ରାଜ୍ୟ

ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ

ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ଗଞ୍ଜେଇ ନେଇ କଟକରୁ ଭଦ୍ରକ ଅଭିମୁଖେ...

ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ

ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ହେଲେ ବୈକୁଣ୍ଠ ମାଝି(୫୮)। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପୁଅ ମହେଶ୍ୱର ମାଝି(୨୫) ଥାନାରେ ଆତ୍ମସମର୍ପଣ...

ସିନେମାରେ ଲାଗିଥିଲା ପ୍ରତାପଙ୍କ ଟଙ୍କା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବା ପରେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସେ...

କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ

ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ କରିଛି। ମହିଳା ଜଣକ ହେଲେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କରମୀ(୪୫)। ଏ ସଂକ୍ରାନ୍ତରେ...

ନୂଆ ବର୍ଷରେ ନୂଆ ଡିଜିପି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଡିସେମ୍ବର ଶେଷରେ ଅବସର ନେବେ ଓଡ଼ିଶା ପୋଲିସ ମୁଖ୍ୟ ଅଭୟ। ତାଙ୍କ ଅବସର ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି । ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ ଡିଜିପି ଅଭୟ। ଏଣୁ ନୂଆବର୍ଷରେ ରାଜ୍ୟକୁ ନୂଆ ଡିଜିପି...

ଶୁକ୍ରବାର ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ଜରୁରୀକଳୀନ ଓ ମେଡିକାଲ...

କାଜୁ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧାର

ନିରାକାରପୁର,୧୧।୧୧(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ମୋଟା କାଜୁ ଜଙ୍ଗଳରୁ ଟାଙ୍ଗୀ ବ୍ଲକ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୈଦ୍ୟନାଥ ସାହୁଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରାଯାଇଛି। ବୈଦନାଥ ବୁଧବାର ଅଫିସ କାର୍ଯ୍ୟ କରିବା...

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍‌ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ  ଗୁରୁବାର ...

ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ

ଭୁବନେଶ୍ବର,୧୧।୧୧(ବ୍ୟୁରୋ): ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ ମନୋଜ କୁମାର ପଟ୍ଟନାୟକ। ଓଡିଶା କମ୍ପୁଟର ଆପ୍ଲିକେଶନ ସେଣ୍ଟର (ଓକାକ) ମୁଖ୍ୟଙ୍କ ହ୍ବାଟ୍ସଆପ ନମ୍ବର ହ୍ୟାକ କରି ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ହ୍ବାଟ୍ସଆପ ହ୍ୟାକ କରିବା ପରେ...

ଲଘୁଚାପ ସକ୍ରିୟ, କିଛି ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା...

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।...

ରାଜ୍ୟରେ ୨୭୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ୧୧୩...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri