ରାଜ୍ୟ

ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଅଧ୍ୟାଦେଶ ମଙ୍ଗଳବାର କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଲିଙ୍ଗରାଜ ମନ୍ଦିର,...

ଆଜିଠାରୁ କଳିଙ୍ଗରେ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୨୪।୧୧(କ୍ରୀଡ଼ା ପ୍ରତିନିଧି): ଏଫ୍‌ଆଇଏଚ୍‌ ଜୁନିୟର ହକି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ବୁଧବାରଠାରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଏହା ଡିସେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାର ଉଦ୍‌ଘାଟନୀ ଉତ୍ସବ ସନ୍ଧ୍ୟାରେ ଆୟୋଜନ ହେବା କାର୍ଯ୍ୟକ୍ରମ ରହିଛି। ଚାମ୍ପିୟନ୍ସଟ୍ରଫିଠାରୁ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୮୮ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଜିଲାର ୨,୫୨,୧୯୧ ପରିବାରର ୮,୩୪,୫୭୦ ଜଣ ଏଥିରୁ ଉପକୃତ...

ଏମ୍‌କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍‌କେୟୁଓ୍ବାଇ)।...

ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ...

ଡିଜେ ସାଉଣ୍ଡ ପାଇଁ ୬୩ କୁକୁଡ଼ା ମୃତ

ସଜନାଗଡ଼,୨୩।୧୧(ଡି.ଏନ.ଏ.): ଡିଜେ ସାଉଣ୍ଡରେ ୬୩ କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡ଼ି ଗ୍ରାମର କୁକୁଡା ଚାଷୀ ରଣଜିତ୍‌। ଅଭିଯୋଗ ଅନୁଯାୟୀ, ଗ୍ରାମରେ ସୋମବାର ରାତିରେ ଏକ ବିବାହ...

ଅଣ୍ଡା ତରକାରି ପାଇଁ ମା’ଙ୍କୁ ହତ୍ୟା

ଝାରସୁଗୁଡ଼ା ଅଫିସ,୨୩।୧୧: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଇବ୍‌ ଗ୍ରାମର ଜାମୁଆଁପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ଭୋଏ (୨୭) ନାମକ ଯୁବକ ମା’ କୁମୁଦିନୀ ଭୋଏ(୫୫)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି।...

ଜ୍ୱର, ଥଣ୍ଡା ଥିଲେ ସ୍କୁଲ ଆସନାହିଁ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ସତର୍କ ରହିବରକୁ ପଡ଼ିବ। ଜ୍ୱର, ଥଣ୍ଡା ଲକ୍ଷଣ ଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ନ ଆସିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି। ସୁନ୍ଦରଗଡ଼...

୩ ମାସ ମଧ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟର ଠିକା ଡାଟାଏଣ୍ଟ୍ରି ଅପରେଟରମାନେ ନିୟମିତ ହେବେ। ସେମାନଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ ଡାଟାଏଣ୍ଟ୍ରି ଅପରେଟର କାର୍ଯ୍ୟରତ ଥିବା ଜଣାପଡ଼ିଛି। ତେବେ ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି...

ଏବେଠୁ ସତର୍କ ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇପାରିବ ନାହିଁ’

କେନ୍ଦ୍ରାପଡ଼ା ଅଫିସ,୨୩ା୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଏହା ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇବାରୁ ବଞ୍ଚିତ ହେବ। ଜଳ ସଂରକ୍ଷଣ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ...

ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବିଧାୟକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,ଡିସେମ୍ବର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri