ରାଜ୍ୟ

ସାଇ ଇଣ୍ଟରନ୍ୟାଶନାଲ ସର୍ବଭାରତୀୟ ଶ୍ରେଷ୍ଠ ସ୍କୁଲ

ଭୁବନେଶ୍ୱର, ୪।୧୨ (ବ୍ୟୁରୋ):ଏଜୁକେଶନ ୱାଲର୍‌ଡ ଇଣ୍ଡିଆ ସ୍କୁଲ୍‌ ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟ ସ୍ତରରେ ଡେ’ କମ୍‌ ବୋର୍ଡିଂ ବିଭାଗରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ ୨୦୨୧-୨୨ ବର୍ଷ ପାଇଁ କ୍ରମାଗତ ଦ୍ୱିତୀୟଥର ଶ୍ରେଷ୍ଠ ସ୍କୁଲ ଏବଂ ଓଡ଼ିଶାରେ ୧ନମ୍ବର ସ୍କୁଲର ମାନ୍ୟତା ପାଇଛି।...

‘ବାତ୍ୟା ପରବର୍ତ୍ତୀ ବିଦ୍ୟୁତ୍‌ ପୁନରୁଦ୍ଧାରକୁ ଗୁରୁତ୍ୱ’

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ୍‌’କୁ ନେଇ ଶକ୍ତି ବିଭାଗର ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର। ବିଦ୍ୟୁତ୍‌ ଯୋଦ୍ଧାଙ୍କୁ ପ୍ରଶଂସା କରି ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାରବେଳେ କର୍ମଚାରୀ ନିଜକୁ ସୁରକ୍ଷିତ ରଖି କାର୍ଯ୍ୟକରିବା, ସୁରକ୍ଷା ପ୍ରବନ୍ଧନ ପ୍ରତି ସଚେତନ...

ବାତ୍ୟାରେ ଜିରୋ କାଜୁଆଲ୍‌ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପୁରୀ ଉପକୂଳ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାଜଧାନୀ ଭୁବନେଶ୍ୱର ମଧ୍ୟ ପ୍ରଭାବିତ ହେବା ସମ୍ଭାବନା ରହିଛି। ତେଣୁ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ...

ବାତ୍ୟା ପାଇଁ ଖାଲିହେଲା ଧାରଣାସ୍ଥଳ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଆକଳନ ଅନୁସାରେ ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ଜଓ୍ବାଦ’ର ରୂପନେଇ ଓଡ଼ିଶା ଉପକୂଳ ଆଡକୁ ମାଡ଼ି ଆସୁଛି। ଏହା ପୁରୀଠାରେ ସ୍ଥଳଭାଗକୁ ଛୁଇଁବ ଓ ଏଥିରେ ଭୁବନେଶ୍ୱର ବି ପ୍ରଭାବିତ...

ମନ୍ତ୍ରୀଙ୍କ ଘର ଆଗରେ ବସିଲେ ସମବାୟ ସମିତି କର୍ମଚାରୀ

ଭୁବନେଶ୍ୱର,୪।୧୨ (ବ୍ୟୁରୋ): ସମବାୟ ସମିତିରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ନିଯୁକ୍ତି ପ୍ରସ୍ତାବକୁ ରଦ୍ଦ କରିବା ସହ ଓଡ଼ିଶାର ସମସ୍ତ ୨୭୦୮ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସରେ କାର୍ଯ୍ୟରତ କର୍ମଚାରୀଙ୍କୁ ସରକାରୀ ମାନ୍ୟତା ଆଦି ୫ ଦଫା ଦାବି ନେଇ...

ତେଜିଲା ଅସନ୍ତୋଷ, ହେବ ଆଉ ଏକ ବିଦ୍ରୋହ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗୁରୁବାର ରାଜ୍ୟ ସଭାରେ କହିବା ପରେ ଓଡ଼ିଶାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହା ସାଢେ ୪କୋଟି ଓଡ଼ିଶାବାସୀଙ୍କ ଭାବାବେଗକୁ ଆଘାତ ଦେଇଥିବା...

ଅଭୟକାନ୍ତ ପାଠକଙ୍କ ଘରେ ଇଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଛି। ଭୁବନେଶ୍ୱର ବିବେକାନନ୍ଦ ମାର୍ଗସ୍ଥିତ...

୨୩ରେ ଅନୁଗୋଳ-ଭୁବନେଶ୍ୱର ବସ୍‌ ବନ୍ଦ

ଅନୁଗୋଳ ଅଫିସ, ୪।୧୨: କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ଶେଷ ହେଉନାହିଁ। ଏପରି କି କାର୍ଯ୍ୟ ତ୍ୱରାନ୍ବିତ ହେଉ ନ ଥିବାରୁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାଜପଥ ଦେଇ ଦୈନିକ ଅନୁଗୋଳରୁ କଟକ ଓ ଭୁବନେଶ୍ୱର...

ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କଲେ ତହସିଲଦାର

ମାଲକାନଗିରି, ୪।୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅନ୍ତର୍ଗତ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ...

ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା

ରାଉରକେଲା ଅଫିସ,୪।୧୨: ଜଳବାୟୁ ପରିବର୍ତ୍ତନ ଉପରେ ଗବେଷଣା ପାଇଁ ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା ବିଶ୍ୱାଳ। ଗ୍ଲେସିୟର ତରଳିବା ବିଶ୍ୱବାସୀଙ୍କ ପାଇଁ କେତେ ବିପଦପୂର୍ଣ୍ଣ ତାହା ଉପରେ ପ୍ରଶିକ୍ଷଣ ନେବା ସହ ସେଠାକାର ଜୀବଜନ୍ତୁ ଓ ପରିବେଶ ଉପରେ...

ଚିନିଶିଳ୍ପ ଅତିଥି ଭବନରେ ତପସ୍ବିନୀ, ସୁମିତ

ଆସିକା,୪।୧୨(ଡି.ଏନ୍‌.ଏ.): ବ୍ରହ୍ମପୁର ବ୍ରହ୍ମାନଗରଠାରେ ଶାଶୁଘରେ ରହିବା ଲାଗି ଧାରଣା ଦେଇଥିବା ତପସ୍ବିନୀ ଦାସ ଗୁରୁବାର ରାତିରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସ୍ବାମୀ ସୁମିତ ସାହୁଙ୍କ ସହ ଆସିକା ଯାଇଥିଲେ। ସେମାନେ ଆସିକାରେ ୭ ଦିନ ଏକାଠି ରହିବେ ବୋଲି କୋର୍ଟ ନିର୍ଦ୍ଦେଶ...

ଦୂରନ୍ତୋ ଏକ୍ସପ୍ରେସ୍‌ ଲାଇନଚ୍ୟୁତ

ଧର୍ମଶାଳା/ଚଣ୍ଡିଖୋଲ, ୩ା୧୨(ଡି.ଏନ.ଏ.): ଯଶୋବନ୍ତପୁର-ହାୱଡ଼ା ଦୂରନ୍ତୋ ଏକ୍ସପ୍ରେସର ଏକ ବଗି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁର ରେଳଷ୍ଟେଶନ ନିକଟରେ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କ କ୍ଷତି ହୋଇନାହିଁ। ତେବେ ରେଳଧାରଣା କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଅବହେଳା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri