ରାଜ୍ୟ

ବିଧାନସଭାରେ ପଶିବାକୁ କନିଷ୍ଠ ଶିକ୍ଷକଙ୍କ ଉଦ୍ୟମ

ଭୁବନେଶ୍ୱର, ୧୬ା୧୧(ବ୍ୟୁରୋ): ବିଭିନ୍ନ ଦାବି ନେଇ କନିଷ୍ଠ ଶିକ୍ଷକମାନେ ୯ ତାରିଖରୁ ଲୋୟର ପିଏମ୍‌ଜିରେ ଧାରଣାରେ ବସିଛନ୍ତି। ଦୀର୍ଘଦିନ ଆମରଣ ଅନଶନରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ବିଧାନସଭାକୁ ଧସେଇ ପଶିବାକୁ...

ମନ୍ତ୍ରୀଙ୍କୁ ଗୃହକୁ ପୂରାଇ ଦେବୁନି: କଂଗ୍ରେସ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ମୋଟ ୨୬ କାର୍ଯ୍ୟଦିବସ ରହିଛି। ତେବେ ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ଭିତରେ...

୧୭ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୧୮ ତାରିଖରେ...

ପ୍ରଧାନମନ୍ତ୍ରୀଙ୍କ ଶିଳାନ୍ୟାସ ଫଳକ ଭାଙ୍ଗିଦେଲେ

କେନ୍ଦୁଝର,୧୫ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏରେଣ୍ଡେଇ ଓ ତେଲକୋଇ ବ୍ଲକ ଜଗମୋହନପୁରରେ ସୋମବାର ଦୁଇଟି ଏକଲବ୍ୟ ବିଦ୍ୟାଳୟର ଶିଳାନ୍ୟାସ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସରେ ଏହାର ଶିଳାନ୍ୟାସ କରିଥିଲେ। ତେବେ ଜଗମୋହନପୁର ଶିଳାନ୍ୟାସ କାର୍ଯ୍ୟକ୍ରମରେ ବିଜେଡିର...

କୋର୍ଟକୁ ଖଟିଆରେ ଆସିଲେ ବୃଦ୍ଧା

ବରଗଡ଼ ଅଫିସ୍‌,୧୫।୧୧: ଏକ ପାରିବାରିକ ବିବାଦକୁ ନେଇ ସୋମବାର ଜଣେ ବୃଦ୍ଧାଙ୍କୁ ଖଟିଆରେ ପରିବାର ଅଦାଲତକୁ ଅଣାଯିବା ଘଟଣା ବରଗଡ଼ ସହରରେ ଚର୍ଚ୍ଚାର ବିଷୟ ହୋଇଛି । ଅନ୍ୟପଟେ ପରିବାର ଅଦାଲତରେ ଏହି ବିବାଦର ସମାଧାନ ହୋଇଥିବା ସୂଚନା ମିଳିଛି...

ନକଲି ସୁନା ଦେଇ ବ୍ୟାଙ୍କରୁ ଠକିନେଲେ ୧୯ ଲକ୍ଷ

ସୋନପୁର,୧୫।୧୧(ନି.ପ୍ର.):ଚଞ୍ଚକତା କରି ୬ଜଣ ବ୍ୟକ୍ତି ସୋନପୁର ୟୁକୋ ବ୍ୟାଙ୍କ ଶାଖାରୁ ୧୯ଲକ୍ଷ ଟଙ୍କା ଋଣ ନେବାରେ ସକ୍ଷମ ହୋଇଛନ୍ତି। ବ୍ୟାଙ୍କ ଅଡିଟ୍‌ ସମୟରେ ଏହି ଘଟଣା ଜଣାପଡିଛି। ଶାଖା ପରିଚାଳକ ପ୍ରଶାନ୍ତ କୁମାର ନାୟକ ଏହି ସମ୍ପର୍କରେ ସୋମବାର ସୋନପୁର...

ବାଇକ୍‌ ଚୋରି କରି ବିକୁଥିଲେ ଗ୍ୟାରେଜ୍‌ରେ

ଭଞ୍ଜନଗର/ବୁଗୁଡ଼ା,୧୫।୧୧(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଅଧୀନ ଭଞ୍ଜନଗର, ବେଲଗୁଣ୍ଠା ଏବଂ ବୁଗୁଡ଼ା ପୋଲିସକୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ସୋମବାର ଏକ ଆନ୍ତଃ ଜିଲା ବାଇକ୍‌ ଲୁଟେରା ଦଳକୁ କାବୁ କରିଛି । ପୋଲିସ ଏହି ର଼୍ୟାକେଟର ୭ଜଣଙ୍କୁ ଗିରଫ କରିଛି।...

ଭର୍ଚୁଆଲରେ ବିଜୁ ସ୍ମାର୍ଟ ହେଲଥ୍‌ କାର୍ଡ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍‌ କାର୍ଡ ସୋମବାର ଝାରସୁଗୁଡାରେ ଶୁଭାରମ୍ଭ କରିଛନ୍ତି । ଭର୍ଚୁଆଲ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ସ୍ମାର୍ଟ କାର୍ଡ ଗରିବ ଶ୍ରେଣୀର ଲୋକଙ୍କ ଦୁଃଖ ଦୂର...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଶିମିଳିପାଳ ବନ୍ଦ

ବାରିପଦା ଅଫିସ,୧୫ା୧୧: ଚଳିତମାସ ୧ ତାରିଖରୁ ଖୋଲିଥିବା ଶିମିଳିପାଳକୁ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ସକାଳୁ ଘନ କୁହୁଡ଼ି ହେଉଛି। ଫଳରେ କିଛି ଦୃଶ୍ୟମାନ...

ସତ ହେଲା ଭଉଣୀଭାଇଙ୍କ ସ୍ବପ୍ନ

ଅନୁଗୋଳ ଅଫିସ, ୧୫ା୧୧: ନହୁରାଣୀ ପୋଲ ଏବେ ଚଳଚଞ୍ଚଳ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇ ନ ଥିଲେ ମଧ୍ୟ ବ୍ରିଜ୍‌ ଦେଇ ଚଳାଚଳ କରୁଛି ଦୈନିକ ଶତାଧିକ ଗାଡ଼ି। ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବୁଢ଼ାନାଳୀ ଗ୍ରାମ ସହିତ ଅନୁଗୋଳ...

ଝାରସୁଗୁଡାରେ ବିଜୁ ସ୍ମାର୍ଟ ହେଲଥ୍‌ କାର୍ଡ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୁଦୃଢ କରିବାକୁ ରାଜ୍ୟ ସରକାର ସ୍ମାର୍ଟ ହେଲଥ୍‌ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ସ୍ମାର୍ଟ ହେଲଥ୍‌ କାର୍ଡ ବିତରଣ ମଧ୍ୟ ଜାରି ରହିଛି। ସୋମବାର ଭର୍ଚୁଆଲ ମାଧ୍ୟମରେ ଝାରସୁଗୁଡାରେ ବିଜୁ ସ୍ମାର୍ଟ ହେଲଥ୍‌ କାର୍ଡ...

ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୭୯

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୭୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri