ରାଜ୍ୟ

ଜଳ ପରିମଳ: ଓଡ଼ିଶା ପାଇବ ୫୨୮୦ କୋଟି

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆର୍ଥିକ ବର୍ଷ ୨୦୨୧-୨୨ଠାରୁ ୨୦୨୫-୨୬ ଯାଏ ଦେଶର ଗ୍ରାମ ପଞ୍ଚାୟତଗୁଡିକୁ ୧.୪୨ ଲକ୍ଷ କୋଟି ଟଙ୍କାର ଅନୁଦାନ କେନ୍ଦ୍ର ସରକାର ଯୋଗାଇ ଦେବେ। ପାନୀୟ ଜଳ ଯୋଗାଣ ଏବଂ ପରିମଳ ବ୍ୟବସ୍ଥା ସୁଧାରିବା ଲାଗି ଏହା ଖର୍ଚ୍ଚ ହେବ।...

ଉପେକ୍ଷିତ ହୀରକ ତ୍ରିଭୁଜ: ଭିତ୍ତିଭୂମି ବିକାଶ ବହୁ ପଛରେ

ଯାଜପୁର ଅଫିସ,୩୦।୮: ବୌଦ୍ଧ କୀର୍ତ୍ତିରାଜିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ତଥା ହୀରକ ତ୍ରିଭୁଜ ବଳୟ ରତ୍ନଗିରି-ଉଦୟଗିରି-ଲଳିତଗିରିର ଭିତ୍ତିଭୂମି ବିକାଶ ବହୁ ପଛରେ ରହିଯାଇଛି। ପ୍ରାୟ ପ୍ରତିବର୍ଷ ରକ୍ଷଣାବେକ୍ଷଣ ନଁାରେ ଆସୁଥିବା ଅର୍ଥର ବିନିଯୋଗ ଠିକ ଭାବେ ହେଉ ନ ଥିବାରୁ...

୩ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୦।୮: ସେପ୍ଟେମ୍ବର ପହିଲାରୁ ରାଜଧାନୀରେ ତିନୋଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ସେବା ଆରମ୍ଭ ହେବାକୁ ଯାଉଛି। ରୁଟ୍‌ ନଂ ୭୧ (ବରମୁଣ୍ଡାରୁ ରସୁଲଗଡ଼ ଦେଇ କୋଣାର୍କ), ରୁଟ୍‌ ନଂ ୩୫ (ମାଷ୍ଟର କ୍ୟାଣ୍ଟିନ୍‌ରୁ ଜୟଦେବ ପୀଠ) ଏବଂ ରୁଟ୍‌...

କପିଲ୍‌ ଶର୍ମା ଶୋ’ରେ ନବୀନ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଲୋକପ୍ରିୟ ଜାତୀୟ ଟିଭି ଶୋ’ ଦି କପିଲ୍‌ ଶର୍ମା ଶୋ’ରେ ପ୍ରଥମ ଥର ଲାଗି ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଛି। ବହୁ ବଲିଉଡ୍‌ ତାରକା ନିଜର ଫିଲ୍ମ ପ୍ରମୋସନ୍‌ ଲାଗି ସୋନି ଟିଭିର ଏହି...

ମୌସୁମୀ ଅଧିବେଶନ ଲାଗି ଶାସକ-ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ଶାସକ ବିଜେଡିକୁ ଟାର୍ଗେଟ କରିବେ। ଆସନ୍ତା ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଭାଜପା ବିଧାୟକ...

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି...

ରାଜ୍ୟରୁ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ...

ତୃତୀୟ ଲହର ପାଇଁ ବଢ଼ିପାରେ କଟକଣା

ଭୁବନେଶ୍ୱର,୩୦।୮(ବ୍ୟୁରୋ): କରୋନା ପାଇଁ ଦେଢ଼ବର୍ଷ ହେବ କଟକଣା ଭିତରେ ଜୀବନ ବିତୁଛି। ଦ୍ୱିତୀୟ ଲହର ସଂକ୍ରମଣ ନିମ୍ନସ୍ତରକୁ ଆସିଥିବାବେଳେ ଧୀରେ ଧୀରେ ଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ର ସ୍ବାଭାବିକ ହେଉଛି। ସ୍ଥିତିକୁ ଦେଖି କଟକଣାକୁ କୋହଳ କରାଯାଉଥିବାବେଳେ ଏବେ...

ଭାଜପା ଛାଡିଥିଲେ ୧୫, ଫେରିଲେ ୫ ଜିଲାପରିଷଦ

ବାରିପଦା ଅଫିସ,୩୦ା୮: ନିକଟରେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ମୟୂରଭଞ୍ଜ ଜିଲାର ୧୫ ଜିଲାପରିଷଦ ସଦସ୍ୟ। ସେମାନଙ୍କ ମଧ୍ୟରୁ ରବିବାର ୫ଜଣ ଦଳକୁ ଫେରିଛନ୍ତି। ଜିଲାପରିଷଦଙ୍କ ଘରବାହୁଡ଼ାକୁ ନେଇ ଜିଲାରେ ରାଜନୀତି ସରଗରମ ହୋଇଛି। ଝାଡ଼ଖଣ୍ଡର ପୂର୍ବତନ...

ଋଣ ଦେବା ଆଳରେ ଠକି ନେଇଥିଲେ ୨୦ ଲକ୍ଷ

ରାଇରଙ୍ଗପୁର,୩୦ା୮(ଡି.ଏନ.ଏ.): ଗ୍ରାହକମାନଙ୍କୁ ଋଣ ଦେବା ଆଳରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଏକ ଅର୍ଥ ଲଗାଣକାରୀ ସଂସ୍ଥାର ସିଏସ୍‌ଓଙ୍କୁ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ବାଲେଶ୍ୱର...

ଟିମ୍‌ ଇଣ୍ଡିଆ ବିପକ୍ଷରେ ହାଫ୍‌ସେଞ୍ଚୁରି ମାରିଥିବା ଅନ୍ତର୍ଜାତୀୟ ଖେଳାଳି ଏବେ ଓଡ଼ିଶା ଦଳରେ

ଭୁବନେଶ୍ୱର,୨୯।୮: ହଂକଂର ପୂର୍ବତନ ଅଧିନାୟକ ଅଂଶୁମାନ ରଥ ଚଳିତ ଘରୋଇ ସିଜନରେ ଓଡ଼ିଶା ପାଇଁ ଖେଳିବେ। ଭାରତୀୟ ପାସପୋର୍ଟଧାରୀ ରଥ ଜଣେ ଓଡ଼ିଆ ଖେଳାଳି। ଗତ ଏକ ବର୍ଷ ହେଲା ସେ ହଂକଂ ପାଇଁ ଆଉ ଅନ୍ତର୍ଜାତୀୟ ସ୍ତରରେ ଖେଳୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri