ରାଜ୍ୟ

ବାତ୍ୟା ପୂର୍ବରୁ ସତର୍କ ସୂଚନା ମାନିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରି ହୋଇଥିବା ସତର୍କ ସୂଚନା ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲାବାସୀଙ୍କୁ ଟୁଇଟ୍‌ ଜରିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

‘ମମିତାଙ୍କ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦରଦ ନାହିଁ’

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ବିଧାନସଭାରେ ମମିତା ମେହେର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଛଳନାପୂର୍ଣ୍ଣ ଭିଡିଓ ବିବୃତି ଦେଇଛନ୍ତି। ମମିତାଙ୍କ ପରିବାରକୁ ନ୍ୟାୟ ନୁହେଁ ବରଂ ଦିବ୍ୟଶଙ୍କର ମିଶ୍ରଙ୍କୁ ବଞ୍ଚାଇବା ପାଇଁ ହୋଇଥିବା ଅପଚେଷ୍ଟା ରାଜ୍ୟବାସୀଙ୍କୁ ଗଭୀର ଆଘାତ ପହଞ୍ଚାଇଛି ବୋଲି ଖବରଦାତା ସମ୍ମିଳନୀ...

ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ମହିଳା ବିଜେଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ମହିଳା ବିଜେଡି ରଣହୁଙ୍କାର ଦେଇଛି। ଗ୍ୟାସ୍‌ ଦର ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ଆକାଶଛୁଆଁ ହେବା ବିରୋଧରେ ମହିଳା ବିଜେଡି କର୍ମୀ ରାସ୍ତାକୁ ଓହ୍ଲାଇଥିଲେ। କେନ୍ଦ୍ର ସରକାରଙ୍କ ବିରୋଧରେ ନାରା...

ମମିତା ଝଡ଼ରେ ଗଲା ତୃତୀୟ ଦିନ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟାକାଣ୍ଡ ମାମଲାକୁ ନେଇ ବିଧାନସଭା ହୁଲସ୍ଥୂଲ ହେଉଛି। ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦାବିରେ ବିରୋଧୀ ଅଡ଼ି ବସିଥିବାବେଳେ ପ୍ରବଳ ହଟ୍ଟଗୋଳକୁ ନେଇ ବିଧାନସଭା...

ମାନଚିତ୍ରରେ ନ ଥିବା ଗାଁ ହେଲା ଚିହ୍ନଟ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅଧୀନ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି। ହେଲେ...

୧୯ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ...

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ପିଅନ

ବାଲେଶ୍ୱର ଅଫିସ, ୩।୧୨: ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଉଠାଣ ନିମନ୍ତେ କାଗଜପତ୍ର ଠିକ୍‌ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତ ବିଭାଗ-୨ କାର୍ଯ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ (ପିଅନ) ପଦ୍ମନାଭ ସ୍ବାଇଁ...

ଗଞ୍ଜାମରେ ସ୍କୁଲ ଛୁଟି, ଶିକ୍ଷକ, କର୍ମଚାରୀ ଆସିବେ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହି ସାମୁଦ୍ରିକ ଝଡ଼ ‘ଜୱାଦ’ ଉତ୍ତର- ଉତ୍ତର ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୨୦ କି.ମି. ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି।...

ମୋ ସରକାର ମମିତାଙ୍କୁ ନ୍ୟାୟ ଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି। ବିବୃତିରେ ମମିତା ହତ୍ୟା ଘଟଣାକୁ...

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ...

ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି। ସୂଚନାନୁସାରେ, ମମିତାଙ୍କ ପରିବାର ଲୋକେ ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ...

ରବିବାର ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି। ସମସ୍ତ ଅଧିକାରୀ ହେର୍ଡ କ୍ୱାର୍ଟର ନ ଛାଡ଼ିବାକୁ ପରାମର୍ଶ ଦେଇଛନ୍ତି ସରକାର।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri