ରାଜ୍ୟ

୨୦ ବର୍ଷରେ ଓଡ଼ିଶା ବିକାଶକୁ ଦେଖ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଗତ ୨୦ ବର୍ଷରେ ଓଡ଼ିଶାରେ ବିକାଶର ବିଭିନ୍ନ କ୍ଷେତ୍ରରେ ଦ୍ରୁତ ପରିବର୍ତ୍ତନ ଘଟିଛି ବୋଲି ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନରେ ଆଇଏସ୍‌ ଶିକ୍ଷାନବିସମାନେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଥିଲେ। ଏହି ଅବସରରେ...

ଓଡ଼ିଶାକୁ ପ୍ରଥମ ଜାତୀୟ ଇ-ବିଧାନସଭା ଗୌରବ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଓ ଓକାକ୍‌ର ବୈଷୟିକ ସହାୟତା...

ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ ନୋଟିସ

କଟକ ଅଫିସ,୧୦ା୧୧: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ତଥ୍ୟ ଲିକ୍‌ ମାମଲାରେ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥାକୁ ନୋଟିସ ଜାରି କରିଛନ୍ତି। ଉକ୍ତ ମାମଲାର ତଦନ୍ତର ସ୍ଥିତି(ଷ୍ଟାଟସ) ରିପୋର୍ଟ ଦାଖଲ...

ବିଏସ୍‌କେୱାଇ କାର୍ଡଧାରୀଙ୍କୁ ମାଗଣା ଚିକିତ୍ସା ଯୋଗାଅ

କଟକ ଅଫିସ,୧୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ହିତାଧିକାରୀଙ୍କଠାରୁ କଟକର ଏକ ଅଗ୍ରଣୀ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ଆଦାୟ କରିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଆସନ୍ତା ୧୨ ତାରିଖ ମଧ୍ୟରେ ଚିକିତ୍ସିତ ରୋଗୀଙ୍କୁ ଆଇସିୟୁ ବାବଦ...

ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୩୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ରାଜ୍ୟରେ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୩୮୭ ଜଣଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ମୁଖ୍ୟ ପାରିଲେନି, ଅଫିସର କରିବେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍‌ କ୍ଷେତ୍ର ଆଦି ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସମାଧାନ ପାଇଁ ଆନ୍ଧ୍ର ଏବଂ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ...

ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ

ବରଗଡ଼ ଅଫିସ୍‌,୯।୧୧: ବରଗଡ଼ ସଦର ଥାନା ଅଧୀନ ବିରମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ବଚସା ଏବଂ କଥା କଟାକଟିରୁ ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ସ୍ବାମୀ ନିଆଁ ଲଗାଇ ଦେବା ଘଟଣା ଅଞ୍ଚଳରେ...

ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଆଶଙ୍କା

ଭୁବନେଶ୍ୱର(ବ୍ୟୁରୋ)/ବେଗୁନିଆ,୯ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ...

ମା’ ଆଗରେ କୂଅରେ ପଡ଼ିଗଲେ ୨ ପୁଅ

ସମ୍ବଲପୁର,୯ା୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅଧୀନ ସାହୁ କଲୋନୀରେ ଏକ ଦୁଃଖଦ ଘଟଣା ଘଟିଛି। ମା’ଙ୍କ ଆଖି ଆଗରେ କୂଅରେ ପଡ଼ି ଜୀବନ ହାରିଛନ୍ତି ୨ ପୁଅ। ସେମାନେ ହେଲେ ସୁଶୀଲ ତ୍ରିପାଠୀ(୪୦) ଓ ସୁନୀଳ ତ୍ରିପାଠୀ (୩୭)। ପୋଲିସ...

୭ ହଜାର ଲାଞ୍ଚ ପାଇଁ ଆର୍‌ଆଇଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୯।୧୧- ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଶୁଭଦର୍ଶୀ ପଟ୍ଟନାୟକ ଜଣେ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା...

ମୋପେଡରେ ଥିଲେ ଜେଜେ ନାତି, ମାଡ଼ିଗଲା ବସ୍‌

ଶେରଗଡ଼/ହିଞ୍ଜିଳିକାଟୁ ,୯ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ତଥା ହିଞ୍ଜିଳିକାଟୁ ବ୍ଲକ ବୁରୁପୋଡା ଭଗବତୀ ହାଇସ୍କୁଲ ନିକଟରେ ମଙ୍ଗଳବାର ଏକ ଘରୋଇ ବସ୍‌ ମୋପେଡକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଯାଉଥିବା ମୋପେଡରେ ଯାଉଥିବା ଜେଜେଙ୍କ ମୃତ୍ୟୁ ଘଟିଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri