ୍ୟା ‘ଜୱାଦ’ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ପୁରୀ ଜିଲାରେ ସ୍ଥଳଭାଗ ଛୁଇଁବା ବେଳେ ଏହା ଗଭୀର ଅବପାତର ରୂପ ନେବ। ଗଭୀର ଅବପାତ ବେଳେ ପବନର ବେଗ ସର୍ବାଧିକ ୭୫ କି.ମି ରହିବ। ପରେ...

ଠିକ୍‌ ଭାବେ ସଫେଇ ହେଉନି ସହର:ଲୋକଙ୍କୁ ଘାରିଲାଣି ଡେଙ୍ଗୁ ଭୟ

ଅନୁଗୋଳ ଅଫିସ, ୪।୧୨- ଅନୁଗୋଳ ଜିଲାରୁ କେତେଜଣ ଡେଙ୍ଗୁ ରୋଗୀ ବାହାରିଲେଣି। ସେମାନେ ବିଭିନ୍ନ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଥିଲେ ମଧ୍ୟ ପ୍ରଶାସନ ନିକଟରେ ଏ ନେଇ ଉପଯୁକ୍ତ ତଥ୍ୟ ପହଞ୍ଚିନାହିଁ। ଏପରି କି ଡେଙ୍ଗୁ ଯେପରି...

୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି। ୪ଜଣଙ୍କୁ ବ୍ୟାଟେରି ଚାଳିତ ଗାଡ଼ି, ୬ଜଣଙ୍କୁ ଟ୍ରାଇ ସାଇକେଲ, ୧୩ଜଣଙ୍କୁ ହୁଇଲ୍‌ ଚେୟାର,...

ଏନ୍‌ଏସି ଅଫିସରେ ତାଲା ପକାଇଲେ ଠିକାଦାର ମିଳୁନି ବକେୟା ପାଉଣା

ହିନ୍ଦୋଳ, ୪।୧୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳର ୨୫ ଠିକାଦାର ବକେୟା ବିଲ୍‌ ଦାବି କରି ମଙ୍ଗଳବାର ଏନ୍‌ଏସି କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ପୋଲିସ ହସ୍ତକ୍ଷେପ ପରେ ତାଲା ଫିଟିଥିବାବେଳେ ତୁରନ୍ତ ଅର୍ଥ ନ ମିଳିଲେ ଆନ୍ଦୋଳନକୁ...

ସଂକ୍ରମଣ ବଢ଼ିବା ପରେ ପ୍ରଶାସନ ସଜାଗ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ସହର ସାଇକୃପା ଆବାସିକ ମହାବିଦ୍ୟାଳୟରେ କରୋନା ବିସ୍ଫୋରଣ ପ୍ରଶାସନର ଚିନ୍ତା ବଢ଼ାଇଛି। ସଂକ୍ରମିତ ଛାତ୍ରୀଛାତ୍ରମାନେ ଘରକୁ ପଳାଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ସ୍ଥିତି ବିଗିଡ଼ିବା ଆଗରୁ ସଂକ୍ରମଣ ନିୟନ୍ତ୍ରଣ କରିବା ଲାଗି...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୩ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଅଧାରେ ଅଟକିଛି ୨୨ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୪।୧୨: କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୁରଣ ପ୍ରଦାନରେ ବିଳମ୍ବ କାରଣରୁ ଜାତୀୟ ରାଜପଥ(ଏନ୍‌ଏଚ୍‌) ନିର୍ମାଣରେ ଅଗ୍ରଗତି ଆଶାନୁରୂପ ହୋଇପାରୁନାହିଁ। ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଓ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ସୁବିଧାରେ କ୍ଷତିପୂରଣ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ କମ୍ପିଟେଣ୍ଟ...

୨ ଓଡ୍ରାଫ୍‌, ୧୪ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୪।୧୨: ବାତ୍ୟା ‘ଜୱାଦ’ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ମଧ୍ୟରାତ୍ର ପରେ ଏହା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ...

ଡରାଉଛି ସମ୍ଭାବ୍ୟ ବାତ୍ୟା

କେନ୍ଦ୍ରାପଡ଼ା ଅଫିସ,୪।୧୨: ସମ୍ଭାବ୍ୟ ବାତ୍ୟା ଜଓ୍ବାଦ ଶନିବାରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇବ। ପାଣିପାଗ ବିଶେଷଜ୍ଞ ଓ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏପରି ସୂଚନା ପରେ ଜିଲାବାସୀ ସମ୍ଭାବ୍ୟ ଜଓ୍ବାଦକୁ ନେଇ ଆତଙ୍କିତ ହୋଇଛନ୍ତି। ଖରିଫ ଫସଲ ଅମଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri