ରାଜ୍ୟ

କରୋନା ନେଇଗଲା ଦେଢ଼ବର୍ଷ ଶିଶୁର ଜୀବନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଜଣେ ଦେଢ଼ବର୍ଷ ଶିଶୁର କରୋନାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୂଆପଡ଼ା ଜିଲାରେ ଜଣେ ଲେଖାଏ ରହିଛନ୍ତି। ତେବେ ନୂଆପଡ଼ାରୁ...

ଲିଚୁ ଲାଇଟ୍‌ ଲଗାଇବା ବେଳେ ଚାଲିଗଲା ଜୀବନ

ବାସୁଦେବପୁର, ୩।୧୧(ଡି.ଏନ.ଏ.): ଦୀପାବଳି ପାଇଁ ଘର ସଜାଉଥିବା ବେଳେ ବିଦ୍ୟୁତ୍‌ ତାର ଲାଗି ବୁଧବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ମନ୍ଦାରୀ ନିକଟସ୍ଥ ପ୍ରବୋଧପୁର ଗ୍ରାମର ପ୍ରସନ୍ନ ବେହେରାଙ୍କ ପୁଅ...

ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା...

ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା

ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ ସମସ୍ୟା ଯୋଗୁ...

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର...

ପୁଣି ଧବଳେଶ୍ୱର ପୀଠରେ ୧୪୪ ଧାରା

ଆଠଗଡ଼,୩।୧୧(ଡି.ଏନ୍‌.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ଜଣାପଡ଼ିଛି। ଉପ-ଜିଲାପାଳ ହେମନ୍ତ କୁମାର ସ୍ବାଇଁ ଏହି ସୂଚନା...

ଆର୍ଥିକ ଅନଟନରୁ ସାଜିଲେ ହତ୍ୟାକାରୀ: ସ୍ତ୍ରୀ-ପୁଅଙ୍କୁ ନିଶା ଔଷଧ ଦେଇ ତଣ୍ଟି ଚିପି ମାରିଦେଲେ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଡବଲ୍‌ ମର୍ଡର ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ତେବେ ଏହି ହତ୍ୟାକାଣ୍ଡ ପଛରେ ମହିଳାଙ୍କ ସ୍ବାମୀ ଅବନ୍ତୀ ମଙ୍ଗରାଜ ଥିବା ଜଣାପଡ଼ିଛି। ଆର୍ଥିକ ସମସ୍ୟା ପାଇଁ ସେ...

ଏହି ଜିଲାର ଚାଷୀ ପାଇବେ କାଳିଆ ସହାୟତା

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀଙ୍କ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କାଳିଆ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଏଥିପାଇଁ ୩୩.୦୩ କୋଟି ଟଙ୍କା...

ମାଛ ଧରୁଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର, ମିଳୁନି ପତ୍ତା

ବରୀ,୩ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ତନ୍ତୀ ଘାଇ ଶାଖା ଚିଙ୍ଗୁଡ଼ିଆ ନାଳରେ ଏକ କୁମ୍ଭୀର ଜଣେ ଯୁବକଙ୍କୁ ବୁଧବାର ଟାଣି ନେଇଛି। ସେ ହେଲେ ଉଦୟନାଥପୁର ପଞ୍ଚାୟତର କହରାଗଣ୍ଡ ଗ୍ରାମର ମୁରଲୀଧର ମଲ୍ଲିକଙ୍କ ପୁଅ ନିଶିକାନ୍ତ(୪୦)। ସେ ତାଙ୍କ...

ମା’ ଝିଅଙ୍କୁ ଛୁରାମାଡ଼ ଘଟଣା: ହସ୍ପିଟାଲରୁ ଡିସଚାର୍ଜ ପରେ ପୋଲିସ ହେପାଜତରେ ଅଭିଯୁକ୍ତ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଶୈଳଶ୍ରୀବିହାର ଅଞ୍ଚଳରେ ଘରେ ପଶି ମା’ ଝିଅଙ୍କୁ ଛୁରାମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ରୂପେଶ ପଣ୍ଡାଙ୍କୁ କମିଶନରେଟ ପୋଲିସ ଅଟକ ରଖିଛି । ହସ୍ପିଟାଲରୁ ଡିସଚାର୍ଜ ପରେ ରୂପେଶଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି। ରୂପେଶ...

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ, ଏବଂ ନୂଆପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...

ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri