ରାଜ୍ୟ

ବାଣ ବିକ୍ରି, ଫୁଟାଇବା ଉପରେ ଲାଗିପାରେ କଟକଣା: ଆଜି ହାଇକୋର୍ଟଙ୍କୁ ଅବଗତ କରାଇବେ ଏସ୍‌ଆର୍‌ସି

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବା ବେଳେ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ରାଜ୍ୟବ୍ୟାପୀ କଟକଣା ଜାରି କରିଛନ୍ତି। ଏହାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ସୋମବାର ଏହାର ଚୂଡ଼ାନ୍ତ ଶୁଣାଣି ହେବ। କୋର୍ଟ ରାଜ୍ୟ ସରକାରଙ୍କ...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୩୧୬ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୬ ଜଣ ଚିହ୍ନଟ...

୬ଯାଏ ରାଜ୍ୟ ଗ୍ରନ୍ଥାଗାର ବନ୍ଦ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଗ୍ରନ୍ଥାଗାରର ଆଉ ଦୁଇଜଣ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଏପରି ନିଷ୍ପତ୍ତି ନିଆଯାଇଛି। ଗତ ବୁଧବାର ଏଠାରୁ ଜଣେ କର୍ମଚାରୀ ପଜିଟିଭ୍‌ ବାହାରିବା...

ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢ଼ା

ଭୁବନେଶ୍ୱର,୧।୧୧(ବ୍ୟୁରୋ): କରୋନା ସ୍ଥିତି ବଦଳୁଥିବାରୁ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ତେବେ କରୋନା କଟକଣାକୁ ଠିକ୍‌ ଭାବେ ପାଳନ କରିବାକୁ ଉଚ୍ଚଶିକ୍ଷା...

ସ୍କୁଲ ଅଧୀନକୁ ଆସିବ ଜମି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ କେତେକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ ପରିସରରେ ଥିବା ଜମିଗୁଡ଼ିକର ମାଲିକାନା ସ୍କୁଲ ହୋଇ ନାହିଁ। ସେହି ସ୍କୁଲଗୁଡ଼ିକର ଅବ୍ୟବସ୍ଥିତ ଜମିଗୁଡ଼ିକର ରେକର୍ଡ ଅଫ ରାଇଟ(ଆର୍‌ଓଆର୍‌) ସଂଶୋଧନ କରିବାକୁ...

ବିକ୍ରି ଉପରେ କଟକଣା, ତଥାପି ଚାଲିଥିଲା ବାଣ କାରଖାନା

ଆସିକା,୧ା୧୧(ଡି.ଏନ.ଏ.): ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନଳବଣ୍ଟା ଗ୍ରାମରେ ପୋଲିସ ଚଢାଉ କରି ବାଣ ପ୍ରସ୍ତୁତି କାରଖାନାରୁ ବହୁ ପରିମାଣର ବାଣ ଓ ବାରୁଦ ଜବତ କରିଛି । ଏସବୁର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ...

ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି ।...

ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଚୋରି, ବିକୁଥିଲେ ଛତିଶଗଡ଼ରେ

ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍‌ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ ଉମରକୋଟ ପୋଲିସ ଗିରଫ କରିଛି। ଦୁହେଁ ହେଲେ ଉତ୍ତର ପ୍ରଦେଶ ରାଜ୍ୟ ମିରଟ୍‌...

ବିଦ୍ୟୁତ୍‌ ଯୋଗାଣ ବନ୍ଦ କରି ଦେବାରୁ ରୋଗୀଣା ମା’ଙ୍କୁ ଟ୍ରଲିରେ ବୋହିଲେ

ମାଲକାନଗିରି, ୩୧ା୧୦(ଡି.ଏନ୍‌.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍‌ ବିଲ୍‌ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟୁଛି। ଘରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ପ୍ରତିବାଦ ସ୍ବରୂପ ତାଙ୍କ...

ନଭେମ୍ବର ପାଇଁ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ନଭେମ୍ବର ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନ ଅନୁସାରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ନେଇ କଣ୍ଟେନମେଣ୍ଟ ଜୋନ୍‌, ଲକ୍‌ଡାଉନ କଟକଣା ବଳବତ୍ତର ରଖିଛନ୍ତି ସରକାର। ହେଲେ ନଭେମ୍ବର ୪ରେ ଦୀପାବଳିରେ ବାଣ ଫୁଟାକୁ ନେଇ ଗାଇଡ୍‌ଲାଇନ୍‌ରେ...

ମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ୩ଦିନ ପରେ ମଧ୍ୟ ପଡିଛି ଅଇଁଠା ପ୍ଲେଟ୍‌

ଦାରିଙ୍ଗବାଡ଼ି,୩୧।୧୦(ଡି.ଏନ୍‌.ଏ): ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗତ ଗୁରୁବାର ଓ ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମଗୁଡ଼ିକରେ ଦଳୀୟ ନେତା ଓ କର୍ମୀମାନଙ୍କ ନିମନ୍ତେ ଖାଦ୍ୟପେୟ ବ୍ୟବସ୍ଥା ହୋଇଥିଲା। ତେବେ କାର୍ଯ୍ୟକ୍ରମ ସରିବାର ୩...

ରାଜ୍ୟ ସରକାରଙ୍କ ଭୁଲ ଯୋଗୁ ପରିବାଦର ଏବେ ଆକାଶଛୁଆଁ: ନିରଞ୍ଜନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦରଦାମ ବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ପ୍ରତିବାଦ ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଜେଡି ପରିବା ଦରକୁ ନେଇ ପ୍ରତିବାଦ କରିବା ଏକ ହାସ୍ୟାସ୍ପଦ କଥା। ଏ ପ୍ରତିବାଦ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri