ରାଜ୍ୟ

ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ

ଭୁବନେଶ୍ବର,୮।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି। ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ଦିଗରେ ଗୁରୁତ୍ୱ ଦେଇଛନ୍ତି । ୧ ନଭେମ୍ବର ୨୦୨୧...

ସରକାରୀ ଜମିରେ ସ୍ଥାୟୀ ଭାବେ ରହିବାରୁ ସଂଘର୍ଷ

କୃଷ୍ଣପ୍ରସାଦ, ୮।୧୧(ଡି.ଏନ୍‌.ଏ): କୃଷ୍ଣପ୍ରସାଦ ବ୍ଲକ ଅଧୀନ ଚିଲିକା ମଧ୍ୟରେ ଥିବା ବ୍ରହ୍ମପୁର ଗ୍ରାମରେ ୩୦ ଦଳିତ ପରିବାର ସ୍ଥାୟୀ ଭାବେ ରହୁଥିଲେ। ମିଳିଥିବା ସୂଚନା ଅନୁସାରେ ୬ମାସ ତଳେ ଏକ ଛୋଟ ଘଟଣାକୁ ନେଇ ଏହି ଦଳିତ ଗୋଷ୍ଠୀ ସହ...

ଚକ୍‌ଖଡ଼ିରେ କ୍ଷୁଦ୍ର ରଥ

ଫୁଲବାଣୀ ଅଫିସ୍‌, ୮ା୧୧: କନ୍ଧମାଳ ଜିଲାର ଏନ୍‌. ପ୍ରତ୍ୟୁଷ କୁମାର ଚୌଧୁରୀଙ୍କ ଦ୍ୱାରା ଚକ୍‌ ଖଡ଼ିରେ ଖୋଦିତ ଜଗନ୍ନାଥଙ୍କ କ୍ଷୁଦ୍ରାକୃତି ରଥ ଏସିଆ ବୁକ୍‌ ଅଫ ରେକର୍ଡସ ଓ ଇଣ୍ଡିଆ ବୁକ୍‌ ଅଫ ରେକର୍ଡରେ ସ୍ଥାନ ପାଇଛି। ଫୁଲବାଣୀ ସହର...

ରାତ୍ରି ଜଗୁଆଳିଙ୍କ ଭରସାରେ ପକ୍ଷୀ ସୁରକ୍ଷା

ଖୋର୍ଦ୍ଧା ଅଫିସ, ୮ା୧୧: ମରାଳ ମାଳିନୀ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼ ଜମିଲାଣି। ପ୍ରଥମ ପର୍ଯ୍ୟାୟରେ ଚିଲିକାକୁ ୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପ୍ରାୟ ୨୨ହଜାର ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥିବା ଚିଲିକା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସୂଚନା ମିଳିଛି।...

ରାଜ୍ୟରେ ୨୭୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୮ା୧୧(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣା କୃଷି ମହାବିଦ୍ୟାଳୟ (ଓୟୁଏଟି) ଖେଳ ପଡିଆରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ...

ବାଦୁଡ଼ିଙ୍କ କୋଳାହଳର ଗାଁ ସହରପୁର

ଡେରାବିଶ,୮ା୧୧(ସ୍ବ.ପ୍ର.)ବାଦୁଡ଼ିର ଖରାପ ଗନ୍ଧ ପାଇଁ ସମାଜରେ କେତେଜଣ ବ୍ୟକ୍ତି ଘୃଣା କରିଥାନ୍ତି। ସାଧାରଣତଃ ଅନେକ ଚଳଚ୍ଚିତ୍ରରେ ବାଦୁଡ଼ିକୁ ଏକ ଭୟଭୀତ ପକ୍ଷୀ ଭାବେ ଚିତ୍ରିତ କରାଯାଇଥାଏ। ଏଥିସହ ମୂଷା ବାଦୁଡ଼ିଙ୍କର ପ୍ରଧାନ ଖାଦ୍ୟ ହୋଇଥିବାରୁ ସମାଜରେ ବି ରୋଗ ସଂକ୍ରମଣ...

ଭିତରକନିକା ଜୀବଜନ୍ତୁ ପ୍ରତି ବଢୁଛି ବିପଦ

କେନ୍ଦ୍ରାପଡ଼ା ଅଫିସ, ୮।୧୧: ମହିଳା ଓ ଶିଶୁ ବିକାଶ ବିଭାଗର ରାଜ୍ୟ ଏବଂ କେନ୍ଦ୍ରାପଡ଼ା ଜିଲାର ଏକ ଟିମ୍‌ ଗତ ବୁଧବାର ଡାଙ୍ଗମାଳକୁ ଯାଇଥିଲେ। ସେଠାରେ ଏହି ଟିମ୍‌ର ୧୪ ଜଣ ନିକଟସ୍ଥ ଅରଣ୍ୟ ନିବାସରେ ମଧ୍ୟାହ୍ନଭୋଜନ କରିଥିଲେ। ତେବେ...

ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ସମାଧାନର ବାର୍ତ୍ତା ନେଇ ଅମରାବତିରେ ମୁକ୍ତିକାନ୍ତ

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମା ବିବାଦର ସମାଧାନ ଦାବିରେ ଗତ ଗାନ୍ଧୀ ଜୟନ୍ତୀରୁ ଭୁବନେଶ୍ବରରୁ ପଦଯାତ୍ରାରେ ବାହାରିଥିବା ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ରବିବାର ଅପରାହ୍ନରେ ଆନ୍ଧ୍ରପ୍ରଦେଶର ରାଜଧାନୀ ଅମରାବତୀରେ ପହଞ୍ଚତ୍ଛନ୍ତି। ଦୀର୍ଘ ୩୬ ଦିନ ମଧ୍ୟରେ ସେ ପ୍ରାୟ...

ଆମେରିକାରେ ପ୍ରଦର୍ଶିତ ହେଲା ଓଡ଼ିଶାର ବାନ୍ଧକଳା

ଭୁବନେଶ୍ୱର, ୮ା୧୧(ବ୍ୟୁରୋ): ଆମେରିକାର ଓ୍ବାଶିଂଟନସ୍ଥିତ କେନେଡି ସେଣ୍ଟରରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ବାନ୍ଧକଳା। ଓଡ଼ିଶାର ହସ୍ତକଳାକୁ ନ୍ୟାଶନାଲ ଅପେରା ମଞ୍ଚ ମାଧ୍ୟମରେ ବିଶ୍ୱ ଦରବାରରେ ପହଞ୍ଚାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଫ୍ୟାଶନ ଡିଜାଇନର ବିଭୁ ମହାପାତ୍ର। ୨...

କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ଘରେ ଘରେ ପରିଚିତ ଥିବା ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି...

କାର୍ଟୁନିଷ୍ଟ୍‌ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତରେ  ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ରବିବାର ରାତିରେ ଶ୍ୱାସ ଜନିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri