ରାଜ୍ୟ

ରେଞ୍ଜରଙ୍କ ଟଏଲେଟ୍‌ ଫ୍ଲସ୍‌ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…

ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍‌ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ...

ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ...

ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮: ଗଞ୍ଜାମ ସମ୍ବରଝୋଳ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା...

ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର,୨୨।୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ...

ରେଞ୍ଜରଙ୍କ ଘରେ ପଶିଲା ଭିଜିଲାନ୍ସ: ୮ଟି ସ୍ଥାନରେ ଚାଲିଛି ରେଡ

ଡେଙ୍କାନାଳ,୨୨।୮(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲ୍ଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ଯ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ...

ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେଉ

ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ କରିବେ ନାହିଁ ବୋଲି ସ୍ପଷ୍ଟ କରିବା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଶିକ୍ଷା କ୍ୟାଲେଣ୍ଡରରେ ସରକାର ଛାତ୍ର ସଂସଦ ନିର୍ବାଚନକୁ ସାମିଲ କରି ଏବର୍ଷ...

ଖର୍ଚ୍ଚଦାବି ଆଲୋଚନା: ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର, ୨୨।୮(ସୁନିତ୍‌ ମିଶ୍ର): ଭାଜପା ଦଳିତ, ଆଦିବାସୀ, ସଂଖ୍ୟାଲଘୁ ସମ୍ପ୍ରଦାୟର ବିରୋଧୀ। ଓଡ଼ିଶାରେ ଭାଜପା ସରକାର ପେସା ଆଇନ କେବେ ଲାଗୁକରିବେ ତା’ର ଉତ୍ତର ବିଭାଗୀୟ ମନ୍ତ୍ରୀ କୁହନ୍ତୁ। ସାରା ଦେଶରେ ଭାଜପାର ମୁଖା ବର୍ତ୍ତମାନ ଖୋଲିଗଲାଣି। ଓଡ଼ିଶାରେ ଓଡ଼ିଆ...

୫୦୦ ଆଦିବାସୀ ଗାଁକୁ ଆଦର୍ଶ ଗ୍ରାମ କରାଯିବ: ମନ୍ତ୍ରୀ ନିତ୍ୟାନନ୍ଦ

ଭୁବନେଶ୍ୱର, ୨୨।୮(ସୁନିତ୍‌ ମିଶ୍ର): ଆସନ୍ତା ୫ ବର୍ଷରେ ୫ ଶହ ଆଦିବାସୀ ଗ୍ରାମକୁ ଆଦର୍ଶ ଆଦିବାସୀ ଗ୍ରାମରେ ପରିଣତ କରାଯିବ। ସେହିପରି ଆଦିବାସୀ ବହୁଳ ଜିଲା ଯଥା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ...

ମଦ ମୃତ୍ୟୁର ଅନୁଧ୍ୟାନ କରିବ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଭୁବନେଶ୍ୱର,୨୨।୮(ଅନିଲ ଦାସ): ଭାଜପା ସରକାର ଦାୟିତ୍ୱ ନେବାର ୧୦୦ ଦିନ ନ ପୂରୁଣୁ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲା ଅନ୍ତର୍ଗତ ଚିକିଟିଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଲୋକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି...

କେନ୍ଦ୍ରର ନୀରବତା ଏସ୍‌ସି,ଏସ୍‌ଟିଙ୍କୁ ବ୍ୟଥିତ କରିଛି: ବିଜେଡି

ଭୁବନେଶ୍ୱର,୨୨।୮(ଅନିଲଦାସ): ସମଗ୍ର ଦେଶରେ ଏସ୍‌ସି ଓ ଏସ୍‌ଟି ବର୍ଗର ଲୋକମାନେ ଜୋରଦାର ଆନ୍ଦୋଳନ କରୁଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ନିକଟରେ ଦିଆଯାଇଥିବା ଏକ ଅର୍ଡରରେ ରିଜରଭେଶନ ଭିତରେ ସବ୍‌ କାଟାଗୋରି ଗଠନ କରିବା ଓ କ୍ରିମିଲେୟାରବର୍ଗଙ୍କୁ ରିଜରଭେଶନରୁ ବାଦ ଦେବା...

ଏଭଳି ‘ଭାରତ ବନ୍ଦ’ ନିନ୍ଦନୀୟ: ଭାଜପା

ଭୁବନେଶ୍ୱର, ୨୨।୮(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀଙ୍କ ଉପରେ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଆସ୍ଥା ଓ ଭରସା ରହିଛି। ୨୦୧୪ରେ ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାପରେ କିପରି ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ସ୍ବାର୍ଥରକ୍ଷା କରିବା ଦିଗରେ କାର୍ଯ୍ୟ...

ନିମାପଡ଼ା ଏନ୍‌ଏସି: ଭୋଟ ନାକଚକୁ ନେଇ ରାଜନୀତି

ନିମାପଡ଼ା,୨୨।୮(ରଞ୍ଜନ ପଟ୍ଟନାୟକ): କିଏ କଲା ନିଜ ଭୋଟକୁ ନାକଚ? ନିମାପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ କାଟ ଖାଇବା ପରେ ଏଠାକାର ରାଜନୀତି ରୋଚକ ମୋଡ଼ ନେଇଛି। ପ୍ରକୃତରେ କିଏ ସେହି କାଉନସିଲର ଯିଏ ନିଜ ଭୋଟକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri