ରାଜ୍ୟ

ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ

ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ ନେତୃତ୍ୱ ପ୍ରତି ଆସ୍ଥାପ୍ରକଟ କରି ଅନ୍ୟ ଦଳରୁ ଶତାଧିକ କର୍ମୀ ଆସି ଭାଜପାରେ...

ଖୋଲା ବଜାରରୁ ବିହନ କିଣୁଛନ୍ତି ଚାଷୀ

ରସୁଲପୁର,୧୧।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଚିନାବାଦାମ ଚାଷ ଆରମ୍ଭ ହେଲାଣି। ତେବେ ସରକାରୀ ବିହନ ମିଳୁ ନ ଥିବାରୁ ଚାଷୀ ଖୋଲା ବଜାର ଉପରେ ନିର୍ଭର କରୁଛନ୍ତି। ଏଥିଲାଗି ଆର୍ଥିକ ବୋଝର ଶିକାର ହେଉଛନ୍ତି। ତେଣେ ରବି ଋତୁକୁ ନେଇ...

ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ

ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର ବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି। ଜିଲା ଶିକ୍ଷାଧିକାରୀ ରଞ୍ଜନ ଗିରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ...

କଳିଙ୍ଗନଗରରେ ବେଆଇନ ଚିପ୍ସ ୟାର୍ଡ

ଯାଜପୁର ଅଫିସ,୧୧।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟସ୍ଥ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ବେଆଇନ ଚିପ୍ସ ପାହାଡ଼ ଭଳି ଗଦା ହୋଇଛି। ଲୋକାୟୁକ୍ତରେ ମାମଲା ରୁଜୁ ହେବାପରେ ଗତ ଜୁଲାଇ ମାସରେ...

ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା

ବିରିଡ଼ି,୧୧।୧୧(ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି,...

ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ ଚଳାଇବା ଦାବି କରି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୪...

ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା

ଜଗତ୍‌ସିଂହପୁର ଅଫିସ, ୧୧।୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା ଚାଲିଥିବା ବେଳେ ବୁଧବାର ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ...

ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ଉଦ୍‌ଘାଟିତ

ସୋନପୁର,୧୧।୧୧(ନି.ପ୍ର.): ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାଶଙ୍କ ଦ୍ୱାରା ସୋନପୁରଠାରେ ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଭିନ୍ନକ୍ଷମ ଆୟୁକ୍ତ ଦାଶ ଏହା ଭିନ୍ନକ୍ଷମଙ୍କ ପାଇଁ ଏକ ଭିନ୍ନ ପ୍ରୟାସ ତଥା ଏକ ନିଆରା କାର୍ଯ୍ୟକ୍ରମ...

ସୁଦୀପ୍ତ ଇଣ୍ଡିଆନ ଅଏଲ ନିର୍ଦ୍ଦେଶକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭାଜପା ନେତା ସୁଦୀପ୍ତ ରାୟ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ ରୂପେ ଦାୟିତ୍ୱ ପାଇଛନ୍ତି। ସୁଦୀପ୍ତ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଅଧୀନରେ ଦୁଇ ଦୁଇଥର ଅଧ୍ୟକ୍ଷ ଭାବେ ସୁଚାରୁରୂପେ କାର୍ଯ୍ୟ ଭାର ତୁଲାଇଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ଚାଷୀମାନଙ୍କଠାରୁ...

କୋରାପୁଟରେ ସର୍ବଦଳୀୟ ବୈଠକ

କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ...

ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ମନା

ପୁରୀ ଅଫିସ/ସାକ୍ଷୀଗୋପାଳ,୧୧।୧୧ (ସ୍ବ.ପ୍ର/ଡି.ଏନ୍‌.ଏ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ରାଧାପାଦ ଦର୍ଶନ ଉପରେ କଟକଣା ଜାରି ହୋଇଛି। ଆସନ୍ତା ୧୨ ଓ ୧୫ ତାରିଖରେ...

ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri