ରାଜ୍ୟ

ପୁରୀ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉ

ପୁରୀ ଅଫିସ, ୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ହିଁ କୋଟି କୋଟି ମଣିଷଙ୍କ ଦେବତା। ତାଙ୍କ ବିନା ପୁରୀ, ଓଡ଼ିଶା କିମ୍ବା ଭାରତର ପରିଚୟ ନାହିଁ। ତେଣୁ ପୁରୀର ନାମ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବାକୁ ଦାବି କରି ସାଧୁସନ୍ଥ,...

ଡ୍ରୋନ୍‌ ସାହାଯ୍ୟରେ ହେଉ ବାସସ୍ଥଳ ନିରୀକ୍ଷଣ

କେନ୍ଦ୍ରାପଡ଼ା ଅଫିସ, ୬।୧୧: ବିରଳ ଅଲିଭ ରିଡ୍‌ଲେର ଜୀବନ ଏବେ ବି ରହସ୍ୟାବୃତ। ଜୀବନ ପ୍ରଣାଳୀକୁ ନେଇ ଗବେଷଣା ଚାଲିଛି। କୁହାଯାଏ, ହଜାର ଶାବକରୁ ମାତ୍ର ଗୋଟିଏ ଅଲିଭ ରିଡ୍‌ଲେ ପୂର୍ଣ୍ଣ ବୟସ୍କ ବଞ୍ଚତ୍ଥାନ୍ତି। ସଂଖ୍ୟା ଅତିମାତ୍ରାରେ କମ୍‌ ଥିବାରୁ...

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥଠାରେ ଆୟୋଜିତ ଉତ୍ସବରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଥିବାବେଳେ...

ଆଜି ଶଙ୍ଖ ଧରିବେ ପ୍ରଦୀପ

ନବରଙ୍ଗପୁର,୬।୧୧(ବି.ପ୍ର.): ପୂର୍ବତନ ନବରଙ୍ଗପୁର ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ବିଦ୍ଧିବଦ୍ଧଭାବେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସ ନିକଟସ୍ଥ ପଡ଼ିଆ ଠାରେ ପୂର୍ବାହ୍ନ ୧୧ଟାରେ ଆୟୋଜିତ ସମାବେଶରେ ପ୍ରଦୀପ ଶଙ୍ଖ ଧରିବେ। ଉକ୍ତ ସମାବେଶରେ ଏକ ବଡ଼ଧରଣର ମିଶ୍ରଣ କାର୍ଯ୍ୟକ୍ରମ...

ଭାଜପାରେ ମିଶିଲେ ଦିଲୀପ, ଉତ୍ତମ

ଭୁବନେଶ୍ୱର,୬।୧୧(ବ୍ୟୁରୋ):ନିମାପଡ଼ା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଦିଲୀପ ନାୟକ ଏବଂ ଦିଗପହଣ୍ଡି ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା ଉତ୍ତମ ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ମିଶ୍ରଣ...

୧୦ ଦିନ ପାଇଁ ବିଜେଡି ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ଅହେତୁକ ଦରବୃଦ୍ଧି ବିରୋଧରେ ବିଜେଡି ଆରମ୍ଭ କରିଥିବା ଆନ୍ଦୋଳନକୁ ୧୦ଦିନ ପାଇଁ ସ୍ଥଗିତ ରଖିଛି। ତୈଳ ଦରରେ ସାମାନ୍ୟ ହ୍ରାସ ପରେ ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହି...

‘ପଞ୍ଚାୟତିରାଜ୍‌ ନୁହେଁ, ଅଫିସର ରାଜ୍‌’

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଜେଡି ଶାସିତ ସରକାର ଏକ ପ୍ରକାର କ୍ଷମତାହୀନ ଓ ସ୍ଥାଣୁ କରିଦେଇଛି। ୧୯୯୨ ମସିହାରେ ୭୩ତମ ଓ ୭୪ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ଯେଉଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସାମ୍ବିଧାନିକ ସ୍ବୀକୃତି ଦିଆଯାଇଥିଲା, ବର୍ତ୍ତମାନ...

ଖସୁଛି ଭୂତଳ ଜଳସ୍ତର ଜଟିଳ ଆଡ଼କୁ ୬ ବ୍ଲକ

ଯାଜପୁର ଅଫିସ,୬।୧୧: ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି । ଗ୍ରୀଷ୍ମ ପ୍ରବାହ ସମୟରେ ପାଣି ପାଇଁ ହାହାକାର ପଡୁଛି। ଏପରି ସ୍ଥିତିରେ ଜଳାଶୟ କିସମ ଜମି ମଧ୍ୟ କମିବାରେ ଲାଗିଛି।। ପୋଖରୀ ପୁନରୁଦ୍ଧାର ଅବା ଖୋଳାଯିବା ପରିବର୍ତ୍ତେ...

ଜଳଭଣ୍ଡାର ୧୪% ଶୁଖିଛି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍‌ ମିଟର (ବିସିଏମ୍‌) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା...

ଛତିଶଗଡ଼, ଓଡ଼ିଶା ବିରୋଧରେ ଅଭିଯୋଗ

ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ବିସ୍ଥାପିତଙ୍କ ଥଇଥାନ ଓ ପୁନର୍ବାସ ସମସ୍ୟା ଉପରେ ଏନ୍‌ଏଚ୍‌ଆର୍‌ସିରେ ଦାଖଲ ହୋଇଥିବା ସତ୍ୟପାଠରେ ଭୁଲ ତଥ୍ୟ ରହିଛି। ଓଡ଼ିଶା ଓ ଛତିଶଗଡ଼ ରାଜ୍ୟର ସଚିବମାନେ ଦେଇଥିବା ତଥ୍ୟରେ ସତ୍ୟତା ନାହିଁ। ଏହାକୁ ହୀରାକୁଦ ବୁଡ଼ି...

ପୁରସ୍କାର ନାଁ ‘ଜୟଦେବ ସମ୍ମାନ’ ବଦଳରେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ରଖାଯାଉ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ସମୟରେ ଜୁରି ଅଧ୍ୟକ୍ଷ ଥିବା ସୁରେନ୍ଦ୍ର ସାହୁ ସରକାରଙ୍କ ନିକଟରେ ୫ଟି ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ‘ଶ୍ରୀ ଜୟଦେବ ସମ୍ମାନ’ ପ୍ରଦାନ କରାଯାଉଛି।...

ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଟେଲି ପୁରସ୍କାର ପାଇଁ ୨୦ ବିଭାଗରେ ମୋଟ ୩ଲକ୍ଷ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ଭାବେ ‘କାଳିଆ କରୁଛି ଲୀଳା’ ପୁରସ୍କାର ପାଇବାକୁ ଥିବାବେଳେ ଏହାର ପ୍ରଯୋଜକ ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri