ରାଜ୍ୟ

ହାତୀ ଦାନ୍ତ ଜବତ, ଶିକାରୀ ଗିରଫ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଅନୁଗୋଳ ବନବିଭାଗ ସହାୟତାରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନୁଗୋଳ ଜିଲା ଠାକୁରଗଡ଼ ଥାନା ରାଣିବନ୍ଧ ଗ୍ରାମର ସୁଦର ନାୟକ। ତାଙ୍କଠାରୁ ଗୋଟିଏ ହାତୀ...

୨୯ରୁ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୩.୧ କିଲୋମିଟର ଉପରେ...

ଷଡ଼ଯନ୍ତ୍ର ଉପରୁ ପରଦା ହଟୁନି

ବଲାଙ୍ଗୀର ଅଫିସ,୨୮।୧୦: ପରକୀୟା ପ୍ରୀତି ପ୍ରଘଟ ଭୟରେ କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁ ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା କରିଥିଲେ ବୋଲି ଉତ୍ତରାଞ୍ଚଳ ପୋଲିସ ଡିଆଇଜି ଦୀପକ କୁମାର ଖବରଦାତା ସମ୍ମିଳନୀରେ କହିଥିଲେ।...

୫ ହଜାର କିମି ଦୂରରେ ଥିବା ଶତ୍ରୁକୁ ଧ୍ୱଂସ କରିବ ଅଗ୍ନି-୫

ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି ପ୍ରାୟ ୭ଟା ୫୦ ମିନିଟ୍‌ରେ ଡିଆରଡିଓ ପକ୍ଷରୁ ଅବଦୁଲ କଲାମ ଦ୍ୱୀପରୁ...

ଜେନେକ୍ସ ଡାଇଗ୍ନୋଷ୍ଟିକକୁ ବିଏମ୍‌ସି ପଠାଇଲା ନୋଟିସ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଜେନେକ୍ସ ଡାଇଗ୍ନୋଷ୍ଟିକରେ ନକଲି କୋଭିଡ୍‌ ରିପୋର୍ଟ ଦିଆଯାଉଛି। ସମାନ ସାମ୍ପଲ ଆଇଡି ଏବଂ ଏସ୍‌ଆର୍‌ଏଫ୍‌ ଆଇଡିରେ ଏକାଧିକ ଲୋକଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଏଭଳି ଅଭିଯୋଗ ନେଇ ଖବର ପ୍ରକାଶ ପାଇବା ପରେ ଜେନ୍‌ଏକ୍ସ ଡାଇଗ୍ନୋଷ୍ଟିକୁ...

ଭୁବନେଶ୍ୱର ବିମାନବନ୍ଦରରେ ଥରିଲା ବିମାନ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏହି ଦାବି କରିଛନ୍ତି। ଭିସ୍ତାରା ୟୁକେ୭୮୫ ବିମାନଟି ବୁଧବାର ସକାଳ ୭ରେ ଦିଲ୍ଲୀରୁ ବହାରି ଭୁବନେଶ୍ୱରରେ...

ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା

ମାଲକାନଗିରି,୨୭ା୧୦(ଡି.ଏନ୍‌.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ି ଆନ୍ଧ୍ର ପ୍ରଦେଶ କିମ୍ବା...

ଘରେ ପହଞ୍ଚିବ ମାଇଗ୍ରେଶନ ସାର୍ଟିଫିକେଟ

ସମ୍ବଲପୁର,୨୭ା୧୦(ବ୍ୟୁରୋ): ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ଛାତ୍ରୀଛାତ୍ରଙ୍କୁ ଆଉ ବିଶ୍ୱବିଦ୍ୟାଳୟ ଆସି ଧାଡ଼ିରେ ଛିଡା ହୋଇ ଆବେଦନ କରିବାକୁ ପଡ଼ିବ ନାହିଁ। ଅନ୍‌ଲାଇନରେ ଆବେଦନ କରିବା ପରେ ସେମାନଙ୍କ ଘରେ କିମ୍ବା ଦିଆଯାଇଥିବା ଠିକଣାରେ ସାର୍ଟିଫିକେଟ ପହଞ୍ଚିିବ। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)...

ମାସ୍କ ଚେକିଂ ବେଳେ ୧.୩୦ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ, ୨୭।୧୦: ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ବୁଧବାର ମାସ୍କ ଚେକିଂ ସମୟରେ ରାନ୍ଦିଆ ନିକଟରୁ ୧ କିଲୋ ୩୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି  ବୁଧବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ...

ଆସିଲା ପୁରୀବାସୀଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌

ପୁରୀ ଅଫିସ,୨୭।୧୦: ପୁରୀବାସୀଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନକୁ ନେଇ ଆସିଲା ନୂଆ ଗାଇଡ୍‌ଲାଇନ୍‌। ତଦନୁଯାୟୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ପୁରୀବାସୀ। ନଭେମ୍ବର ୧ରୁ ପୁରୀବାସୀଙ୍କୁ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିଛି। ସେହିଭଳି...

ନଭେମ୍ବର ୧ରୁ ଅଫଲାଇନ୍‌ରେ ୟୁଜି ପାଠପଢା

  ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୧ରୁ ୟୁଜି ପ୍ରଥମ ବର୍ଷ ପିଲାଙ୍କ ପାଠପଢା ଅଫଲାଇନ୍‌ରେ ଆରମ୍ଭ ହେବ। ସେହିପରି ନଭେମ୍ବର ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଅଫଲାଇନ୍‌ରେ ଆରମ୍ଭ ହେବା ନେଇ ବିଶ୍ୱବିଦ୍ୟାଳୟ ଓ କଲେଜମାନଙ୍କୁ ଉଚ୍ଚ ଶିକ୍ଷା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri