ରାଜ୍ୟ

ଏସ୍‌ସିବିରେ ଯାନବାହନ ପ୍ରବେଶ ଉପରେ କଟକଣା ଲାଗିଲା, ଏଣିକି…

କଟକ ଅଫିସ ୨୪।୧୧: ଏସ୍‌ସିବି ବଡ଼ ମେଡିକାଲରେ ଯାନବାହନ ପ୍ରବେଶ ଉପରେ କଟକଣା ଲାଗିଛି। ଉଭୟ ରାଣୀହାଟ ଏବଂ ମଙ୍ଗଳାବାଗ ମୁଖ୍ୟ ଗେଟ୍‌ ନିକଟରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ତେବେ ରୋଗୀଙ୍କ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା କର୍ତ୍ତୃପକ୍ଷ...

ଆରମ୍ଭ ହେଲା ‘ଧରିତ୍ରୀ’ର ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ବୁଧବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ ତଥା ଓଡ଼ିଶା...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୯କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ଜଣେ ଅଛନ୍ତି। ତେବେ...

ସଂଗ୍ରହାଳୟରେ ସହରର ଐତିହ୍ୟ

ସୁପ୍ରିୟା ପ୍ରିୟଦର୍ଶିନୀ କଟକ ଅଫିସ, ୨୪।୧୧: ହଜାର ବର୍ଷର ପୁରୁଣା ସହର କଟକ। ମଧ୍ୟପ୍ରଦେଶର ଉଜ୍ଜୟିନୀ ସହର ପରେ ଏହା ଭାରତର ଦ୍ୱିତୀୟ ସର୍ବ ପୁରାତନ ସହର ବୋଲି କୁହାଯାଏ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କଠାରୁ ଆରମ୍ଭ କରି ପୂର୍ବତନ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ପୁରୀ ଅଫିସ,୨୪ା୧୧: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳ୍ପାନ୍ୟାସ କରିଛନ୍ତି ଗଜପତି ମହାରାଜ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବୁଧବାର ପୂର୍ବାହ୍ନରେ ଗଜପତି ମହାରାଜ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି  ସବୁଜ ବଳୟ...

ନ୍ୟାୟ ଦେବାରେ ପୋଲିସର ପକ୍ଷପାତିତା

ପାଣିକୋଇଲି,୨୪।୧୧(ଡି.ଏନ.ଏ.): ଦଳିତଙ୍କୁ ନିର୍ଯାତନା ଓ ପୋଲିସର ପକ୍ଷପାତିତା ନୀତି ବିରୋଧରେ ଜିଲା ଦଳିତ ସଂଘ ପକ୍ଷରୁ ମଙ୍ଗଳବାର ପାଣିକୋଇଲି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଥିଲା। ପ୍ରାରମ୍ଭରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ କାର୍ଯ୍ୟାଳୟଠାରୁ ଏକ...

ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ କହିଛନ୍ତି।  ରାଜ୍ୟପାଳ ଡ. ଲାଲ ସହରର କାକଟସ୍ଥିତ...

ନାଇଜେରିଆନ ଗ୍ୟାଙ୍ଗ୍‌ ସଦସ୍ୟ ଗିରଫ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍‌ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ ତାଙ୍କୁ ୮ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି। ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ...

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। ସେଠାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଇକ୍‌ମୋ ଚିକିତ୍ସାରେ...

ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ...

କୋରାପୁଟ, ମାଲକାନଗିରି ଜିଲା ପାଇଁ ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ)- ରାଜ୍ୟ ସରକାର ଜଳଜୀବନ ମିଶନ ଯୋଜନାରେ କୋରାପୁଟ ଓ ମାଲକାନଗିରି ଜିଲାର ୮ ବ୍ଲକକୁ ପାନୀୟ ଜଳ ଯୋଗାଇ ଦେବେ। କୋରାପୁଟ ଜିଲାର ୬ ବ୍ଲକ ଅଧୀନରେ ଥିବା ୫୪ ପଞ୍ଚାୟତର ୫୬୮ ଗ୍ରାମର ୨,୪୫,୭୪୮ ଲୋକଙ୍କୁ...

ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଏବେ ଏହି ଯୋଜନାରେ ଆହୁରି ୫୫୦ ନୂତନ ପ୍ରକଳ୍ପକୁ ସାମିଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri